ପ୍ରଧାନମନ୍ତ୍ରୀ ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ଜୀଙ୍କ ଶୁଭେଚ୍ଛା ପାଇଁ କୃତଜ୍ଞତା ପ୍ରକାଶ କରିଛନ୍ତି
June 10th, 09:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ଜୀଙ୍କ ଶୁଭେଚ୍ଛା ପାଇଁ ହୃଦୟର ସହ କୃତଜ୍ଞତା ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଅବସର ଦେଶ ପାଇଁ ଆହୁରି ଅଧିକ ସମର୍ପଣ, ବିଶ୍ୱସ୍ତତା ଏବଂ ପ୍ରତିବଦ୍ଧତା ସହିତ କାମ କରିବା ପାଇଁ ପ୍ରେରଣା ପ୍ରଦାନ କରେ ।India’s GDP Soars: A Win For PM Modi’s GDP plus Welfare
December 01st, 09:12 pm
Exceeding all expectations and predictions, India's Gross Domestic Product (GDP) has demonstrated a remarkable annual growth of 7.6% in the second quarter of FY2024. Building on a strong first-quarter growth of 7.8%, the second quarter has outperformed projections with a growth rate of 7.6%. A significant contributor to this growth has been the government's capital expenditure, reaching Rs. 4.91 trillion (or $58.98 billion) in the first half of the fiscal year, surpassing the previous year's figure of Rs. 3.43 trillion.