ନୂଆଦିଲ୍ଲୀରେ ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 12th, 04:54 pm
ଆଜି ବିଜ୍ଞାନ ଭବନ ଭାରତର ସୁବର୍ଣ୍ଣ ଅତୀତର ସାକ୍ଷୀ ଭାବରେ ଦଣ୍ଡାୟମାନ । କିଛି ଦିନ ପୂର୍ବରୁ ମୁଁ ଜ୍ଞାନ ଭାରତମ୍ ମିଶନର ଘୋଷଣା କରିଥିଲି। ଏବଂ ଆଜି ଏତେ କମ୍ ସମୟ ମଧ୍ୟରେ ଆମେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରୁଛୁ। ଏହା ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ନିକଟରେ ଶୁଭାରମ୍ଭ କରାଯାଇଛି। ଏହା କୌଣସି ସରକାରୀ କିମ୍ବା ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟକ୍ରମ ନୁହେଁ; ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଗୁରୁତ୍ଵ ବହନ କରୁଛି । ହଜାର ହଜାର ପିଢ଼ିର ଚିନ୍ତାଧାରା, ଭାରତର ବିଶିଷ୍ଟ ଋଷି , ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଗବେଷଣା, ଆମର ପାରମ୍ପରିକ ଜ୍ଞାନ ପରମ୍ପରା, ଆମର ବୈଜ୍ଞାନିକ ଐତିହ୍ୟ, ଆମେ ଜ୍ଞାନ ଭାରତମ୍ ମିଶନ ମାଧ୍ୟମରେ ସେଗୁଡ଼ିକୁ ଡିଜିଟାଇଜେସନ୍ କରିବାକୁ ଯାଉଛୁ। ଏହି ମିଶନ ପାଇଁ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି। ମୁଁ ଜ୍ଞାନ ଭାରତମ୍ ର ସମଗ୍ର ଦଳକୁ ଏବଂ ସଂସ୍କୃତି ମନ୍ତ୍ରଣାଳୟକୁ ମଧ୍ୟ ଶୁଭେଚ୍ଛା ଜଣାଉଛି।‘ଜ୍ଞାନ ଭାରତମ୍’ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 12th, 04:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ, ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ବିଜ୍ଞାନ ଭବନ ଆଜି ଭାରତର ସୁବର୍ଣ୍ଣ ଅତୀତର ପୁନରୁତ୍ଥାନର ସାକ୍ଷୀ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ମାତ୍ର କିଛି ଦିନ ପୂର୍ବରୁ ସେ ଜ୍ଞାନ ଭାରତମ୍ ମିଶନ ଘୋଷଣା କରିଥିଲେ ଏବଂ ଏତେ କମ୍ ସମୟ ମଧ୍ୟରେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଶ୍ରୀ ମୋଦୀ ସୂଚନା ଦେଇଥିଲେ ଯେ, ଏହି ମିଶନ ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏହା ଏକ ସରକାରୀ କିମ୍ବା ଏକାଡେମିକ୍ କାର୍ଯ୍ୟକ୍ରମ ନୁହେଁ ଦର୍ଶାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଘୋଷଣାରେ ପରିଣତ ହେବାକୁ ଯାଉଛି। ସେ ହଜାର ହଜାର ପିଢ଼ିର ଚିନ୍ତନଶୀଳ ପରମ୍ପରା ଉପରେ ଆଲୋକପାତ କରିଥିଲେ। ଭାରତର ଜ୍ଞାନ, ପରମ୍ପରା ଏବଂ ବୈଜ୍ଞାନିକ ଐତିହ୍ୟକୁ ରେଖାଙ୍କିତ କରି ସେ ଭାରତର ମହାନ ଋଷି, ଆଚାର୍ଯ୍ୟ ଏବଂ ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଅନୁସନ୍ଧାନକୁ ସ୍ୱୀକାର କରିଥିଲେ। ଶ୍ରୀ ମୋଦୀ କହିଥିଲେ ଯେ ଜ୍ଞାନ ଭାରତମ୍ ମିଶନ ଜରିଆରେ ଏହି ଐତିହ୍ୟଗୁଡ଼ିକର ଡିଜିଟାଇଜେସନ୍ କରାଯାଉଛି। ଏହି ଅଭିଯାନ ପାଇଁ ସେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ସମଗ୍ର ଜ୍ଞାନ ଭାରତମ୍ ଦଳ ତଥା ସଂସ୍କୃତି ମନ୍ତ୍ରଣାଳୟକୁ ଶୁଭେଚ୍ଛା ଜଣାଇଥିଲେ।Mauritius is not just a partner country; For us, Mauritius is family: PM Modi
March 12th, 06:07 am
PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଶ୍ରୀ ସନାତନ ଧର୍ମ ଆଲାୟମର ମହା କୁମ୍ଭ - ଅଭିଷେକ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 02nd, 02:45 pm
ହାରୋହରାର ମହାମହିମ ରାଷ୍ଟ୍ରପତି ପ୍ରବୋଓ, ମୁରୁଗାନ୍ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ପା ହାସିମ, ପରିଚାଳନା ଟ୍ରଷ୍ଟି ଡକ୍ଟର କୋବାଲନ, ତାମିଲନାଡୁ-ଇଣ୍ଡୋନେସିଆର ମାନ୍ୟଗଣ୍ୟ ବ୍ୟକ୍ତି, ପୁରୋହିତ ଏବଂ ଆଚାର୍ଯ୍ୟଗଣ, ଭାରତୀୟ ଡିଆପୋରାର ସଦସ୍ୟ, ଇଣ୍ଡୋନେସିଆ ଏବଂ ଅନ୍ୟ ଦେଶର ସମସ୍ତ ବନ୍ଧୁ,.ସମସ୍ତ କାରିଗର ଭାଇମାନେ ଯେଉଁମାନେ ଈଶ୍ୱରୀୟ ତଥା ଏହି ଦିବ୍ୟ ମନ୍ଦିରର ନିର୍ମାଣକୁ ବାସ୍ତବ ରୂପ ଦେଇଛନ୍ତି।ଇଣ୍ଡୋନେସିଆର ଜାକର୍ତ୍ତାରେ ଶ୍ରୀ ସନାତନ ଧର୍ମ ଆଳୟମର ମହା କୁମ୍ବାଭିଷେଗମ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
February 02nd, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ଇଣ୍ଡୋନେସିଆର ଜାକର୍ତ୍ତାରେ ଶ୍ରୀ ସନାତନ ଧର୍ମ ଆଳୟମର ମହା କୁମ୍ବାଭିଷେଗମ ସମୟରେ ତାଙ୍କର ବକ୍ତବ୍ୟ ରଖିଛନ୍ତି। ସେ ଏହି ଅବସରରେ ଇଣ୍ଡୋନେସିଆର ମହାମହିମ ରାଷ୍ଟ୍ରପତି ପ୍ରବୋଓ ସୁବିୟାଣ୍ଟୋ, ମୁରୁଗାନ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ପା ହାସିମ, ପରିଚାଳନା ଟ୍ରଷ୍ଟି ଡକ୍ଟର କୋବାଲାନ, ତାମିଲନାଡୁ ଏବଂ ଇଣ୍ଡୋନେସିଆର ଗଣମାନ୍ୟ ବ୍ୟକ୍ତି, ପୁରୋହିତ ଏବଂ ଆଚାର୍ଯ୍ୟ, ଭାରତୀୟ ପ୍ରବାସୀ ସଦସ୍ୟ, ଇଣ୍ଡୋନେସିଆ ଏବଂ ଅନ୍ୟାନ୍ୟ ରାଷ୍ଟ୍ରର ସମସ୍ତ ନାଗରିକ ଯେଉଁମାନେ ଏହି ପବିତ୍ର ଅବସରରେ ଅଂଶ ଗ୍ରହଣ କରିଥିଲେ, ଏବଂ ଏହି ଦିବ୍ୟ ଓ ଭବ୍ୟ ମନ୍ଦିରକୁ ବାସ୍ତବରେ ପରିଣତ କରିଥିବା ସମସ୍ତ ପ୍ରତିଭାବାନ କଳାକାରଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।ପିଏମ-ଜନମନ ଅଧୀନରେ ପିଏମଏୱାଇ (ଜି)ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଜାରି କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 15th, 12:15 pm
ଶୁଭେଚ୍ଛା! ଉତ୍ତରାୟଣ, ମକର ସଂକ୍ରାନ୍ତି, ପୋଙ୍ଗଲ ଓ ବିହୁ ଭଳି ଉତ୍ସବ କୁ ନେଇ ଏବେ ସମଗ୍ର ଦେଶରେ ଉତ୍ସବର ବାତାବରଣ ରହିଛି। ଅନେକ ପର୍ବପର୍ବାଣୀର ଉତ୍ସାହ ଆମକୁ ଚତୁଃପାର୍ଶ୍ବରେ ଭରି ରହିଛି। ଆଜିର ଏହି କାର୍ଯ୍ୟକ୍ରମ ଉତ୍ସାହରେ ପରିପୂର୍ଣ୍ଣ ବହୁତ ଉଚ୍ଚକୋଟିର ଏବଂ ଜୀବନ୍ତ କରିଦେଇଛି। ଏହି ଅବସରରେ ଆପଣମାନଙ୍କ ସହ କଥାବାର୍ତ୍ତା କରିବା ମୋ ପାଇଁ ଏକ ଉତ୍ସବ ପରି ମନେ ହେଉଛି। ବର୍ତ୍ତମାନ ଅଯୋଧ୍ୟାରେ ପ୍ରତିଷ୍ଠା ଉତ୍ସବ ପାଳନ ହେଉଥିବା ବେଳେ ମୋ ପରିବାରର ଅଂଶ ଭାବରେ ବିବେଚିତ ଏକ ଲକ୍ଷ ଅତ୍ୟନ୍ତ ପଛୁଆ ଆଦିବାସୀ ଭାଇ ଭଉଣୀ ନିଜ ନିଜ ଘରେ ଖୁସିରେ ଉତ୍ସବ ପାଳନ କରୁଛନ୍ତି । ଏହା ମୋତେ ଅତ୍ୟନ୍ତ ଆନନ୍ଦ ଦେଉଛି। ଆଜି ସେମାନଙ୍କ ପକ୍କା ଘର ନିର୍ମାଣ ହେବା ପାଇଁ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଛି। ମୁଁ ଏହି ସମସ୍ତ ପରିବାରକୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ଏବଂ ସେମାନଙ୍କୁ ମକର ସଂକ୍ରାନ୍ତିର ଶୁଭକାମନା ଜଣାଉଛି। ଏହି ମହାନ ପ୍ରୟାସରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ସୁଯୋଗ ମୋ ଜୀବନକୁ ବହୁତ ଆନନ୍ଦ ଆଣି ଦେଇଥାଏ।ପିଏମ୍ - ଜନମନ ଯୋଜନା ଅଧୀନରେ ୧ ଲକ୍ଷ ପିଏମଏୱାଇ (ଜି) ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
January 15th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଜନଜାତି ନ୍ୟାୟ ମହା ଅଭିଯାନ (ଜନମନ) ଅଧୀନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା - ଗ୍ରାମୀଣ (ପିଏମଏୱାଇ - ଜି)ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପିଏମ୍ - ଜନମନର ହିତାଧିକାରୀ ମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ।We should take a pledge to end evils, discrimination in society: PM Modi in Dwarka, Delhi
October 24th, 06:32 pm
PM Modi attended Ram Leela at Dwarka in Delhi and saw Ravan Dahan. Addressing on the occasion, the Prime Minister said that Vijaydashimi is a festival of victory of justice over injustice, of humility over arrogance and patience over anger. He said this is also a day of renewing pledges.ଦିଲ୍ଲୀର ଦ୍ୱାରକା ଠାରେ ବିଜୟା ଦଶମୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 24th, 06:31 pm
ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ବିଜୟା ଦଶମୀ ହେଉଛି ଅନ୍ୟାୟ ଉପରେ ନ୍ୟାୟ, ଅହଂକାର ଉପରେ ନମ୍ରତା ଏବଂ କ୍ରୋଧ ଉପରେ ଧୈର୍ଯ୍ୟର ବିଜୟର ପର୍ବ । ଏହା ମଧ୍ୟ ପ୍ରତିଶ୍ରୁତି ନବୀକରଣର ଦିନ ବୋଲି ସେ କହିଛନ୍ତି ।ଆକାଶ ସୀମା ନାହିଁ : ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
November 27th, 11:00 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣି ଥରେ ଆପଣ ସମସ୍ତଙ୍କୁ ବହୁତ ବହୁତ ସ୍ୱାଗତ । ଏହା ହେଉଛି ୯୫ତମ ଅଧ୍ୟାୟ । ଆମେ ଦୃତ ଗତିରେ ‘ମନ୍ କି ବାତ୍’ର ଶତକ ଦିଗକୁ ଅଗ୍ରସର ହେଉଛୁ । ଏହି କାର୍ଯ୍ୟକ୍ରମ ମୋ ପାଇଁ ୧୩୦ କୋଟି ଦେଶବାସୀଙ୍କ ସହିତ ଯୋଡ଼ି ହେବାର ଆଉ ଏକ ମାଧ୍ୟମ । ପ୍ରତ୍ୟେକ ଅଧ୍ୟାୟ ପୂର୍ବରୁ ଗାଁରୁ, ସହରରୁ ଆସିଥିବା ବହୁସଂଖ୍ୟକ ଚିଠିଗୁଡ଼ିକୁ ପଢ଼ିବା, ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିମାନଙ୍କ ଅଡିଓ ମେସେଜ ଶୁଣିବା, ମୋ ପାଇଁ ଏହା ଏକ ଆଧ୍ୟାତ୍ମିକ ଅନୁଭୂତି ଭଳି ହୋଇଥାଏ ।Read what PM Narendra Modi said on Shri Ram and Ram Rajya
January 13th, 08:51 pm
While inaugurating the Ramayana Bharat Darshana, Mata Sadnam & Statue of Lord Hanuman in Kanyakumari, PM Modi said, “Shri Ram was an ideal son, brother, husband, friend and was a great king. Ayodhya was an ideal city and Ram Rajya was an ideal system.PM Modi releases Digital Version of timeless epic Ramcharitmanas
August 31st, 08:00 pm
PM’s address on the release of the digital version of Ramcharitmanas
August 31st, 05:18 pm
PM releases digital version of Ramcharitmanas
August 31st, 12:51 pm