ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି
May 22nd, 09:31 pm
ସାଇପ୍ରସ୍ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀ ନିକୋସ୍ କ୍ରିଷ୍ଟୋଡୋଲିଡେସ୍, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୨୦ - ୨୩ ମେ’ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି। ଏହା ସାଇପ୍ରସର ୟୁରୋପୀୟ ସଂଘ ପରିଷଦର ସଭାପତିତ୍ୱ ସମୟରେ ଅନୁଷ୍ଠିତ ହେଉଥିବାରୁ ଏହି ଗସ୍ତର ବିଶେଷ ଗୁରୁତ୍ୱ ରହିଛି।India – Finland Joint Statement on the State Visit of President of the Republic of Finland
March 05th, 08:03 pm
At the invitation of PM Modi, Finland President Alexander Stubb is on a State Visit to India from 4-7 March 2026. They held wide-ranging discussions during a bilateral meeting. The two leaders affirmed the deep and enduring friendship between India and Finland, built on a foundation of mutual respect and the values of democracy and rule of law, as well as commitment to global peace, security and international law.PM Modi commends the Rajaji Utsav, graced by the President of India, honouring Shri Chakravarti Rajagopalachari Ji
February 23rd, 05:12 pm
PM Modi commended the Rajaji Utsav, graced by the President of India, Droupadi Murmu, honouring Shri Chakravarti Rajagopalachari Ji. The PM described the initiative as a commendable effort that reflects India’s resolve to honour those who shaped the nation’s destiny and shed the remnants of a colonial mindset. He also lauded Rajaji for his unwavering commitment to the nation and urged people to visit the exhibition.ଏଆଇ ସଫଳତା ଠାରୁ ଆରମ୍ଭ କରି ଟି-20 ବିଶ୍ୱକପ୍ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ କି ବାତରେ ଭାରତର ଉତ୍ଥାନକୁ ଦର୍ଶାଇଛନ୍ତି
February 22nd, 11:30 am
ଚଳିତ ମାସର 'ମନ୍ କି ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରେ ଆୟୋଜିତ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ନିଜର ଅନୁଭୂତି ବିଷୟରେ କହିଥିଲେ। ସେ ଭାରତୀୟ ବଂଶୋଦ୍ଭବ କ୍ରିକେଟର, ଅଙ୍ଗଦାନ, ନଦୀ ମହୋତ୍ସବ, ଡିଜିଟାଲ ସୁରକ୍ଷା, ପରୀକ୍ଷା ପେ ଚର୍ଚ୍ଚା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋକପାତ କରିଥିଲେ । ସେ ଦର୍ଶାଇଛନ୍ତି ଯେ 23 ଫେବୃଆରୀରେ ରାଷ୍ଟ୍ରପତି ଭବନରେ 'ରାଜାଜୀ ଉତ୍ସବ' ପାଳନ କରାଯିବ । ପ୍ରଧାନମନ୍ତ୍ରୀ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତା ଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନାରୀ ଶକ୍ତି ସହ ତାଙ୍କର ଗଭୀର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି ।PM Modi attends the swearing in ceremony of Justice Bhushan Ramkrishna Gavai as the Chief Justice of the Supreme Court
May 14th, 02:32 pm
PM Modi attended the swearing-in ceremony of Justice Bhushan Ramkrishna Gavai as the Chief Justice of the Supreme Court of India today.PM Modi conveys best wishes to Justice Sanjiv Khanna on taking oath as Chief Justice of Supreme Court of India
November 11th, 01:34 pm
The Prime Minister, Shri Narendra Modi has conveyed his best wishes to Justice Sanjiv Khanna on taking oath as Chief Justice of Supreme Court of India.