PM Modi addresses an enthusiastic public rally in Madurai, Tamil Nadu
March 01st, 04:30 pm
PM Modi addressed a massive public rally in Madurai, beginning his speech with deep reverence for Tamil Nadu’s spiritual heritage. He said he had just visited Tirupparankundram and received the darshan of Bhagwan Murugan, describing it as a truly pine experience. He said he prayed for the prosperity of Tamil Nadu and the entire nation.ତାମିଲନାଡ଼ୁର ତୁତ-କୁଡ଼ିରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 26th, 08:16 pm
ତାମିଲନାଡ଼ୁର ରାଜ୍ୟପାଳ ଆର୍. ଏନ୍. ରବି ଜୀ, ମନ୍ତ୍ରିମଣ୍ଡଳରେସହଯୋଗୀ କିଞ୍ଜରାପୁ ରାମମୋହନ ନାଇଡୁ ଜୀ, ଡ. ଏଲ୍. ମୁରୁଗାନ ଜୀ, ତାମିଲନାଡ଼ୁର ମନ୍ତ୍ରୀ ଥଙ୍ଗମ ତେନ୍ନାରସୁ ଜୀ, ଡକ୍ଟର ଟି. ଆର୍. ବି. ରାଜା ଜୀ, ପି. ଗୀତା ଜୀବନ ଜୀ, ଅନିତା ଆର୍. ରାଧାକ୍ରିଷ୍ଣନ ଜୀ, ସାଂସଦ କାନିମୋଝିଜୀ, ତାମିଲନାଡ଼ୁ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ତଥା ଆମର ବିଧାୟକ ନୟନାର ନାଗେନ୍ଦ୍ରନ ଜୀ ଏବଂ ତାମିଲନାଡ଼ୁର ମୋର ଭାଇ ଓ ଭଉଣୀମାନେ!ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ
July 26th, 07:47 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ଏସବୁ ପ୍ରକଳ୍ପ ଦ୍ୱାରା ତାମିଲନାଡୁରେ ଆଂଚଳିକ ସଂଯୋଗୀକରଣ, ଲଜିଷ୍ଟିକ ଦକ୍ଷତା, ସ୍ୱଚ୍ଛ ଊର୍ଜ୍ଜା ଭିତ୍ତିଭୂମି ସହ ଅନେକ ଉନ୍ନତି ପରିଲକ୍ଷିତ ହେବ । କାରଗିଲ ବିଜୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଦେଶର ଦିବଂଗତ ଜବାନମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଜ୍ଞଳି ଜଣାଇଥିଲେ ।ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବିବୃତ୍ତି
December 16th, 01:00 pm
ମୁଁ ରାଷ୍ଟ୍ରପତି ଦିଶାନାୟକଙ୍କୁ ଭାରତକୁ ସ୍ୱାଗତ କରୁଛି । ମୁଁ ଆନନ୍ଦିତ ଯେ ଆପଣ ରାଷ୍ଟ୍ରପତି ଭାବରେ ନିଜର ପ୍ରଥମ ବିଦେଶ ଗସ୍ତ ପାଇଁ ଭାରତକୁ ବାଛିଛନ୍ତି । ରାଷ୍ଟ୍ରପତି ଦିଶାନାୟକଙ୍କ ଗସ୍ତ ଆମ ସମ୍ପର୍କରେ ନୂତନ ଗତିଶୀଳତା ଏବଂ ଶକ୍ତି ସୃଷ୍ଟି କରିଛି । ଆମର ଭାଗିଦାରୀ ପାଇଁ ଆମେ ଏକ ଭବିଷ୍ୟତ ଦୃଷ୍ଟିକୋଣ ଗ୍ରହଣ କରିଛୁ । ଆମେ ଆମର ଅର୍ଥନୈତିକ ଭାଗିଦାରୀରେ ନିବେଶ ଭିତ୍ତିକ ଅଭିବୃଦ୍ଧି ଏବଂ ଯୋଗାଯୋଗ ଉପରେ ଗୁରୁତ୍ୱ ଦେଇଛୁ ଏବଂ ସ୍ଥିର କରିଛୁ ଯେ ଭୌତିକ, ଡିଜିଟାଲ ଏବଂ ଶକ୍ତି ସଂଯୋଗ ଆମର ଭାଗିଦାରୀର ମୁଖ୍ୟ ସ୍ତମ୍ଭ ହେବ । ଆମେ ଉଭୟ ଦେଶ ମଧ୍ୟରେ ବିଦ୍ୟୁତ-ଗ୍ରିଡ୍ ସଂଯୋଗ ଏବଂ ମଲ୍ଟି-ପ୍ରଡକ୍ଟ ପେଟ୍ରୋଲିୟମ ପାଇପଲାଇନ ସ୍ଥାପନ ଦିଗରେ କାର୍ଯ୍ୟ କରିବୁ । ସାମପୁର ସୌର ଶକ୍ତି ପ୍ରକଳ୍ପକୁ ତ୍ୱରାନ୍ୱିତ କରାଯିବ । ଏହାବ୍ୟତୀତ ଶ୍ରୀଲଙ୍କାର ପାୱାର ପ୍ଲାଣ୍ଟ ପାଇଁ ଏଲଏନଜି ଯୋଗାଇ ଦିଆଯିବ । ଦ୍ୱିପାକ୍ଷିକ ବାଣିଜ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଉଭୟ ପକ୍ଷ ଖୁବଶୀଘ୍ର ଇଟିସିଏ ସମ୍ପୂର୍ଣ୍ଣ କରିବାକୁ ପ୍ରୟାସ କରିବେ ।ଜାନୁଆରୀ ୨୦-୨୧ରେ ତାମିଲନାଡୁର ଏକାଧିକ ମନ୍ଦିର ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ
January 18th, 06:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୨୦-୨୧,୨୦୨୪ ରେ ତାମିଲନାଡୁର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ମନ୍ଦିର ପରିଦର୍ଶନ କରିବେ।