ଏସୀୟ ପାରା ଗେମ୍ସରେ ପୁରୁଷ ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ରୁଦ୍ରାଂଶ ଖଣ୍ଡେଲୱାଲଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 24th, 05:36 pm
ଏସୀୟ ପାରା ଗେମ୍ସରେ ପି୧ ପୁରୁଷ ୧୦ ମିଟର ଏୟାର ପିସ୍ତଲ ଏସଏଚ୧ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ଆଥଲେଟ ରୁଦ୍ରାଂଶ ଖଣ୍ଡେଲୱାଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଏସୀୟ ପାରା ଗେମ୍ସ ୨୦୨୨ରେ ମିକ୍ସଡ ୫୦ ମିଟର ରାଇଫଲ ଏସଏଚ୧ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ରୁଦ୍ରାଂଶ ଖଣ୍ଡେଲୱାଲଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 23rd, 06:22 pm
ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ମିକ୍ସଡ ୫୦ ମିଟର ରାଇଫଲ ଏସଏଚ୧ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ରୁଦ୍ରାଂଶ ଖଣ୍ଡେଲୱାଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।