କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 11th, 02:45 pm

ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସଂଘଭି, ଗୁଜରାଟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ , ସଂସଦ ଏବଂ ବିଧାନସଭାର ସଦସ୍ୟ, ମହାମହିମ , ଶିଳ୍ପ ଜଗତର ପ୍ରତିନିଧି, ଅନ୍ୟ ସମ୍ମାନିତ ଅତିଥିଗଣ , ମହିଳା ଏବଂ ଭଦ୍ର ଲୋକମାନୋ

ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

January 11th, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗସ୍ତ। ସେ ଏହା ଉପରେ ଆଲୋକପାତ କରି କହିଥିଲେ, ସକାଳେ ସେ ଭଗବାନ ସୋମନାଥଙ୍କ ଦିବ୍ୟ ଦର୍ଶନ କରିଥିଲେ ଏବଂ ବର୍ତ୍ତମାନ ରାଜକୋଟରେ ଏକ ମହାନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ‘ବିକାଶ ଭି, ବୀରାସତ ଭି’ (ଐତିହ୍ୟକୁ ନେଇ ବିକାଶ) ମନ୍ତ୍ର ସବୁଠି ଗୁଞ୍ଜରିତ ହେଉଛି। ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେବା ପାଇଁ ଦେଶ ଏବଂ ବିଶ୍ୱରୁ ଆସିଥିବା ସମସ୍ତ ସହକର୍ମୀଙ୍କୁ ସେ ସ୍ୱାଗତ କରିଥିଲେ ଏବଂ ଶୁଭେଚ୍ଛା ଜଣାଇଥିଲେ।

From seafood to tourism and trade, India is building a new ecosystem along the coastal regions: PM Modi in Bhuj, Gujarat

May 26th, 05:00 pm

PM Modi launched multiple development projects in Bhuj, Gujarat. Emphasizing that Kutch has demonstrated the power of hope and relentless effort in achieving remarkable success, the PM recalled the devastating earthquake that once led many to doubt the region’s future. He cited Dhola Vira and Lothal as prime examples of India's rich heritage. He also highlighted the UNESCO recognised Smriti Van memorial.

ଗୁଜରାଟର ଭୁଜରେ ୫୩,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 26th, 04:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭୁଜରେ ୫୩,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ଗୁଡ଼ିଏ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ସହିତ ଦେଶକୁ ଉତ୍ସର୍ଗ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି, ସେ କଚ୍ଛର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ଏବଂ କ୍ରାନ୍ତିକାରୀ ତଥା ସହିଦମାନଙ୍କ, ବିଶେଷକରି ମହାନ ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ। ପ୍ରଧାନମନ୍ତ୍ରୀ କଚ୍ଛର ପୁଅ ଏବଂ ଝିଅମାନଙ୍କୁ ସେମାନଙ୍କର ଶୃଙ୍ଖଳା ଏବଂ ଅବଦାନକୁ ସ୍ୱୀକାର କରି ତାଙ୍କର ସମ୍ମାନ ଜଣାଇଥିଲେ।

ବର୍ତ୍ତମାନ ରଣ୍ ଉତ୍ସବ ଜାରି ଥିବାରୁ କଛର ପ୍ରାଚୀନ ଧଳା ରଣର ଅନୁଭବ ନେବାକୁ ଏବଂ ଏହାର ସମୃଦ୍ଧ ସଂସ୍କୃତି ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆତିଥ୍ୟର ଆନନ୍ଦ ଉଠାଇବାକୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

December 21st, 10:08 am

୨୦୨୫ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବାକୁ ଥିବା ରଣ୍ ଉତ୍ସବକୁ ସମସ୍ତଙ୍କୁ ନିମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ଏହି ଉତ୍ସବରେ ଅଭୁଲା ଅନୁଭୂତି ମିଳିବ ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଅମିତାଭ ବଚ୍ଚନଙ୍କୁ ରଣ ଉତ୍ସବ ପରିଦର୍ଶନ କରିବାକୁ ଅନୁରୋଧ କରିଛନ୍ତି

October 15th, 05:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହିନ୍ଦୀ ସିନେମା ଅଭିନେତା ଅମିତାଭ ବଚ୍ଚନଙ୍କୁ ଗୁଜରାଟରେ ଆଗକୁ ଅନୁଷ୍ଠିତ ହେବାକୁ ଯାଉଥିବା ରଣ ଉତ୍ସବ ପରିଦର୍ଶନ କରିବାକୁ ଅନୁରୋଧ କରିଛନ୍ତି ।

ଗୁଜରାଟ ମୋର ଆତ୍ମା ,ଭାରତ ମୋର ପରମାତ୍ମା :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 27th, 12:19 pm

କଚ୍ଛ ,ଜସଦନ ଏବଂ ଆମରେଲିରେ ସାର୍ବଜନିକ ସଭାକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଉପେକ୍ଷା ଲାଗି କଂଗ୍ରେସ ଦଳ ଉପରେ ବର୍ଷିଲେ । ସେ କଂଗ୍ରେସକୁ ନିନ୍ଦା କରି କହିଲେ କଂଗ୍ରେସର ଭୁଲ ଶାସନ କଚ୍ଛ ଏବଂ ଗୁଜରାଟର ସମଗ୍ର ବିକାଶ ଉପରେ ପ୍ରତିକୂଳ ପ୍ରଭାବ ପକାଇଛି ।

କେନ୍ଦ୍ର ଓ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ପର୍ଯ୍ୟଟନ,ସଂସ୍କୃତି,କ୍ରୀଡା ମନ୍ତ୍ରୀ ଓ ସଚିବମାନଙ୍କ ଜାତୀୟ ସମ୍ମିଳନୀକୁ ଭିଡିଓ କନଫେରେନ୍ସିଂ ମାଧ୍ୟମରେ ପ୍ରଧାମନ୍ତ୍ରୀଙ୍କ ଉଦବୋଧନ

January 20th, 07:19 pm

PM Modi delivered the Inaugural Address via Video Conference at the National Conference of Central and State/UT Ministers and Secretaries of Tourism, Culture and Sports. The PM stressed on the need for an institutional arrangement that enables excellence in sports. He said that as far as tourism is concerned, India is blessed with so much potential and this can draw the world to India.

କେନ୍ଦ୍ର, ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳର ପର୍ଯ୍ୟଟନ, ସଂସ୍କୃତି ଓ କ୍ରୀଡା ମନ୍ତ୍ରୀ ତଥା ସଚିବମାନଙ୍କ ଜାତୀୟ ସମ୍ମିଳନୀକୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଘାଟନୀ ସମ୍ବୋଧନ

January 20th, 07:18 pm

PM Narendra Modi addressed joint conference of Tourism, Culture and Sports ministries via video conference today. The PM said that India has tremendous scope to expand it's tourism sector. PM Modi expounded on promotion of sports and cultural exchanges between states that would help realise the dream of 'Ek Bharat, Shrestha Bharat'.

Two months long Rannotsav-2013 in Kutch starts from December 14

December 16th, 08:08 pm

Two months long Rannotsav-2013 in Kutch starts from December 14

Chief Minister shares enthusiasm and zeal of the Tourists: Grand inauguration of the Ranotsav

December 15th, 08:55 am

Chief Minister shares enthusiasm and zeal of the Tourists: Grand inauguration of the Ranotsav

Gujarat Chief Minister launches BSF camel show, balloon safari

December 11th, 07:46 am

Gujarat Chief Minister launches BSF camel show, balloon safari

38-day Rann Utsav begins today

December 10th, 07:56 am

38-day Rann Utsav begins today

CM inaugurates colorful cultural program - Kutch Carnival

December 09th, 08:08 am

CM inaugurates colorful cultural program - Kutch Carnival

Hon'ble CM enjoys Runnotsav with tourists

December 20th, 05:35 am

Hon'ble CM enjoys Runnotsav with tourists

CM inaugurates Rannotsav - Kutch Carnival

December 01st, 10:59 am

CM inaugurates Rannotsav - Kutch Carnival