The Dehradun-Delhi Economic Corridor will transform the entire region: PM Modi in Uttarakhand
April 14th, 01:25 pm
PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.Prime Minister Shri Narendra Modi inaugurates Delhi–Dehradun Economic Corridor
April 14th, 01:20 pm
PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
March 21st, 04:28 pm
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।ୟୁଇଆର୍-II ଏବଂ ଦ୍ୱାରିକା ଏକ୍ସପ୍ରେସ-ୱେର ଦିଲ୍ଲୀ ସେକ୍ସନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 17th, 12:45 pm
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ନୀତିନ ଗଡ଼କରୀ ଜୀ, ହରିୟାଣାର ମୁଖ୍ୟମନ୍ତ୍ରୀ ନୟବ ସିଂହ ସୈନୀ ଜୀ, ଦିଲ୍ଲୀର ଉପ ରାଜ୍ୟପାଳ ବିନୟ ସକ୍ସେନା ଜୀ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭଉଣୀ ରେଖା ଗୁପ୍ତା ଜୀ, କେନ୍ଦ୍ରରେ ମନ୍ତ୍ରୀ ପରିଷଦର ମୋର ସହଯୋଗୀ ଅଜୟ ଟମ୍ମା ଜୀ, ହର୍ଷ ମାଲହୋତ୍ରା ଜୀ, ଦିଲ୍ଲୀ ଏବଂ ହରିୟାଣାର ସାଂସଦଗଣ, ଉପସ୍ଥିତ ମନ୍ତ୍ରୀଗଣ, ଅନ୍ୟ ଜନ ପ୍ରତିନିଧିଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧,୦୦୦ କୋଟି ଟଙ୍କାର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି
August 17th, 12:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ରୋହିଣୀ ଠାରେ ପ୍ରାୟ ୧୧,୦୦୦ କୋଟି ଟଙ୍କା ମୂଲ୍ୟର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ସ୍ଥାନର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ, କହିଥିଲେ ଯେ ଏକ୍ସପ୍ରେସୱେର ନାମ ଦ୍ୱାରକା ଏବଂ ଏହି କାର୍ଯ୍ୟକ୍ରମ ରୋହିଣୀରେ ଅନୁଷ୍ଠିତ ହେଉଛି। ସେ ଜନ୍ମାଷ୍ଟମୀର ଉତ୍ସବର ବାତାବରଣ ଉପରେ ଆଲୋକପାତ କରିଥିଲେ ଏବଂ ସେ ନିଜେ ଦ୍ୱାରକାଧୀଶଙ୍କ ଭୂମିରୁ ଆସିଥିବା ସଂଯୋଗ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ବାତାବରଣ ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତିରେ ଗଭୀର ଭାବରେ ପ୍ରଭାବିତ ହୋଇଛି।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
June 10th, 01:20 pm
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ କାର୍ଯ୍ୟକାରୀ କରିଥିବାରୁ ଦିଲ୍ଲୀ ସରକାରଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
April 11th, 08:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ (ପିଏମ୍-ଏବିଏଚ୍ଆଇଏମ୍) କାର୍ଯ୍ୟକାରୀ କରିବା ଏବଂ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ପିଏମ୍-ଜେଏୱାଇ) ଅଧୀନରେ ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନ ଆରମ୍ଭ କରିବା ପାଇଁ ଦିଲ୍ଲୀ ସରକାରଙ୍କୁ ପ୍ରଶଂସା କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
February 22nd, 01:39 pm
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀମତୀ ରେଖା ଗୁପ୍ତାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
February 20th, 01:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେଶପଥ ଗ୍ରହଣ କରିଥିବାରୁ ଶ୍ରୀମତୀ ରେଖା ଗୁପ୍ତାଙ୍କୁ ଅଭିନନ୍ଦନଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ସେ ତୃଣମୂଳ ସ୍ତରରୁଉଠିଛନ୍ତି, କ୍ୟାମ୍ପସ ରାଜନୀତି, ରାଜ୍ୟ ସଙ୍ଗଠନ, ପୌରପାଳିକା ପ୍ରଶାସନ, ବିଧାୟକ ଭାବେ ସକ୍ରିୟ ରହିବାପରେ ଏବେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।