ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 07th, 11:14 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତର ସମୃଦ୍ଧ ଏବଂ ଜୀବନ୍ତ ହସ୍ତତନ୍ତ ଐତିହ୍ୟକୁ ପାଳନ କରିଛନ୍ତି। ସେ ଦେଶର ବୁଣାକାର ଏବଂ କାରିଗରମାନଙ୍କ ଦକ୍ଷତା, ସୃଜନଶୀଳତା ଏବଂ ଉତ୍ସର୍ଗୀକୃତତାକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ସେମାନେ ପିଢ଼ି ପିଢ଼ି ଧରି ସେମାନଙ୍କ କାରିଗରୀ ମାଧ୍ୟମରେ ଭାରତର କାଳଜୟୀ ପରମ୍ପରାକୁ ସଂରକ୍ଷିତ ଏବଂ ସମୃଦ୍ଧ କରିଛନ୍ତି।୨୩,୭୩୧ କୋଟି ଟଙ୍କା ବ୍ୟୟବରାଦ ସହ କମ୍ପ୍ରେସ୍ଡ ବାୟୋଗ୍ୟାସ୍ ପାଇଁ ଜାତୀୟ ସମନ୍ୱିତ ଯୋଜନା-ଗୋବର୍ଦ୍ଧନକୁ କ୍ୟାବିନେଟ୍ ମଞ୍ଜୁରି
August 06th, 04:08 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ୨୩,୭୩୧ କୋଟି ଟଙ୍କାର ମୋଟ ବ୍ୟୟବରାଦ ସହିତ ଜାତୀୟ ଚକ୍ରିୟ ଜୈବଶକ୍ତି ଯୋଜନା- ଗୋବର୍ଦ୍ଧନକୁ ଅନୁମୋଦନ କରିଛି।ସଚିବମାନଙ୍କ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା
July 22nd, 07:37 pm
ପ୍ରଧାନମନ୍ତ୍ରୀ ଆଜି ତାଙ୍କ ବାସଭବନ, ୭ ଲୋକ କଲ୍ୟାଣ ମାର୍ଗରେ ସଚିବମାନଙ୍କର ଏକ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଥିଲେ। ବୈଠକରେ 'ବିକଶିତ ଭାରତ' ଲକ୍ଷ୍ୟ ହାସଲ ଦିଗରେ ଗ୍ରାମୀଣ ବିକାଶ, କୃଷି, ସାମାଜିକ କଲ୍ୟାଣ ଏବଂ ସମ୍ପର୍କିତ କ୍ଷେତ୍ରରେ ହୋଇଥିବା ଅଗ୍ରଗତି ଉପରେ ସମୀକ୍ଷା କରାଯାଇଥିଲା।India-New Zealand relationship built on enduring friendship, shared values, common commitment: PM Modi in Auckland
July 11th, 01:15 pm
PM Modi addressed a vibrant community event in Auckland, praising the Indian diaspora as a strong bridge between India and New Zealand. He highlighted the elevation of bilateral ties to a Strategic Partnership, celebrated 100 years of sporting ties between the two countries and underscored the shared heritage and deepening partnership between the two nations.ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 11th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅକ୍ଲାଣ୍ଡଠାରେ ଆୟୋଜିତ “କିଆ ଓରା ମୋଦୀ” କାର୍ଯ୍ୟକ୍ରମରେ ନ୍ୟୁଜିଲ୍ୟାଣ୍ଡରେ ରହୁଥିବା ପ୍ରବାସୀ ଭାରତୀୟଙ୍କ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମାରୋହରେ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିଷ୍ଟୋଫର ଲକ୍ସନ ମଧ୍ୟ ସାମିଲ ହୋଇଥିଲେ। ପ୍ରାୟ ୧୦,୦୦୦ରୁ ଅଧିକ ପ୍ରବାସୀ ଭାରତୀୟଙ୍କ ଉପସ୍ଥିତି ଯୋଗୁଁ ଏହି ସମାବେଶ ଆନ୍ତରିକତା, ଶକ୍ତି ଏବଂ ବେଶ୍ ଉତ୍ସାହରେ ପରିପୂର୍ଣ୍ଣ ଥିଲା।ପଶ୍ଚିମବଙ୍ଗର ହୁଗଲି ଠାରେ ଆୟୋଜିତ ‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 19th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଦିବସ ସମାରୋହରେ ଯୋଗ ଦେଇଥିଲେ। ରାଜ୍ୟସ୍ତରୀୟ ଏହି ଉତ୍ସବ ହୁଗ୍ଲି ଜିଲ୍ଲାର ତାରକେଶ୍ୱରଠାରେ ଆୟୋଜିତ ହୋଇଥିଲା, ଯାହା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସହ ଜଡ଼ିତ ଏକ ଐତିହାସିକ ସ୍ଥାନ। ଚଳିତ ବର୍ଷ ପଶ୍ଚିମବଙ୍ଗ ଦିବସର ବିଷୟବସ୍ତୁ ଥିଲା: “ପଶ୍ଚିମବଙ୍ଗ: ଐତିହ୍ୟ, ସମନ୍ୱୟ ଏବଂ ବିକାଶ”, ଯାହା ରାଜ୍ୟର ସାଂସ୍କୃତିକ ସମୃଦ୍ଧି, ସାମାଜିକ ସଂହତି ଏବଂ ବିକାଶମୂଳକ ଆକାଂକ୍ଷାକୁ ପ୍ରତିଫଳିତ କରେ।ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି
May 31st, 11:30 am
‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ମଇ ୧୦ ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
May 09th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ମଇ, ୨୦୨୬ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ। ସକାଳ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ 'ଦ ଆର୍ଟ ଅଫ୍ ଲିଭିଂ ’ ର ୪୫ତମ ବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦ ଗସ୍ତ କରିବେ ଏବଂ ଅପରାହ୍ନ ପ୍ରାୟ ୩ଟାରେ ସେ ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଅପରାହ୍ନ ପ୍ରାୟ ୩ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦର ସିନ୍ଧୁ ଡାକ୍ତରଖାନାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ।Gujarat’s biggest strength is that it has kept development moving continuously for the past 25 years: PM Modi in Vav-Tharad
March 31st, 05:00 pm
PM Modi launched and dedicated multiple development projects in Vav-Tharad, Gujarat, worth nearly ₹20,000 crore. Addressing a large gathering, he highlighted initiatives across roads, railways, power, water supply, urban development, healthcare and tourism aimed at boosting connectivity, improving public services and accelerating socio-economic growth in the region while strengthening the vision of a Viksit Bharat.ଗୁଜରାଟର ବାଭ-ଥରାଦରେ ₹ ୨୦୦୦୦ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 31st, 04:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବନସକାଣ୍ଠା ଜିଲ୍ଲାର ବାଭ-ଥରାଦରେ ଏକ ସାର୍ବଜନୀନ ସମାବେଶକୁ ସମ୍ବୋଧିତ କରିଛନ୍ତି, ଯେଉଁଠାରେ ସେ ଉତ୍ତର ଗୁଜରାଟ ପାଇଁ ପ୍ରାୟ ₹୨୦,୦୦୦ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ନବରାତ୍ରୀର ପବିତ୍ର ପର୍ବ ଏବେ ଶେଷ ହୋଇଛି ଏବଂ ଏହି ଦିନ ମଧ୍ୟ ଭଗବାନ ମହାବୀର ଜୟନ୍ତୀ ପାଳନ କରାଯାଉଛି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ମା’ ଅମ୍ବା ଏବଂ ଭଗବାନ ଶ୍ରୀ ଧରଣୀଧରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।୩୧ ମାର୍ଚ୍ଚରେ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 30th, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୧ ମାର୍ଚ୍ଚ ୨୦୨୬ରେ ଗୁଜରାଟ ଗସ୍ତ କରିବେ । ସକାଳ ପ୍ରାୟ ୧୦ଟା ସମୟରେ ପ୍ରଧାନମନ୍ତ୍ରୀ ଗାନ୍ଧୀନଗରରେ ସମ୍ରାଟ ସମ୍ପ୍ରତି ସଂଗ୍ରହାଳୟର ଉଦ୍ଘାଟନ କରିବେ । ଏହି ଅବସରରେ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ । ପ୍ରାୟ ୧୨:୪୫ଟା ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ସାନନ୍ଦରେ କେୟନ୍ସ ସେମିକନ୍ ପ୍ଲାଣ୍ଟର ଉଦ୍ଘାଟନ କରିବେ ଏବଂ ଏକ ସାଧାରଣ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହା ପରେ, ପ୍ରଧାନମନ୍ତ୍ରୀ ଭାଭ-ଥରାଡ ଯାତ୍ରା କରିବେ, ଯେଉଁଠାରେ ଅପରାହ୍ନ ୪ଟା ସମୟରେ ସେ ୨୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ ଏବଂ ଲୋକାର୍ପଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।Cabinet approves scheme on ‘Small Hydro Power (SHP) Development Scheme for the period FY 2026-27 to FY 2030-31’
March 18th, 04:12 pm
The Union Cabinet, chaired by PM Narendra Modi, has approved the ‘Small Hydro Power (SHP) Development Scheme for the period FY 2026–27 to FY 2030–31’ with an outlay of Rs. 2,584.60 crore. The scheme will particularly benefit hilly and North Eastern states and also incentivise states to prepare detailed project reports for about 200 projects, creating a pipeline of small hydro projects in the future.Today's projects will boost energy access, connectivity and create jobs for the youth of Tamil Nadu: PM Modi in Tiruchirappalli
March 11th, 05:45 pm
PM Modi launched several developmental projects worth around ₹5,650 crore in Tiruchirappalli, aimed at bolstering the infrastructure and economy of Tamil Nadu. These initiatives span clean energy, petroleum-related manufacturing and enhanced multi-modal connectivity through highways, railways and rural roads. He dedicated the Indian Oil Corporation’s Lube Blending Plant in Chennai, strengthening the ‘Make in India’ initiative.ତାମିଲନାଡୁର ତିରୁଚିରାପଲ୍ଲିରେ ପତାକା ଦେଖାଇ ପ୍ରାୟ ୫,୬୫୦ କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସିକ ନଗରୀ ତ୍ରିଚି (ତିରୁଚିରାପଲ୍ଲି) ଗସ୍ତ କରି ତାମିଲନାଡୁର ଭିତ୍ତିଭୂମି ଓ ଅର୍ଥନୀତିକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶୃଙ୍ଖଳାବଦ୍ଧ ପରିବର୍ତ୍ତନଶୀଳ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମୋଟ ପାଞ୍ଚ ହଜାର ଛଅ ଶହ କୋଟି ଟଙ୍କାର ଏହି ପ୍ରକଳ୍ପଗୁଡ଼ିକ ସ୍ୱଚ୍ଛ ଶକ୍ତି, ପେଟ୍ରୋଲିୟମ ସମ୍ପର୍କିତ ଉତ୍ପାଦନ ଓ ରାଜପଥ, ରେଳପଥ ଏବଂ ଗ୍ରାମୀଣ ସଡକ ମାଧ୍ୟମରେ ଉନ୍ନତ ବହୁମୁଖୀ ସଂଯୋଗ ସୃଷ୍ଟି ଉପରେ କେନ୍ଦ୍ରିତ। ସମାବେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପଗୁଡ଼ିକ ଶକ୍ତି ଉପଲବ୍ଧତା, ସଂଯୋଗୀକରଣକୁ ସୁଦୃଢ଼ ଏବଂ ତାମିଲନାଡୁର ଯୁବକମାନଙ୍କ ପାଇଁ ହଜାର ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।୬ ମାର୍ଚ୍ଚରେ “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
March 05th, 06:04 pm
ଏହି ବିଷୟବସ୍ତୁ ଅନ୍ତର୍ଗତ, ଆଠଟି ଭିନ୍ନ ଭିନ୍ନ ୱେବିନାର ଅଧିବେଶନ ଆୟୋଜନ କରାଯାଉଛି, ଯେଉଁଥିରେ ଚାରୋଟି ପ୍ରମୁଖ କ୍ଷେତ୍ରକୁ ସାମିଲ କରାଯାଛି: (୧) କୃଷି (୨) ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ (୩) ମତ୍ସ୍ୟପାଳନ (୪) ଗ୍ରାମୀଣ ଜୀବିକା ।ନୂଆଦିଲ୍ଲୀର କରିଅପ୍ପା ଗ୍ରାଉଣ୍ଡରେ ଏନ୍ସିସି ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 04:00 pm
କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀମାନେ, ଦେଶର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ, ମଞ୍ଚରେ ଉପସ୍ଥିତ ସମସ୍ତ ମହାନ ବ୍ୟକ୍ତି, ସମଗ୍ର ଦେଶର ଏନ୍ସିସି ଏବଂ ଏନ୍ଏସ୍ଏସ୍ କ୍ୟାଡେଟ୍, ଡେବ୍ୟୁ କଳାକାର, ରାଷ୍ଟ୍ରୀୟ ରଙ୍ଗଶାଳାର ସହକର୍ମୀ ଏବଂ ମୋର ପ୍ରିୟ ଯୁବ ବନ୍ଧୁମାନେ । ଆପଣମାନଙ୍କ ସମସ୍ତଙ୍କ କଠିନ ପରିଶ୍ରମ ଏଠାରେ ଦୃଶ୍ୟମାନ ହେଉଛି । ତୁମେ ନିଜକୁ ବହୁତ ସମନ୍ୱିତ ଭାବରେ ପ୍ରଦର୍ଶନ କରିଛ ।ଦିଲ୍ଲୀରେ ଆୟୋଜିତ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କାରିଆପ୍ପା ପରେଡ୍ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି। ଏନ୍ସିସି ଦିବସ ଅବସରରେ ସମାବେଶକୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏନ୍ସିସି, ଏନ୍ଏସ୍ଏସ୍ କ୍ୟାଡେଟ୍, ଟାବ୍ଲୋ କଳାକାର, ଜାତୀୟ ରଙ୍ଗଶାଳାର ସାଥୀ ଏବଂ ସମଗ୍ର ଦେଶର ଯୁବ ଅଂଶଗ୍ରହଣକାରୀଙ୍କ ପ୍ରୟାସ ସେମାନଙ୍କର ସମନ୍ୱିତ ପ୍ରଦର୍ଶନରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ ହେଉଛି। ଶ୍ରୀ ମୋଦୀ ଦୁଃଖର ସହିତ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ ମହାରାଷ୍ଟ୍ରରେ ଘଟିଥିବା ଦୁଃଖଦ ବିମାନ ଦୁର୍ଘଟଣା ଯୋଗୁଁ ଏହି ଦିନଟି ବହୁତ ଦୁଃଖ ଆଣି ଦେଇଛି, ଯେଉଁଥିରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାର ଏବଂ କିଛି ସହକର୍ମୀଙ୍କ ଜୀବନ ହାନୀ ହୋଇଛି। ଅଜିତ ଦାଦା ମହାରାଷ୍ଟ୍ର ଓ ଦେଶର ବିକାଶରେ, ବିଶେଷକରି ଗ୍ରାମୀଣ ଜୀବନକୁ ଉନ୍ନତ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ। ଏଥି ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ଅଜିତ ପାୱାରଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏହି ଯନ୍ତ୍ରଣାର ମୁହୂର୍ତ୍ତରେ, ଦେଶ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହିତ ଠିଆ ହୋଇଛି। ପ୍ରଧାନମନ୍ତ୍ରୀ ଏହି ଦୁଃଖ ଓ ସମବେଦନାର ମୁହୂର୍ତ୍ତରେ, ବନ୍ଧୁ ରାଷ୍ଟ୍ରର କ୍ୟାଡେଟଙ୍କ ସମେତ ଉପସ୍ଥିତ ସମସ୍ତ କ୍ୟାଡେଟମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଏହି ବର୍ଷ ବାଳିକା କ୍ୟାଡେଟ୍ମାନଙ୍କ ବିପୁଳ ଅଂଶଗ୍ରହଣକୁ ସ୍ୱୀକାର କରିଛନ୍ତି।The greatest pride of my life is that I am a karyakarta of the Bharatiya Janata Party: PM Modi at BJP HQ
January 20th, 11:16 am
Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”PM Modi addresses BJP karyakartas at felicitation of New Party President
January 20th, 11:15 am
Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”ତାମିଲନାଡୁର କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ ଚାଷ ସମ୍ମେଳନ ୨୦୨୫ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଦେଇଥିବା ଅଭିଭାଷଣ
November 19th, 07:01 pm
ତାମିଲନାଡୁ ରାଜ୍ୟପାଳ ଆର. ଏନ ରବିଜୀ, କେନ୍ଦ୍ର କ୍ୟାବିନେଟ ସହଯୋଗୀ ଏଲ. ମୁଗୁଗାନଜୀ, ତାମିଲନାଡୁ କୃଷି ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ. କେ.ରାମସ୍ୱାମୀଜୀ, ବିଭିନ୍ନ କୃଷି ଅନୁଷ୍ଠାନର ମାନ୍ୟ ଗଣ୍ୟ ପଦାଧିକାରୀ, ଜନପ୍ରତିନିଧି ଗଣ, କୃଷକ ଭାଇ ଓ ଉଭଣୀ ଏବଂ ଡିଜିଟାଲ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଯୋଡି ହୋଇଥିବା ସାରା ଦେଶର ଲକ୍ଷ ଲକ୍ଷ କୃଷକମାନେ । ମୁଁ ଆପଣମାନଙ୍କୁ ସମସ୍ତଙ୍କୁ ଅଭିବାଦନ ଜଣାଉଛି । ବନାକ୍କମ ଓ ନମସ୍କାର ସହ ଆପଣମାନଙ୍କୁ ମୁଁ ସ୍ୱାଗତ କରୁଛି । ପ୍ରଥମତଃ ମୁଁ ଆପଣ ସମସ୍ତଙ୍କଠାରୁ ଓ ସାରା ଦେଶର ଚାଷୀଙ୍କଠାରୁ କ୍ଷମା ପ୍ରାର୍ଥନା ମାଗୁଛି । ପୁଟ୍ଟପର୍ତୀରେ ଭଗବାନ ସତ୍ୟସାଇ ବାବାଙ୍କ କାର୍ଯ୍ୟକ୍ରମ ପାଇଁ ମୋର ଏଠାକୁ ଆସିବାକୁ ପ୍ରାୟ ଘଂଟାଏ ବିଳମ୍ବ ହୋଇଗଲା । ମୁଁ ଦେଖୁଛି ଏଇଠି ବହୁ ଲୋକ ମୋତେ ଅପେକ୍ଷା କରିଛନ୍ତି । ତେଣୁ ବିଳମ୍ବରେ ଆସିଥିବାରୁ ଆପଣମାନଙ୍କଠାରୁ ମୁଁ କ୍ଷମା ପ୍ରାର୍ଥନା କରୁଛି ।