ଫେଡେରାଲ ନିର୍ବାଚନରେ ଅଷ୍ଟ୍ରେଲୀୟ ଲେବର ପାର୍ଟିର ଐତିହାସିକ ବିଜୟ ପାଇଁ ଉପପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

June 04th, 04:52 pm

ଅଷ୍ଟ୍ରେଲିଆର ଉପ-ପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ, ମାନନୀୟ ରିଚାର୍ଡ ମାର୍ଲେସ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ନିକଟରେ ଅଷ୍ଟ୍ରେଲିଆରେ ହୋଇଥିବା ଫେଡେରାଲ୍ ନିର୍ବାଚନରେ ଅଷ୍ଟ୍ରେଲୀୟ ଲେବର ପାର୍ଟିର ଐତିହାସିକ ବିଜୟ ପାଇଁ ଉପ-ପ୍ରଧାନମନ୍ତ୍ରୀ ମାର୍ଲେସଙ୍କୁ ଅଭିନନ୍ଦନ ଜଣାଇଛନ୍ତି।