ଥାଇ ରାମାୟଣ ରାମକିୟେନର ମନମୋହକ ପ୍ରଦର୍ଶନ ଦେଖିଲେ ପ୍ରଧାନମନ୍ତ୍ରୀ

April 03rd, 01:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲ୍ୟାଣ୍ଡର ବ୍ୟାଙ୍କକରେ ଥାଇ ରାମାୟଣ, ରାମକିୟେନର ଏକ ସମୃଦ୍ଧ ପ୍ରଦର୍ଶନ ଦେଖିଛନ୍ତି । ଏହି ଅବସରରେ ସେ ଭାରତ ଏବଂ ଥାଇଲ୍ୟାଣ୍ଡ ମଧ୍ୟରେ ଗଭୀର ସାଂସ୍କୃତିକ ଏବଂ ସଭ୍ୟତାଗତ ସମ୍ବନ୍ଧର ପ୍ରଶଂସା କରିଛନ୍ତି ।