ରାଷ୍ଟ୍ରପତିଙ୍କ ପ୍ରେରଣାଦାୟୀ ଅଭିଭାଷଣ ସହିତ ଆଜି ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି: ପ୍ରଧାନମନ୍ତ୍ରୀ

January 28th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବଜେଟ୍ ଅଧିବେଶନ ଆରମ୍ଭ ଅବସରରେ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ପ୍ରଶଂସା କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଆଜିର ଅଭିଭାଷଣ ବ୍ୟାପକ ଏବଂ ଅନ୍ତର୍ଦୃଷ୍ଟିପୂର୍ଣ୍ଣ ଥିଲା। ଏହା ନିକଟ ଅତୀତରେ ଭାରତର ଉଲ୍ଲେଖନୀୟ ବିକାଶ ଯାତ୍ରାକୁ ପ୍ରତିଫଳିତ କରିବା ସହିତ ଭବିଷ୍ୟତ ପାଇଁ ଏକ ସ୍ପଷ୍ଟ ଦିଗକୁ ମଧ୍ୟ ଦର୍ଶାଉଛି।

କ୍ୟାପ୍ଟେନ ବିଜୟକାନ୍ତଙ୍କ ସମାଜ ପ୍ରତି ସେବା ଉପରେ ଆଲୋକପାତ କଲେ ପ୍ରଧାନମନ୍ତ୍ରୀ

April 14th, 11:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କ୍ୟାପ୍ଟେନ ବିଜୟକାନ୍ତଙ୍କ ସହ ତାଙ୍କର ବନ୍ଧୁତା ଉପରେ ଆଲୋକପାତ କରିବା ସହ ସମାଜ ପ୍ରତି ତାଙ୍କର ଯୋଗଦାନକୁ ସ୍ମରଣ କରିଛନ୍ତି ।

ସୋସିଆଲ ମିଡିଆ କର୍ଣ୍ଣର 27 ମାର୍ଚ୍ଚ 2017

March 27th, 07:57 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ସୋସିଆଲ ମିଡିଆ କର୍ଣ୍ଣର 17 ମାର୍ଚ୍ଚ 2017

March 17th, 07:51 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।