ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 25th, 06:42 pm
ଆଜି ଆପଣମାନେ ପରିବେଶକୁ ବନାଇ ରଖିଛନ୍ତି । ଅନେକ ଥର ମନରେ ଆସେ ଏହା କିପରି ଭାଗ୍ୟ ଯେ ଲକ୍ଷ ଲକ୍ଷ ଲୋକଙ୍କ ପ୍ରେମ ଏବଂ ସେମାନଙ୍କ ଆଶୀର୍ବାଦ, ମୁଁ ଆପଣମାନଙ୍କୁ ଯେତେ ଧନ୍ୟବାଦ କଲେ ବି ସେତେ କମ୍ ହେବ । ଦେଖନ୍ତୁ ସେଠାରେ କେହି ଛୋଟ ନରେନ୍ଦ୍ର ଛିଡ଼ା ହୋଇଗଲାଣି ।ଗୁଜରାଟର ଅହମଦାବାଦରେ ୫୪୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 25th, 06:15 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଅହମଦାବାଦରେ ୫୪ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ସମବେତ ଜନସଭାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ, ଗଣେଶ ପୂଜା ଲାଗି ସାରା ଦେଶ ଏବେ ଉତ୍ସବମୁଖର ରହିଛି । ଗଣପତିଙ୍କ ଆଶୀର୍ବାଦରେ ଚଳିତ ପୂଜାଠାରୁ ଗୁଜରାଟର ବିକାଶ ଲାଗି ବିଭିନ୍ନ ଉନ୍ନତିମୂଳକ କାମର ଶୁଭାରମ୍ଭ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।PM appreciates the visit of Shri Omar Abdullah to the iconic Statue of Unity at Kevadia, Gujarat
July 31st, 11:05 pm
The Prime Minister, Shri Narendra Modi, today welcomed and appreciated the visit of Shri Omar Abdullah to the Sabarmati Riverfront and the iconic Statue of Unity at Kevadia, Gujarat.ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
April 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଯେତେବେଳେ ମୁଁ ଆପଣଙ୍କ ସହିତ ମନର କଥା ହେଉଛି, ସେତେବେଳେ ମନରେ ଗଭୀର ପୀଡ଼ା ରହିଛି । ଏପ୍ରିଲ ୨୨ ତାରିଖ ଦିନ ପହଲଗାମ୍ ଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଦେଶର ପ୍ରତ୍ୟେକ ନାଗରିକକୁ ବ୍ୟଥିତ କରିଛି । ପୀଡ଼ିତ ପରିବାରଙ୍କ ପ୍ରତି ପ୍ରତ୍ୟେକ ଭାରତୀୟଙ୍କ ମନରେ ଗଭୀର ସମବେଦନା ରହିଛି । ସେ ଯେକୌଣସି ରାଜ୍ୟର ହୋଇଥାଆନ୍ତୁ ନା କାହିଁକି, ଯେକୌଣସି ଭାଷାଭାଷୀ ହୋଇଥାଆନ୍ତୁ ନା କାହିଁକି, ସମସ୍ତେ ସେହିମାନଙ୍କ ଯନ୍ତ୍ରଣାକୁ ଅନୁଭବ କରୁଛନ୍ତି, ଯେଉଁମାନେ ଏହି ଆକ୍ରମଣରେ ନିଜ ପରିବାରର ଲୋକଙ୍କୁ ହରାଇଛନ୍ତି । ଆତଙ୍କବାଦୀ ଆକ୍ରମଣର ଚିତ୍ରଗୁଡ଼ିକୁ ଦେଖି ପ୍ରତ୍ୟେକ ଭାରତୀୟର ରକ୍ତ ତାତି ଉଠୁଛି, ସେ କଥା ମୁଁ ଅନୁଭବ କରିପାରୁଛି । ପହଲଗାମରେ ହୋଇଥିବା ଏହି ଆକ୍ରମଣ, ଆତଙ୍କବାଦର ପୃଷ୍ଠପୋଷକଙ୍କ ହତାଶା ଭାବକୁ ଦର୍ଶାଉଛି, ସେମାନଙ୍କ କାପୁରୁଷପଣିଆକୁ ପ୍ରଦର୍ଶିତ କରୁଛି । କାଶ୍ମୀରରେ ଶାନ୍ତି ଫେରିଆସୁଥିବା ସମୟରେ - ସ୍କୁଲ-କଲେଜମାନଙ୍କରେ ଗୋଟିଏ ଉତ୍ସାହ ଥିଲା, ନିର୍ମାଣ କାର୍ଯ୍ୟରେ ଅଭୂତପୂର୍ବ ଗତିଶୀଳତା ଆସିଥିଲା, ଗଣତନ୍ତ୍ର ଦୃଢ଼ୀଭୂତ ହେଉଥିଲା, ପର୍ଯ୍ୟଟକମାନଙ୍କ ସଂଖ୍ୟାରେ ରେକର୍ଡ଼ ବୃଦ୍ଧି ହୋଇଚାଲିଥିଲା, ଲୋକମାନଙ୍କ ଆୟ ବୃଦ୍ଧି ହେଉଥିଲା, ଯୁବବର୍ଗଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହୋଇଚାଲିଥିଲା – ଏଭଳି ସମୟରେ ଦେଶର ଶତ୍ରୁ, ଜାମ୍ମୁ-କାଶ୍ମୀରର ଶତ୍ରୁମାନଙ୍କ ପକ୍ଷରେ ଏହା ଅସହ୍ୟ ହେଲା । ଆତଙ୍କବାଦୀ ଓ ଆତଙ୍କକୁ ପ୍ରଶ୍ରୟ ଦେଉଥିବା ଶକ୍ତିମାନେ ଚାହାଁନ୍ତି ଯେ, କାଶ୍ମୀର ପୁଣିଥରେ ଧ୍ୱଂସ ହେଇଯାଉ, ତେଣୁ ସେମାନେ ଏତେ ବଡ଼ ଷଡ଼ଯନ୍ତ୍ର ଘଟାଇଲେ । ଆତଙ୍କବାଦ ବିରୁଦ୍ଧରେ ଏହି ଯୁଦ୍ଧରେ ଦେଶର ଏକତା, ୧୪୦ କୋଟି ଭାରତୀୟଙ୍କ ଏକଜୁଟପଣିଆ ଆମର ସବୁଠାରୁ ବଡ଼ ଶକ୍ତି । ଏହି ଏକତା, ଆତଙ୍କବାଦ ବିରୁଦ୍ଧରେ ଆମର ନିର୍ଣ୍ଣାୟକ ସଂଗ୍ରାମର ଆଧାର । ଦେଶ ଆଗରେ ଦେଖାଦେଇଥିବା ଏହି ଆହ୍ୱାନର ମୁକାବିଲା କରିବା ପାଇଁ ଆମକୁ ଆମ ସଂକଳ୍ପକୁ ସୁଦୃଢ଼ କରିବାକୁ ହେବ । ଗୋଟିଏ ରାଷ୍ଟ୍ର ହିସାବରେ ଆମକୁ ଦୃଢ଼ ଇଚ୍ଛାଶକ୍ତି ପ୍ରଦର୍ଶିତ କରିବାକୁ ହେବ । ଏହି ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶର ସ୍ୱର ଏକ ହୋଇଥିବା କଥା ଆଜି ସାରା ବିଶ୍ୱ ଦେଖୁଛି ।Delhi needs a government that works in coordination, not one that thrives on conflicts: PM Modi
January 31st, 03:35 pm
Addressing the huge rally in New Delhi’s Dwarka, PM Modi said, “Delhi needs a double-engine government at both the Centre and the state. You gave Congress years to govern, then the AAP-da took over Delhi. Now, give me the chance to serve Delhi with a double-engine government. I guarantee you that the BJP will leave no stone unturned in Delhi’s development. If this AAP-da continues, Delhi will keep falling behind in development. Delhi needs a government that believes in coordination, not confrontation.”PM Modi electrifies New Delhi’s Dwarka Rally with a High-Octane speech
January 31st, 03:30 pm
Addressing the huge rally in New Delhi’s Dwarka, PM Modi said, “Delhi needs a double-engine government at both the Centre and the state. You gave Congress years to govern, then the AAP-da took over Delhi. Now, give me the chance to serve Delhi with a double-engine government. I guarantee you that the BJP will leave no stone unturned in Delhi’s development. If this AAP-da continues, Delhi will keep falling behind in development. Delhi needs a government that believes in coordination, not confrontation.”ଟାୟର-2 ଏବଂ ଟାୟର-3 ସହର ଏବେ ଆର୍ଥିକ ଗତିବିଧିର କେନ୍ଦ୍ର ପାଲଟିଛି: ପ୍ରଧାନମନ୍ତ୍ରୀ
September 20th, 08:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ବିଜେପିର ମେୟର ଏବଂ ଡେପୁଟି ମେୟରମାନଙ୍କ ପରିଷଦକୁ ଭର୍ଚୁଆଲ ଭାବେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୌରପାଳିକା ମାଧ୍ୟମରେ ଅହମ୍ମଦାବାଦ ସହର ପାଇଁ କାମ କରିବାଠାରୁ ଆରମ୍ଭ କରି ଉପ-ପ୍ରଧାନମନ୍ତ୍ରୀ ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ସମ୍ପର୍କରେ ଆଲୋକପାତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ।ପ୍ରଧାନମନ୍ତ୍ରୀ ମୋଦୀ ଗୁଜୁରାଟରେ ବିଜେପିର ମେୟର ଏବଂ ଡେପୁଟି ମେୟର ପରିଷଦକୁ ସମ୍ବୋଧିତ କରିଛନ୍ତି
September 20th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ବିଜେପିର ମେୟର ଏବଂ ଡେପୁଟି ମେୟରମାନଙ୍କ ପରିଷଦକୁ ଭର୍ଚୁଆଲ ଭାବେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୌରପାଳିକା ମାଧ୍ୟମରେ ଅହମ୍ମଦାବାଦ ସହର ପାଇଁ କାମ କରିବାଠାରୁ ଆରମ୍ଭ କରି ଉପ-ପ୍ରଧାନମନ୍ତ୍ରୀ ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ସମ୍ପର୍କରେ ଆଲୋକପାତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ।ଅହମ୍ମଦାବାଦ ଖଦି ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 27th, 09:35 pm
ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ସଂସଦରେ ମୋର ସହଯୋଗୀ ଶ୍ରୀ ସି.ଆର ପାଟିଲ ମହାଶୟ, ଗୁଜରାଟ ସରକାରରେ ମନ୍ତ୍ରୀ ଭାଇ ଜଗଦିଶ ପାଂଚାଲ, ହର୍ଷ ସାଙ୍ଗଭୀ, ଅହମ୍ମଦାବାଦର ମେୟର କିରୀଟ ଭାଇ, କେଭିଆସିର ଅଧ୍ୟକ୍ଷ ମନୋଜ ମହାଶୟ, ଅନ୍ୟ ମହାନୁଭବ ଏବଂ ଗୁଜରାଟର କୋଣ- ଅନୁକୋଣରୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ,PM participates in Khadi Utsav at the Sabarmati River Front, Ahmedabad
August 27th, 05:51 pm
PM Modi addressed Khadi Utsav at the Sabarmati River Front, Ahmedabad. The PM recalled his personal connection with Charkha and remembered his childhood when his mother used to work on Charkha. He said, “The bank of Sabarmati has become blessed today as on the occasion of 75 years of independence as 7,500 sisters and daughters have created history by spinning yarn on a spinning wheel together.”ଅଗଷ୍ଟ ୨୭-୨୮ ତାରିଖରେ ଗୁଜରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
August 25th, 03:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୭ ଓ ୨୮ ତାରିଖରେ ଗୁଜରାଟ ଗସ୍ତ କରିବେ । ଅଗଷ୍ଟ ୨୭ ତରିଖ ଦିନ ଅପରାହ୍ନ ପ୍ରାୟ ୫.୩୦ ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ସାବରମତୀ ନଦୀ କୂଳରେ ଖଦି ଉତ୍ସବଙ୍କୁ ସମ୍ବୋଧିତ କରିବେ । ଅଗଷ୍ଟ ୨୮ ତାରିଖ ଦିନ ପ୍ରାୟ ୧୦ ଟା ସମୟରେ ପ୍ରଧାନମନ୍ତ୍ରୀ ଭୁଜରେ ସ୍ମୃତି ଭାନ୍ ମେମୋରିଆଲ୍ର ଉଦଘାଟନ କରିବେ । ଏହା ପରେ ମଧ୍ୟାହ୍ନ ପ୍ରାୟ ୧୨ ଟା ସମୟରେ ପ୍ରଧାନମନ୍ତ୍ରୀ ଭୁଜ୍ରେ ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରିବେ । ଅପରାହ୍ନ ପ୍ରାୟ ୫ ଟା ସମୟରେ ପ୍ରଧାନମନ୍ତ୍ରୀ ଗାନ୍ଧିନଗରରେ ଭାରତରେ ସୁଜୁକିର ୪୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ।ଗୁଜରାଟରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 16th, 04:05 pm
ମନ୍ତ୍ରୀ ପରିଷଦରେ ମୋର ସାଥୀ ଏବଂ ଗାନ୍ଧୀନଗରର ସାଂସଦ ଶ୍ରୀମାନ ଅମିତ ଶାହ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ମହାଶୟ, ଉପ ମୁଖ୍ୟମନ୍ତ୍ରୀ ନିତୀନ ଭାଇ, କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଦର୍ଶନା ଜରଦୋଶ ମହାଶୟା, ଗୁଜରାଟ ସରକାରଙ୍କର ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ଶ୍ରୀମାନ ସିଆର ପାଟିଲ ମହାଶୟ, ଅନ୍ୟ ସାଂସଦଗଣ, ବିଧାୟକ ଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣ ସମସ୍ତଙ୍କୁ ନମସ୍କାର।ଗୁଜରାଟରେ ଏକାଧିକ ପ୍ରକଳ୍ପ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
July 16th, 04:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଗୁଜରାଟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ରେଳ ପ୍ରକଳ୍ପକୁ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ଗୁଜରାଟ ସାଇନ୍ସ ସିଟି ଠାରେ ଆକ୍ବାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରୀ ଏବଂ ଏକ ପ୍ରାକୃତିକ ଉଦ୍ୟାନକୁ ମଧ୍ୟ ସେ ଉଦଘାଟନ କରିଥିଲେ। ସେ ମଧ୍ୟ ଦୁଇଟି ଟ୍ରେନ ଯଥା:- ଗାନ୍ଧୀନଗର କ୍ୟାପିଟାଲ-ବାରାଣସୀ ସୁପରଫାଷ୍ଟ ଏକ୍ସପ୍ରେସ ଓ ଗାନ୍ଧୀନଗର କ୍ୟାପିଟାଲ ଓ ଭେରେଠା ମଧ୍ୟରେ ମେମୁ ସେବାର ଉଦଘାଟନ କରିଥିଲେ।କେୱଡ଼ିଆ ଓ ଅହମ୍ମଦାବାଦର ସାବରମତୀ ରିଭରଫ୍ରଣ୍ଟ ମଧ୍ୟରେ ସି-ପ୍ଲେନ ସେବା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
October 31st, 02:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେୱଡିଆଠାରେ ଏକ ୱାଟର ଏରୋଡ୍ରମ ଉଦ୍ଘାଟନ କରିଛନ୍ତି । ଏହା ସହିତ କେୱାଡିଆର ଷ୍ଟାଚ୍ୟୁ ଅଫ୍ ୟୁନିଟଠାରୁ ଅହମ୍ମଦାବାଦର ସାବରମତୀ ରିଭରଫ୍ରଣ୍ଟ ମଧ୍ୟରେ ସି-ପ୍ଲେନ ଚଳାଚଳର ଶୁଭାରମ୍ଭ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କରାଯାଇଛି ।ଗୁଜରାଟର କେୱଡିଆଠାରେ ରାଷ୍ଟ୍ରୀୟ ଏକତା ଦିବସ ପରେଡରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 31st, 11:01 am
ଆଜି ସର୍ଦ୍ଦାର ସରୋବରରୁ ସାବରମତୀ ନଦୀକୂଳ(ରିଭର ଫ୍ରଣ୍ଟ) ପର୍ଯ୍ୟନ୍ତ ସି-ପ୍ଲେନ ସେବାର ମଧ୍ୟ ଶୁଭାରମ୍ଭ ହେବାକୁ ଯାଉଛି । ଏହା ଦେଶର ପ୍ରଥମ ଏବଂ ନିଜକୁ ନିଜ ମଧ୍ୟରେ ହେଉଛି ଅନନ୍ୟ ସି-ପ୍ଲେନ ସେବା । ସର୍ଦ୍ଦାର ସାହେବଙ୍କ ଦର୍ଶନ ପାଇଁ, ଷ୍ଟାଚ୍ୟୁ ଅଫ୍ ୟୁନିଟିକୁ ଦେଖିବା ପାଇଁ ଦେଶବାସୀଙ୍କୁ ଏବେ ସି-ପ୍ଲେନ ସେବାର ମଧ୍ୟ ବିକଳ୍ପ ମିଳିବ । ଏହି ସମସ୍ତ ପ୍ରୟାସ ଏହି କ୍ଷେତ୍ରରେ ପର୍ଯ୍ୟଟନକୁ ମଧ୍ୟ ବହୁତ ଅଧିକ ପ୍ରୋତ୍ସାହନ ଦେବ । ଏହାଦ୍ୱାରା ଏଠାକାର ଲୋକଙ୍କୁ, ମୋର ଆଦିବାସୀ ଭାଇ-ଭଉଣୀଙ୍କୁ ରୋଜଗାରର ମଧ୍ୟ ନୂତନ ସୁଯୋଗ ମିଳୁଛି ।Prime Minister participates in the Ekta Diwas Celebrations at Kevadia, Gujarat
October 31st, 11:00 am
PM Narendra Modi took part in the Rashtriya Ekta Diwas celebrations at Gujarat's Kevadia and flagged off the parade from the Statue of Unity. Speaking at the event, PM Modi said 130 crore Indians have honoured Corona Warriors in their fight against the coronavirus and added that the country has proved its collective potential during the pandemic in an unprecedented wayBuilding Better Infrastructure for Better Lives
April 13th, 06:10 pm
Building Better Infrastructure for Better LivesInternational Kite Festival: Celebrations here take a flight!
January 13th, 06:26 pm
International Kite Festival: Celebrations here take a flight!Grand start to International Kite Festival in Ahmedabad!
January 12th, 12:04 pm
Grand start to International Kite Festival in Ahmedabad!Watch LIVE: Shri Narendra Modi to open 3-day International Kite Festival-2014 at Sabarmati Riverfront on January 12
January 07th, 02:53 pm
Watch LIVE: Shri Narendra Modi to open 3-day International Kite Festival-2014 at Sabarmati Riverfront on January 12