୧୩ ରୁ ୧୫ ସେପ୍ଟେମ୍ବର: ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଓ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ
September 12th, 02:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ।ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
September 04th, 08:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ଦୁଗ୍ଧ ଚାଷୀ ଏବଂ ଗ୍ରାମୀଣ ଅର୍ଥବ୍ୟବସ୍ଥା ପ୍ରତି ସରକାରଙ୍କ ଅଟଳ ପ୍ରତିବଦ୍ଧତାକୁ ପୁନରୁଚ୍ଚାରଣ କରି, ପୁଷ୍ଟି ସୁରକ୍ଷା ସୁନିଶ୍ଚିତ କରିବା ଓ ସମାବେଶୀ ବିକାଶକୁ ଅଗ୍ରସର କରିବାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ୱୀକାର କରିଛନ୍ତି।Uttar Pradesh is no longer just a land of possibilities but of competence and accomplishments: PM Modi in Varanasi
April 11th, 11:00 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.PM Modi lays foundation stone, inaugurates development works worth over Rs 3,880 crore in Varanasi,Uttar Pradesh
April 11th, 10:49 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.Developing villages is the first step toward building a Viksit Bharat: PM Modi during Bavaliyali Dham programme
March 20th, 04:35 pm
PM Modi delivered his remarks during Bavaliyali Dham programme related to the Bharwad Samaj of Gujarat via video message. He extended his heartfelt greetings to Mahant Shri Ram Bapu ji, the community leaders, and the devotees. PM highlighted his long-standing connection with the Bharwad community and Bavaliyali Dham, lauding the community's dedication to service. He emphasized the importance of preserving indigenous cattle breeds and highlighted the National Gokul Mission.ବାଭଲିୟାଲି ଧାମ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 20th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭରୱାଡ ସମାଜ ସହ ଜଡ଼ିତ ବାଭଲିୟାଲି ଧାମ କାର୍ଯ୍ୟକ୍ରମକୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ମହନ୍ତ ଶ୍ରୀ ରାମ ବାପୁ ଜୀ, ସମ୍ପ୍ରଦାୟର ମୁଖ୍ୟମାନଙ୍କୁ ଏବଂ ଉପସ୍ଥିତ ହଜାର ହଜାର ଭକ୍ତଙ୍କୁ ହୃଦୟରୁ ଶୁଭେଚ୍ଛା ଜଣାଇଥିଲେ। ସେ ଭରୱାଡ ସମ୍ପ୍ରଦାୟର ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଶ୍ରଦ୍ଧେୟ ସନ୍ଥ ଏବଂ ମହନ୍ତମାନଙ୍କୁ ସମ୍ମାନପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ବକ୍ତବ୍ୟ ଆରମ୍ଭ କରିଥିଲେ। ଐତିହାସିକ ମହାକୁମ୍ଭ ସହିତ ଜଡ଼ିତ ଅପାର ଆନନ୍ଦ ଏବଂ ଗର୍ବ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ଏହି ପବିତ୍ର କାର୍ଯ୍ୟକ୍ରମ ସମୟରେ ମହନ୍ତ ଶ୍ରୀ ରାମ ବାପୁ ଜୀଙ୍କୁ ମହାମଣ୍ଡଳେଶ୍ୱର ଉପାଧି ପ୍ରଦାନ କରାଯିବାର ଗୁରୁତ୍ୱପୂର୍ଣ୍ଣ ଅବସରରେ ମନ୍ତବ୍ୟ ଦେଇ ଏହାକୁ ଏକ ସ୍ମାରକୀ ସଫଳତା ଏବଂ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଆନନ୍ଦର ସମୟ ବୋଲି କହିଛନ୍ତି। ସେ ମହନ୍ତ ଶ୍ରୀ ରାମ ବାପୁ ଜୀ ଏବଂ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ସେମାନଙ୍କ ଅବଦାନ ଏବଂ ସଫଳତାକୁ ପାଳନ କରିବା ପାଇଁ ଶୁଭେଚ୍ଛା ଜଣାଇଥିଲେ।ସଂଶୋଧିତ ରାଷ୍ଟ୍ରୀୟ ଗୋକୁଳ ମିଶନର କାର୍ଯ୍ୟକାରିତାକୁ କ୍ୟାବିନେଟ ମଞ୍ଜୁରି
March 19th, 04:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଜି ପ୍ରାଣୀସମ୍ପଦ କ୍ଷେତ୍ରରେ ଅଭିବୃଦ୍ଧିକୁ ପ୍ରୋତ୍ସାହନ ଦେବା ଲାଗି ସଂଶୋଧିତ ରାଷ୍ଟ୍ରୀୟ ଗୋକୁଲ ମିଶନ (ଆରଜିଏମ)କୁ ମଞ୍ଜୁର କରାଯାଇଛି । ବିକାଶମୂଳକ କାର୍ଯ୍ୟକ୍ରମ ଯୋଜନାର କେନ୍ଦ୍ରୀୟ କ୍ଷେତ୍ରର ଉପାଦାନ ଭାବେ ସଂଶୋଧିତ ଆରଜିଏମକୁ କାର୍ଯ୍ୟକାରୀ କରିବା ପାଇଁ ୨୦୨୪-୨୫ ଏବଂ ୨୦୨୫-୨୬ ବର୍ଷ ନିମନ୍ତେ ଅତିରିକ୍ତ ୧ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ପଞ୍ଚଦଶ ଅର୍ଥ ଆୟୋଗ ଚକ୍ରରେ ଏହି ଯୋଜନା ପାଇଁ ମୋଟ ୩ ହଜାର ୪୦୦ କୋଟି ଟଙ୍କା ବ୍ୟୟ କରାଯିବ ।ଜିସିଏମଏମ୍ଏଫ୍, ଅମୁଲ ଫେଡେରେସନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 22nd, 11:30 am
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ପୁରୁଷୋତ୍ତମ ରୁପାଲା ଜୀ, ସଂସଦରେ ମୋର ସହକର୍ମୀ ସି ଆର ପାଟିଲ, ଅମୁଲର ଅଧ୍ୟକ୍ଷ ଶ୍ରୀ ଶ୍ୟାମଲ ଭାଇ ଏବଂ ଏତେ ସଂଖ୍ୟାରେ ଏଠାକୁ ଆସିଥିବା ମୋର ଭାଇ ଓ ଭଉଣୀମାନେ!ଗୁଜରାଟର ଅହମ୍ମଦାବାଦଠାରେ ଗୁଜୁରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ
February 22nd, 10:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦର ମୋତେରାସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘ (ଜିସିଏମ୍ଏମ୍ଏଫ୍)ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ଦେଖିବା ସହ ସୁବର୍ଣ୍ଣ ଜୟନ୍ତୀ କଫି ଟେବୁଲ ପୁସ୍ତକ ଉନ୍ମୋଚନ କରିଛନ୍ତି। ଜିସିଏମଏମଏଫ ସମବାୟ ସମିତିର ସ୍ଥିରତା, ସେମାନଙ୍କର ଉଦ୍ୟୋଗୀ ମନୋଭାବ ଏବଂ କୃଷକମାନଙ୍କର ଦୃଢ଼ ସଂକଳ୍ପର ଏକ ପ୍ରମାଣ, ଯାହା ଅମୁଲକୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦୁଗ୍ଧ ବ୍ରାଣ୍ଡରେ ପରିଣତ କରିଛି ।ରାଜସ୍ଥାନର ଭିଲୱାଡାରେ ଭଗବାନ ଶ୍ରୀ ଦେବନାରାୟଣ ଜୀଙ୍କର 1111ତମ ଅବତରଣ ମହୋତ୍ସବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 28th, 03:50 pm
ଆଜି ଏହି ପବିତ୍ର ଅବସରରେ ଭଗବାନ ଦେବ ନାରାୟଣ ଜୀଙ୍କର ଡାକରା ଆସିଲା ଆଉ ଯେତେବେଳେ ଭଗବାନ ଦେବ ନାରାୟଣ ଜୀଙ୍କର ଡାକରା ଆସିଥାଏ ସେତେବେଳେ କିଏ ହେଲେ ମଧ୍ୟ ସୁଯୋଗକୁ ହାତଛଡ଼ା କରିଥାଏ କି? ମୁଁ ମଧ୍ୟ ଆସି ପହଂଚିଗଲି । ଆଉ ଆପଣ ମନେ ରଖନ୍ତୁ, ଇଏ କୌଣସି ପ୍ରଧାନମନ୍ତ୍ରୀ ଏଠାକୁ ଆସି ନାହାଁନ୍ତି । ମୁଁ ସମ୍ପୂର୍ଣ୍ଣ ଭକ୍ତିଭାବର ସହିତ ଆପଣମାନଙ୍କ ପାଖକୁ ଜଣେ ତୀର୍ଥଯାତ୍ରୀ ଭାବେ ଆଶୀର୍ବାଦ ନେବାକୁ ଆସିଛି । ଏବେ ମୋତ ଯଞ୍ଜଶାଳାରେ ପୂର୍ଣ୍ଣାହୁତି ଦେବାର ସୌଭାଗ୍ୟ ମଧ୍ୟ ମିଳିଲା । ମୋ ପାଇଁ ଏହା ମଧ୍ୟ ସୌଭାଗ୍ୟର ବିଷୟ ଯେ ମୋ ଭଳି ଏକ ସାଧାରଣ ବ୍ୟକ୍ତି ଆପଣମାନଙ୍କ ଗହଣକୁ ଆସି ଭଗବାନ ଦେବ ନାରାୟଣ ଜୀଙ୍କର ଆଉ ତାଙ୍କର ସମସ୍ତ ଭକ୍ତମାନଙ୍କର ଆଶୀର୍ବାଦ ପ୍ରାପ୍ତ କରିବାର ପୁଣ୍ୟ ପ୍ରାପ୍ତ ହୋଇଛି । ଭଗବାନ ଦେବ ନାରାୟଣ ଜୀ ଏବଂ ଜନତା ଜନାର୍ଦ୍ଦନ, ଦୁହିଁଙ୍କର ଦର୍ଶନ କରି ମୁଁ ଆଜି ଧନ୍ୟ ହୋଇଗଲି । ସାରା ଦେଶରୁ ଏଠାକୁ ଆସିଥିବା ସମସ୍ତ ଶ୍ରଦ୍ଧାଳୁଙ୍କ ଭଳି, ଅନବରତ ରାଷ୍ଟ୍ରସେବା ପାଇଁ, ଗରୀବଙ୍କ କଲ୍ୟାଣ ପାଇଁ ମୁଁ ଭଗବାନ ଦେବ ନାରାୟଣ ଜୀଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରିବାକୁ ଆସିଛି ।ରାଜସ୍ଥାନର ଭିଲୱାରା ଠାରେ ଭଗବାନ୍ ଶ୍ରୀ ଦେବନାରାୟଣ ଜୀଙ୍କର ୧୧୧୧ ତମ "ଅବତରଣ ମହୋତ୍ସବ” ଅବସରରେ ଆୟୋଜିତ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 28th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଭିଲୱାରା ଠାରେ ଭଗବାନ୍ ଶ୍ରୀ ଦେବନାରାୟଣ ଜୀଙ୍କର ୧୧୧୧ ତମ ଅବତରଣ ମହୋତ୍ସବ” ଅବସରରେ ଆୟୋଜିତ ଏକ ସମାରୋହକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମନ୍ଦିର ଦର୍ଶନ ଏବଂ ପରିକ୍ରମା କରିଥିଲେ ଏବଂ ଏକ ନୀମ ଚାରା ରୋପଣ କରିଥିଲେ । ସେ ଯଜ୍ଞ ଶାଳାରେ ଚାଲିଥିବା ବିଷ୍ଣୁ ମହାଯଜ୍ଞରେ ମଧ୍ୟ ପୂର୍ଣ୍ଣାହୁତି ପ୍ରଦାନ କରିଥିଲେ । ଭଗବାନ୍ ଶ୍ରୀ ଦେବନାରାୟଣ ଜୀଙ୍କୁ ରାଜସ୍ଥାନର ଲୋକମାନେ ପୂଜା କରନ୍ତି ଏବଂ ତାଙ୍କର ଅନୁଗାମୀମାନେ ଦେଶର ସବୁ ସ୍ଥାନରେ ରହିଛନ୍ତି । ଜନସେବା ପ୍ରତି ତାଙ୍କର କାର୍ଯ୍ୟ ପାଇଁ ତାଙ୍କୁ ବିଶେଷ ସମ୍ମାନ ଦିଆଯାଏ ।ଅନ୍ତରାଷ୍ଟ୍ରୀୟ ଦୁଗ୍ଧ ମହାସଂଘ ବିଶ୍ୱ ଡାଏରୀ ଶିଖର ସମ୍ମିଳନୀ ୨୦୨୨ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 12th, 11:01 am
ଉତ୍ତର ପ୍ରଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହୋଦୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ପୁରୁଷୋତ୍ତମ ରୂପାଲା ମହାଶୟ, ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ଅନ୍ତରାଷ୍ଟ୍ରୀୟ ଦୁଗ୍ଧ ମହାସଂଘର ଅଧ୍ୟକ୍ଷ ପି.ବ୍ରଜାଲେ ମହାଶୟ, ଆଇଡିଏଫର ମହାନିର୍ଦ୍ଦେଶିକା କ୍ୟାରୋଲନି ଏମଣ୍ଡ ମହାଶୟା, ଏଠାରେ ଉପସ୍ଥିତ ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ!PM inaugurates International Dairy Federation World Dairy Summit 2022 in Greater Noida
September 12th, 11:00 am
PM Modi inaugurated International Dairy Federation World Dairy Summit. “The potential of the dairy sector not only gives impetus to the rural economy, but is also a major source of livelihood for crores of people across the world”, he said.ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ବିଭାଗର ଯୋଜନାଗୁଡ଼ିକର ସଂଶୋଧନ ତଥା 54,618 କୋଟି ଟଙ୍କାର ନିବେଶ ସଂଗ୍ରହ ନିମନ୍ତେ ବିଶେଷ ପ୍ରାଣୀଧନ ପ୍ୟାକେଜକୁ କ୍ୟାବିନେଟ ମଞ୍ଜୁରି
July 14th, 07:40 pm
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ଗଠିତ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ପଶୁସମ୍ପଦ କ୍ଷେତ୍ରରେ ଅଭିବୃଦ୍ଧିକୁ ଆହୁରି ବୃଦ୍ଧି କରିବା ଏବଂ ଏହା ଦ୍ୱାରା ଏହି କ୍ଷେତ୍ରରେ ନିୟୋଜିତ 10 କୋଟି କୃଷକଙ୍କୁ ପଶୁପାଳନକୁ ଅଧିକ ପ୍ରୋତ୍ସାହନ ଦେବା ପାଇଁ ଆସନ୍ତା 5 ବର୍ଷ ପାଇଁ ଭାରତ ସରକାରଙ୍କ ଯୋଜନାର ବିଭିନ୍ନ ଉପାଦାନକୁ ସଂଶୋଧନ ଏବଂ ପୁନଃସଂଗଠିତ କରି ଅନେକ କାର୍ଯ୍ୟକଳାପକୁ ନେଇ ସ୍ୱତନ୍ତ୍ର ପଶୁସମ୍ପଦ କ୍ଷେତ୍ର ପ୍ୟାକେଜ୍ କାର୍ଯ୍ୟକାରୀ କରିବାକୁ ଅନୁମୋଦନ କରିଛନ୍ତି।