ପ୍ରଫେସର ଏସ ଟିକେନ ସିଂଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

May 13th, 10:47 pm

ପ୍ରଫେସର ଏସ ଟିକେନ୍ ସିଂଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକଟ କରିଛନ୍ତି ।