ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ରୁଷର ବୈଦେଶିକ ମନ୍ତ୍ରୀ
May 14th, 04:43 pm
ଋଷ ସଂଘର ବୈଦେଶିକ ମନ୍ତ୍ରୀ, ମହାମହିମ ଶ୍ରୀ ସର୍ଗେ ଲାଭରୋଭ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।First Deputy PM of Russia Denis Manturov calls on PM Modi
April 02nd, 07:17 pm
The First Deputy Prime Minister of the Russian Federation, Denis Manturov, called on PM Modi and briefed him on the progress in various areas of mutually beneficial cooperation. The PM expressed satisfaction at the sustained efforts being made by both sides and extended warm greetings to President Putin.୧୬ ଫେବୃଆରୀରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
February 15th, 02:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ଫେବୃଆରୀ ୨୦୨୬ ସନ୍ଧ୍ୟା ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ ଉଦ୍ଘାଟନ କରିବେ ।ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ
January 03rd, 12:00 pm
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।ରୁଷ ରାଷ୍ଟ୍ରପତିଙ୍କ ଭାରତ ଗସ୍ତର ପରିଣାମଗୁଡ଼ିକର ତାଲିକା
December 05th, 05:53 pm
ଭାରତ ଏବଂ ରୁଷ ସରକାରଙ୍କ ମଧ୍ୟରେ ଗୋଟିଏ ଦେଶର ନାଗରିକଙ୍କ ଅନ୍ୟ ଦେଶର ଅଞ୍ଚଳରେ ଅସ୍ଥାୟୀ ଶ୍ରମ କାର୍ଯ୍ୟକଳାପ ଉପରେ ରାଜିନାମା।23ତମ ଭାରତ ରୁଷ ବାର୍ଷିକ ଶିଖର ସମ୍ମିଳନୀ ପରେ ମିଳିତ ବକ୍ତବ୍ୟ
December 05th, 05:43 pm
ଭାରତ ଏବଂ ରୁଷ ମଧ୍ୟରେ ସ୍ୱତନ୍ତ୍ର ଏବଂ ବିଶେଷାଧିକାରପ୍ରାପ୍ତ ରଣନୀତିକ ସହଭାଗିତାକୁ ଆହୁରି ମଜବୁତ କରିବା ପାଇଁ ଦୁଇ ଦେଶର ନେତାମାନେ ସେମାନଙ୍କର ସମର୍ଥନକୁ ଦୋହରାଇଛନ୍ତି। ଚଳିତ ବର୍ଷ ଭାରତ ଏବଂ ରୁଷ ମଧ୍ୟରେ ରଣନୀତିକ ଭାଗିଦାରୀ ଘୋଷଣାର 25ତମ ବାର୍ଷିକୀ ଯାହାକି ଅକ୍ଟୋବର 2000 ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ପ୍ରଥମ ଭାରତ ଗସ୍ତ ସମୟରେ ପ୍ରତିଷ୍ଠା କରାଯାଇଥିଲା।ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଭାରତ-ରୁଷ ବ୍ୟବସାୟ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 05th, 03:45 pm
ପୀୟୁଷ ଜୀ ଯେପରି ଉଲ୍ଲେଖ କରିଥିବା ବିଭିନ୍ନ ବିଷୟଗୁଡ଼ିକୁ ଏବଂ ରାଷ୍ଟ୍ରପତିଙ୍କ ଦ୍ୱାରା ବର୍ଣ୍ଣିତ ସମ୍ଭାବନାଗୁଡ଼ିକୁ ବିଚାର କରି, ଆମେ ବହୁତ କମ୍ ସମୟ ମଧ୍ୟରେ ବିଶାଳ ଲକ୍ଷ୍ୟ ମଧ୍ୟ ହାସଲ କରିପାରିବା। ବ୍ୟବସାୟ ହେଉ କିମ୍ବା କୂଟନୀତି, ଯେକୌଣସି ସହଭାଗୀର ମୂଳଦୁଆ ହେଉଛି ପାରସ୍ପରିକ ବିଶ୍ୱାସ। ଏହି ବିଶ୍ୱାସ ହେଉଛି ଭାରତ-ରୁଷ ସମ୍ପର୍କର ସବୁଠାରୁ ବଡ଼ ଶକ୍ତି। ଏହା ଆମର ମିଳିତ ପ୍ରୟାସକୁ ଦିଗଦର୍ଶନ ଏବଂ ଗତି ପ୍ରଦାନ କରେ। ଏହା ହେଉଛି ଲଞ୍ଚ ପ୍ୟାଡ୍ ଯାହା ଆମକୁ ନୂତନ ସ୍ୱପ୍ନ ଏବଂ ଆକାଂକ୍ଷାକୁ ଆଗକୁ ବଢାଇବା ପାଇଁ ପ୍ରେରଣା ଦିଏ। ଗତ ବର୍ଷ, ରାଷ୍ଟ୍ରପତି ପୁଟିନ ଏବଂ ମୁଁ ୨୦୩୦ ସୁଦ୍ଧା ଦ୍ୱିପାକ୍ଷିକ ବାଣିଜ୍ୟରେ ୧୦୦ ବିଲିୟନ ଡଲାର ଅତିକ୍ରମ କରିବାର ଲକ୍ଷ୍ୟ ରଖିଥିଲୁ। କିନ୍ତୁ ଗତକାଲିଠାରୁ ରାଷ୍ଟ୍ରପତି ପୁଟିନଙ୍କ ସହ ମୋର ଆଲୋଚନା ଏବଂ ଆମେ ଦେଖୁଥିବା ସମ୍ଭାବନାକୁ ଆଧାର କରି, ମୁଁ ଭାବୁନାହିଁ ଯେ, ଆମକୁ ଆଉ ୨୦୩୦ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ। ମୁଁ ତାହା ସ୍ପଷ୍ଟ ଭାବରେ ଦେଖିପାରୁଛି। ଆମେ ନିର୍ଦ୍ଧାରିତ ସମୟ ପୂର୍ବରୁ ସେହି ଲକ୍ଷ୍ୟ ହାସଲ କରିବା ପାଇଁ ଦୃଢ଼ ସଂକଳ୍ପ ସହିତ ଆଗକୁ ବଢ଼ୁଛୁ, ଏବଂ ମୋର ଆତ୍ମବିଶ୍ୱାସ ବୃଦ୍ଧି ପାଉଛି। ଶୁଳ୍କ ଏବଂ ଅଣ-ଶୁଳ୍କ ବାଧା ହ୍ରାସ କରାଯାଉଛି।ଭାରତ - ରୁଷିଆ ବ୍ୟବସାୟିକ ଫୋରମରେ ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 05th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଭାରତ – ରୁଷ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ତାଙ୍କର ବକ୍ତବ୍ୟ ଉପସ୍ଥାପନ କରି ପ୍ରଧାନମନ୍ତ୍ରୀ ମହାମହିମ ରାଷ୍ଟ୍ରପତି ପୁଟିନ, ଭାରତ ଏବଂ ବିଦେଶରୁ ଆସିଥିବା ନେତୃବୃନ୍ଦ ତଥା ସମସ୍ତ ମାନ୍ୟବର ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଭାରତ ରୁଷ ବ୍ୟବସାୟିକ ଫୋରମ ରାଷ୍ଟ୍ରପତି ପୁଟିନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ପ୍ରତିଫଳିତ କରୁଛି, ଯିଏ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ଏକ ବୃହତ୍ ପ୍ରତିନିଧିମଣ୍ଡଳୀକୁ ସାଙ୍ଗରେ ଆଣିଛନ୍ତି। ପ୍ରଧାନମନ୍ତ୍ରୀ ସମସ୍ତ ଉପସ୍ଥିତ ଲୋକଙ୍କୁ ତାଙ୍କର ହୃଦୟସ୍ପର୍ଶୀ ସ୍ୱାଗତକୁ ଆଲୋକପାତ କରି ପ୍ରକାଶ କରିଥିଲେ ଯେ, ସେମାନଙ୍କ ଗହଣରେ ରହିବା ଏକ ଅତ୍ୟନ୍ତ ଆନନ୍ଦର ମୁହୂର୍ତ୍ତ। ଶ୍ରୀ ମୋଦୀ ଫୋରମରେ ଯୋଗଦାନ କରି ତାଙ୍କର ଅମୂଲ୍ୟ ଚିନ୍ତାଧାରା ବାଣ୍ଟି ଥିବାରୁ ତାଙ୍କ ବନ୍ଧୁ ରାଷ୍ଟ୍ରପତି ପୁଟିନଙ୍କୁ ଗଭୀର କୃତଜ୍ଞତା ଜଣାଇଥିଲେ। ସେ ଜୋର ଦେଇଥିଲେ ଯେ, ବ୍ୟବସାୟ ପାଇଁ ସରଳୀକୃତ ଏବଂ ପୂର୍ବାନୁମାନଯୋଗ୍ୟ ବ୍ୟବସ୍ଥା ସୃଷ୍ଟି କରାଯାଉଛି ଏବଂ ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ, ଭାରତ ଏବଂ ୟୁରେସିଆନ ଅର୍ଥନୈତିକ ସଂଘ ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଉପରେ ଆଲୋଚନା ଆରମ୍ଭ ହୋଇଛି।ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
December 05th, 02:00 pm
ଆଜି ଭାରତ - ରୁଷ ୨୩ତମ ଶିଖର ସମ୍ମିଳନୀରେ ରାଷ୍ଟ୍ରପତି ପୁଟିନଙ୍କୁ ସ୍ୱାଗତ କରି ମୁଁ ବହୁତ ଖୁସି ଅନୁଭବ କରୁଛି। ଆମର ଦ୍ୱିପାକ୍ଷିକ ସମ୍ପର୍କ ଅନେକ ଐତିହାସିକ ମାଇଲଖୁଣ୍ଟ ଦେଇ ଗତି କରୁଥିବା ସମୟରେ ସେ ଭାରତ ଗସ୍ତରେ ଆସିଛନ୍ତି। ଠିକ୍ ୨୫ ବର୍ଷ ପୂର୍ବେ, ରାଷ୍ଟ୍ରପତି ପୁଟିନ ଆମର ରଣନୈତିକ ସହଭାଗୀତାର ମୂଳଦୁଆ ସ୍ଥାପନ କରିଥିଲେ। ୧୫ ବର୍ଷ ପୂର୍ବେ, ୨୦୧୦ ମସିହାରେ, ଆମର ସହଭାଗୀତାକୁ ସ୍ୱତନ୍ତ୍ର ଏବଂ ବିଶେଷାଧିକାର ପ୍ରାପ୍ତ ରଣନୀତିକ ଭାଗିଦାରୀର ମାନ୍ୟତା ମିଳିଥିଲା।PM Modi’s remarks during the joint press meet with Russian President Vladimir Putin
December 05th, 01:50 pm
PM Modi addressed the joint press meet with President Putin, highlighting the strong and time-tested India-Russia partnership. He said the relationship has remained steady like the Pole Star through global challenges. PM Modi announced new steps to boost economic cooperation, connectivity, energy security, cultural ties and people-to-people linkages. He reaffirmed India’s commitment to peace in Ukraine and emphasised the need for global unity in the fight against terrorism.ଋଷ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ
December 05th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭାରତକୁ ସ୍ୱାଗତ କରିଛନ୍ତି।ରାଷ୍ଟ୍ରପତି ପୁତିନଙ୍କୁ ୭୩ତମ ଜନ୍ମଦିନରେ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
October 07th, 06:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁତିନଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି।୮ ଅକ୍ଟୋବରରେ :ଇଣ୍ଡିଆ ମୋବାଇଲ କଂଗ୍ରେସ’ର ୯ମ ସଂସ୍କରଣକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
October 07th, 10:27 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ୮ ଅକ୍ଟୋବର ୨୦୨୫ ସକାଳ ପ୍ରାୟ ୯ଟା ୪୫ ମିନିଟ୍ ସମୟରେ ନୂଆଦିଲ୍ଲୀ ଯଶୋଭୂମିଠାରେ ଏସିଆର ସର୍ବବୃହତ ଟେଲିକମ୍, ମିଡିଆ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ‘ଇଣ୍ଡିଆ ମୋବାଇଲ୍ କଂଗ୍ରେସ (ଆଇଏମସି) ୨୦୨୫’ର ୯ମ ସଂସ୍କରଣକୁ ଉଦଘାଟନ କରିବେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରୁଷର ଉପପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ
September 25th, 08:56 pm
ରୁଷର ଉପ ପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।President Putin conveys warm wishes on Prime Minister’s birthday
September 17th, 07:14 pm
Prime Minister Shri Narendra Modi received a telephone call today from the President of the Russian Federation, H.E. Mr. Vladimir Putin.ରୁଷ୍-ୟୁକ୍ରେନ୍ ବିବାଦର ଅନ୍ତ ଘଟାଇବା ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ବୟାନ
September 01st, 12:48 pm
ଚୀନର ତିଆନଜିନରେ ଏସସିଓ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଏକ ବୈଠକ କରିଥିଲେ, ଯେଉଁଠାରେ ୟୁକ୍ରେନ ବିବାଦ ଆଲୋଚନାର କେନ୍ଦ୍ରବିନ୍ଦୁ ଥିଲା । ଶାନ୍ତି ଦିଗରେ ସାମ୍ପ୍ରତିକ ପ୍ରୟାସକୁ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାଗତ କରିଥିଲେ ଏବଂ ଆଶା ବ୍ୟକ୍ତ କରିଥିଲେ ଯେ ସମସ୍ତ ପକ୍ଷ ଗଠନମୂଳକ ଭାବରେ ଆଗକୁ ବଢ଼ିବେ । ସଂଘର୍ଷକୁ ଯଥାଶୀଘ୍ର ଶେଷ କରିବା ର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିବା ସହ ସ୍ଥାୟୀ ଶାନ୍ତିର ବାଟ ଖୋଜିବା ଜରୁରୀ ବୋଲି ଗୁରୁତ୍ୱାରୋପ କରିଥିଲେ । ବୃହତ୍ତର ମାନବିକ ଦିଗ ଉପରେ ଗୁରୁତ୍ଵାରୋପ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଏହା କେବଳ ଏକ ଆଞ୍ଚଳିକ ଚିନ୍ତା ନୁହେଁ ବରଂ ମାନବିକତାର ଆହ୍ୱାନ ।'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ
August 31st, 11:30 am
ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।ରୁଷିଆର ରାଷ୍ଟ୍ରପତି ପୁଟିନଙ୍କ ସହ ଟେଲିଫୋନ୍ ଯୋଗେ କଥାହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 08th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନରେ ବାର୍ତ୍ତାଳାପ କରିଛନ୍ତି ।Prime Minister condoles the loss of lives in a plane crash in Russia
July 24th, 11:04 pm
Prime Minister Shri Narendra Modi today condoled the loss of lives in the tragic plane crash in Russia.We stand in solidarity with Russia and its people, Shri Modi stated.