ଏସିଆନ୍ ପାରା ଗେମ୍ସରେ ପୁରୁଷ ୧୫୦୦ ମିଟର ଟି-୩୮ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବା ରମଣ ଶର୍ମାଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି

October 27th, 05:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ପୁରୁଷ ୧୫୦୦ ମିଟର ଟି-୩୮ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବା ରମଣ ଶର୍ମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।