ପାଟନାରେ ରାଷ୍ଟ୍ରକବି ରାମଧାରୀ ସିଂହ ଦିନକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

November 02nd, 10:33 pm

ପାଟନାର ଦିନକର ଗୋଲାମ୍ବରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରକବି ରାମଧାରୀ ସିଂହ ଦିନକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।