PM to visit Uttar Pradesh on 28-29 April
April 26th, 03:46 pm
PM Modi will visit Uttar Pradesh on 28-29 April. During the visit, he will participate in a Mahila Sammelan and also launch various development projects worth around ₹6,350 crore in Varanasi. Later, he will perform darshan and pooja at the Shri Kashi Vishwanath Temple and inaugurate the Ganga Expressway in Hardoi. The expressway will drive holistic economic growth across the state.ବିହାରରେ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ ଅବସରରେରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 21st, 12:13 pm
ବିହାରର ରାଜ୍ୟପାଳ ଶ୍ରୀ ଫାଗୁ ଚୌହାନ ମହୋଦୟ, ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀମାନ ନୀତିଶ କୁମାର ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ରବି ଶଙ୍କର ପ୍ରସାଦ ମହାଶୟ, ଶ୍ରୀ ବି.କେ ସିଂହ ମହାଶୟ, ଶ୍ରୀ ଆର.କେ ସିଂହ ମହାଶୟ, ବିହାରର ଉପ-ମୁଖ୍ୟମନ୍ତ୍ରୀ ଭାଇ ସୁଶୀଲ ମହାଶୟ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !ବିହାରରେ 14 ହଜାର କୋଟି ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
September 21st, 12:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 14 ହଜାର କୋଟି ଟଙ୍କା ବ୍ୟୟରେ ବିହାରର 9ଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି । ଏହାଛଡା ରାଜ୍ୟର ସମସ୍ତ ଗ୍ରାମକୁ ଇଣ୍ଟରନେଟ ସେବା ଯୋଗାଇଦେବା ପାଇଁ ଅପ୍ଟିକାଲ ଫାଇବର ପଦ୍ଧତିର ମଧ୍ୟ ଉଦ୍ଘାଟନ କରିଛନ୍ତି ।ବିହାରରେ 14,000 କୋଟି ଟଙ୍କାରୁ ଅଧିକ 9ଟି ରାଜପଥ ପ୍ରକଳ୍ପର ଆଧାରଶିଳା ରଖିବେ ପ୍ରଧାନମନ୍ତ୍ର
September 19th, 05:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୋମବାର, 21 ସେପ୍ଟେମ୍ବର 2020ରେ ଭିଡିଓ କନଫରେନ୍ସ ଜରିଆରେ ବିହାରରେ ନଅଟି ରାଜପଥ ପ୍ରକଳ୍ପ ପାଇଁ ଆଧାରଶିଳା ରଖିବେ।PM Modi visits birth place of Late Shri Lal Bahadur Shastri in Ramnagar, Varanasi
March 06th, 01:25 pm
Prime Minister Shri Narendra Modi visited late Shri Lal Bahadur Shastri's home in Varanasi today. PM Modi paid tribute to Shri Lal Bahadur Shastri in his birth Place