ପଶ୍ଚିମବଙ୍ଗର କୋଲକାତାରେ ବିଭିନ୍ନ ବିକାଶ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 14th, 02:15 pm
ରାଜ୍ୟପାଳ ଶ୍ରୀମାନ ଆର ଏନ୍ ରବି ଜୀ, କେନ୍ଦ୍ର କ୍ୟାବିନେଟରେ ଥିବା ମୋର ସହକର୍ମୀ ଶାନ୍ତନୁ ଠାକୁର ଜୀ, ସୁକାନ୍ତ ମଜୁମଦାର ଜୀ, ପଶ୍ଚିମବଙ୍ଗର ବିରୋଧୀଦଳର ନେତା ଶୁଭେନ୍ଦୁ ଅଧିକାରୀ ଜୀ, ସଂସଦରେ ମୋର ସାଥୀ ଶାମିକ ଭଟ୍ଟାଚାର୍ଯ୍ୟ ଜୀ, ଅନ୍ୟ ଜନ ପ୍ରତିନିଧିଗଣ , ମହିଳା ଏବଂ ଭଦ୍ରଲୋକମାନେ ।କୋଲକାତାରେ ୧୮,୭୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 14th, 02:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୋଲକାତାରେ ୧୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ, “ଆଜି କୋଲକାତାର ଏହି ଭୂମିରୁ ପଶ୍ଚିମବଙ୍ଗ ଓ ସମଗ୍ର ପୂର୍ବ ଭାରତ ପାଇଁ ବିକାଶର ଏକ ନୂତନ ଅଧ୍ୟାୟ ଆରମ୍ଭ ହେଉଛି।”ରାଷ୍ଟ୍ର ଏବଂ ମାନବତାର ସେବାରେ ସମ୍ପୂର୍ଣ୍ଣ ଭକ୍ତି ଉପରେ ଆଲୋକପାତ କରି ସଂସ୍କୃତ ସୁଭାଷିତମ୍ ସେୟାର କରିଛନ୍ତି
February 11th, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ର ଏବଂ ମାନବତାର ସେବାରେ ସମ୍ପୂର୍ଣ୍ଣ ନିଷ୍ଠା ଉପରେ ଆଲୋକପାତ କରୁଥିବା ଏକ ସଂସ୍କୃତ ସୁଭାଷିତମ୍ ସେୟାର କରିଛନ୍ତି।