ମେଦବହୁଳତା ବିରୋଧରେ ସାମୁହିକ ପଦକ୍ଷେପ ନେବାକୁ ମନ୍ କୀ ବାତର ସଦ୍ୟତମ ଏପିସୋଡରେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

February 24th, 09:11 am

ମେଦବହୁଳତା ହାର ବୃଦ୍ଧି ପାଉଥିବାରୁ ଏହା ବିରୋଧରେ ପଦକ୍ଷେପ ନେବାର ଜରୁରୀ ଆବଶ୍ୟକତା ଉପରେ ଜୋର୍ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖାଇବା ତେଲ ବ୍ୟବହାର ହ୍ରାସ କରିବା ଦିଗରେ ପ୍ରମୁଖ ବ୍ୟକ୍ତିମାନଙ୍କୁ ମନୋନୀତ କରିଛନ୍ତି । ଆନ୍ଦୋଳନ ବ୍ୟାପକ କରିବାକୁ ସେମାନଙ୍କୁ ୧୦ ଜଣ ଲେଖାଏ ବ୍ୟକ୍ତିଙ୍କୁ ମନୋନୀତ କରିବାକୁ ମଧ୍ୟ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି ।

୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 18th, 05:35 pm

୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କୃତ ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ବିଶେଷକରି ଦାଦାସାହେବ ଫାଲକେ ଲାଇଫଟାଇମ୍ ଆଚିଭମେଣ୍ଟ ଆୱାର୍ଡ ପାଇଥିବା ୱାହିଦା ରେହମାନଙ୍କୁ ଶ୍ରୀ ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।