Samrat Samprati Museum is the heritage of millions of people in India, heritage of India's glorious past: PM Modi in Gandhinagar, Gujarat
March 31st, 10:25 am
PM Modi inaugurated the Samrat Samprati Sangrahalay, Jain Heritage Museum at Koba Tirth in Gandhinagar, Gujarat, on the auspicious occasion of Bhagwan Mahavir Janma Kalyanak. Speaking on the occasion, the PM said the Sangrahalay belongs to the crores of people of India and stands as a testament to our glorious past. Lauding the ahimsa philosophy of Samrat Samprati, he called on people to rise above personal aspirations and work for the nation.PM Modi inaugurates Samrat Samprati Museum at Koba Tirth in Gandhinagar On the occasion of Mahavir Jayanti
March 31st, 10:15 am
PM Modi inaugurated the Samrat Samprati Sangrahalay, Jain Heritage Museum at Koba Tirth in Gandhinagar, Gujarat, on the auspicious occasion of Bhagwan Mahavir Janma Kalyanak. Speaking on the occasion, the PM said the Sangrahalay belongs to the crores of people of India and stands as a testament to our glorious past. Lauding the ahimsa philosophy of Samrat Samprati, he called on people to rise above personal aspirations and work for the nation.Fulfilling public aspirations is the core objective of this budget and the resolution of this government: PM Modi
March 09th, 10:30 am
PM Modi addressed the post-budget webinars today, focusing on the theme “Sabka Saath Sabka Vikas-Fulfilling Aspirations of People”. In his remarks, the PM highlighted India’s prowess in the past decade in health, education, sports and tourism. He emphasised the importance of synergy between various stakeholders to accelerate national progress and solidify the foundation of a Viksit Bharat.‘ସବ୍କା ସାଥ୍ ସବ୍କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ବଜେଟ୍ ପରବର୍ତ୍ତୀ ଓ୍ବେବିନାର୍ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 09th, 10:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବଜେଟ୍ ପରବର୍ତ୍ତୀ ୱେବିନାର ସିରିଜର ଚତୁର୍ଥ ୱେବିନାରରେ ସବକା ସାଥ ସବକା ବିକାଶ - ଲୋକଙ୍କ ଆକାଂକ୍ଷା ପୂରଣ ବିଷୟ ଉପରେ ଆଲୋଚନା କରିଥିଲେ। ଶିକ୍ଷା, ଦକ୍ଷତା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ, କ୍ରୀଡା ଏବଂ ସଂସ୍କୃତି କ୍ଷେତ୍ରକୁ ଏହି ଲକ୍ଷ୍ୟ ହାସଲ ପାଇଁ ପ୍ରମୁଖ ମାଧ୍ୟମ ଭାବରେ ବର୍ଣ୍ଣନା କରି, ଶ୍ରୀ ମୋଦୀ ବଜେଟ୍ ଘୋଷଣାଗୁଡ଼ିକର ପ୍ରଭାବୀ କାର୍ଯ୍ୟାନ୍ୱୟନ ବିଷୟରେ ଆଲୋଚନା କରିବାକୁ ବିଶେଷଜ୍ଞ ଏବଂ ନୀତି ନିର୍ଦ୍ଧାରକମାନଙ୍କୁ ଆମନ୍ତ୍ରଣ କରିଥିଲେ। ସେ କହିଥିଲେ, ଜନତାଙ୍କ ଆକାଂକ୍ଷା ପୂରଣ କରିବା କେବଳ ଏକ ବିଷୟ ନୁହେଁ; ଏହା ଏହି ବଜେଟର ମୂଳ ଲକ୍ଷ୍ୟ ଏବଂ ଏହି ସରକାରଙ୍କ ସଂକଳ୍ପ।Prime Minister Narendra Modi to address Post Budget Webinar on the theme “Sabka Saath Sabka Vikas-Fulfilling Aspirations of People”
March 08th, 04:35 pm
To translate the policy vision outlined in the Budget into actionable strategies, PM Modi will address the Post Budget Webinar on the theme “Sabka Saath Sabka Vikas-Fulfilling Aspirations of People” on 9th March 2026. Under this theme, multiple breakout sessions will be organised across sectors including education and skilling, health and AYUSH, tourism and hospitality among others.ସେବା ତୀର୍ଥ ଏବଂ କାର୍ତ୍ତବ୍ୟ ଭବନ-୧ ଏବଂ ୨ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 13th, 06:55 pm
ଆଜି, ଆମେ ସମସ୍ତେ ଏକ ନୂତନ ଇତିହାସ ସୃଷ୍ଟି ହେବାର ଦେଖୁଛୁ । ଆଜି ବିକ୍ରମ ସଂବତ୍ ଦୁଇ ହଜାର ବୟାଅଶୀ, ଫାଲଗୁନ କୃଷ୍ଣ ପକ୍ଷ ,ବିଜୟା ଏକାଦଶୀ ,ଏହି ପବିତ୍ର ଦିନରେ, ଯାହା ମାଘ ଚବିଶ, ଶାକ ସଂବତ୍ ଉଣେଇଶ ଶହ ସତଚାଳିଶର ପୂଣ୍ୟ ଅବସର, ଏବଂ ଆଜିର ପ୍ରଚଳିତ ଭାଷାରେ ମୁଁ ଯଦି କହିବି ତେବେ, ସାଧାରଣ କ୍ୟାଲେଣ୍ଡରରେ ଫେବୃଆରୀ ୧୩ର ଏହି ଦିନ, ଭାରତର ବିକାଶ ଯାତ୍ରାରେ ଏକ ନୂତନ ଆରମ୍ଭରେ ସାକ୍ଷି ହୋଇ ରହୁଛି । ଆମର ଏଠାରେ ଶାସ୍ତ୍ରରେ ବିଜୟା ଏକାଦଶୀର ବହୁତ ମହତ୍ତ୍ୱ ରହିଛି, ଏହି ଦିନରେ ଯେଉଁ ସଂକଳ୍ପ ନେଇ ଆଗକୁ ବଢିଥାଉ, ସେଥିରେ ବିଜୟ ଅବଶ୍ୟ ହୋଇଥାଏ । ଆଜି, ଆମେ ମଧ୍ୟ ଏକ ବିକଶିତ ଭାରତର ସଂକଳ୍ପ ସହିତ ସେବା ତୀର୍ଥ ଏବଂ କାର୍ତ୍ତବ୍ୟ ଭବନରେ ପ୍ରବେଶ କରୁଛୁ। ଆମ ମିଶନରେ ବିଜୟର ଦିବ୍ୟ ଆଶୀର୍ବାଦ ଆମ ସହିତ ଅଛି। ସେବା ତୀର୍ଥ ଏବଂ ନୂତନ କୋଠାର ଉଦଘାଟନ ପାଇଁ ମୁଁ ଆପଣସମସ୍ତଙ୍କୁ, ପିଏମଓଙ୍କର ସମସ୍ତ ଦଳକୁ, କ୍ୟାବିନେଟ ସଚିବାଳୟ ଏବଂ ବିଭିନ୍ନ ବିଭାଗର ସମସ୍ତ କର୍ମଚାରୀମାନଙ୍କୁ ମୋର ଅଭିନନ୍ଦନ ଜଣାଉଛି। ଏହାର ନିର୍ମାଣରେ ଯୋଗଦାନ ଦେଇଥିବା ଇଞ୍ଜିନିୟର ଏବଂ ଶ୍ରମିକମାନଙ୍କୁ ମଧ୍ୟ ମୁଁ ମୋର କୃତଜ୍ଞତା ଜଣାଉଛି।ନୂଆଦିଲ୍ଲୀରେ ସେବା ତୀର୍ଥ ଏବଂ କର୍ତ୍ତବ୍ୟ ଭବନ - ୧ ଏବଂ ୨ ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 13th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ସେବା ତୀର୍ଥ ଏବଂ କର୍ତ୍ତବ୍ୟ ଭବନ - ୧ ଏବଂ ୨ର ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ ଆଜି ସମସ୍ତେ ଏକ ନୂତନ ଇତିହାସ ସୃଷ୍ଟିର ସାକ୍ଷୀ ହେଉଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ୨୦୮୨ ବିକ୍ରମ ସମ୍ବତ୍, ଫାଲଗୁନ କୃଷ୍ଣ ପକ୍ଷ ସମୟରେ, ବିଜୟା ଏକାଦଶୀର ପବିତ୍ର ଅବସରରେ, ମାଘ ୨୪ ଏବଂ ୧୯୪୭ ଶାକ ସମ୍ୱତ, ଯାହା ବର୍ତ୍ତମାନର କ୍ୟାଲେଣ୍ଡରରେ ୨୦୨୬ ଫେବୃଆରୀ ୧୩, ଦିନଟି ଭାରତର ବିକାଶ ଯାତ୍ରାରେ ଏକ ନୂତନ ଆରମ୍ଭର ସାକ୍ଷୀ ହୋଇଛି। ଶାସ୍ତ୍ରରେ ବିଜୟା ଏକାଦଶୀର ବହୁତ ମହତ୍ତ୍ୱ ରହିଛି, କାରଣ ଏହି ଦିନରେ ନିଆଯାଇଥିବା ସଂକଳ୍ପ ସର୍ବଦା ବିଜୟ ଆଡ଼କୁ ନେଇଥାଏ। ଆଜି, ଏକ ବିକଶିତ ଭାରତର ସଂକଳ୍ପ ସହିତ, ସମସ୍ତେ ସେବା ତୀର୍ଥ ଏବଂ କର୍ତ୍ତବ୍ୟ ଭବନରେ ପ୍ରବେଶ କରୁଛନ୍ତି ବୋଲି ଶ୍ରୀ ମୋଦୀ କହିଥିଲେ। ଏହି ଲକ୍ଷ୍ୟରେ ବିଜୟ ପାଇଁ ଦିବ୍ୟ ଆଶୀର୍ବାଦ ସେମାନଙ୍କ ସହିତ ଅଛି। ସେ ସେବା ତୀର୍ଥ ଏବଂ ନୂତନ କୋଠା ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, କ୍ୟାବିନେଟ ସଚିବାଳୟ ଏବଂ ବିଭିନ୍ନ ବିଭାଗର କର୍ମଚାରୀଙ୍କ ସମେତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ନିର୍ମାଣ ସହିତ ଜଡିତ ସମସ୍ତ ଇଞ୍ଜିନିୟର ଏବଂ ଶ୍ରମିକ ସହକର୍ମୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।“ପରୀକ୍ଷା ପେ ଚର୍ଚ୍ଚା ୨୦୨୬” କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
February 06th, 10:21 am
ମୁଁ, ସାନଭୀ ଆଚାର୍ଯ୍ୟ। ମୁଁ ଆପଣଙ୍କ ରାଜ୍ୟ, ଅର୍ଥାତ୍ ଗୁଜରାଟରୁ ଆସିଛି। ମୋର ପ୍ରଥମ ପ୍ରଶ୍ନ ହେଉଛି ଯେ, ଆମର ପିତାମାତା ଆମ ବିଷୟରେ ଚିନ୍ତା କରନ୍ତି, ଆମର ଶିକ୍ଷକମାନେ ମଧ୍ୟ ଆମକୁ ସହଯୋଗ କରନ୍ତି। କିନ୍ତୁ ମୁଖ୍ୟ ସମସ୍ୟା ସେତେବେଳେ ଉପୁଜେ, ଯେତେବେଳେ ଆମର ଶିକ୍ଷକମାନେ ପାଠପଢ଼ାର ଏକ ଭିନ୍ନ ଢାଞ୍ଚା ଗ୍ରହଣ କରିବାକୁ ପରାମର୍ଶ ଦିଅନ୍ତି। ପିତାମାତା ଆଉ ଗୋଟିଏ ଅଲଗା ପ୍ରକାର ଢାଞ୍ଚା ଅନୁସରଣ କରିବାକୁ କହନ୍ତି ଏବଂ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ତ ଆଉ ଗୋଟିଏ ଅଲଗା ଟ୍ରେଣ୍ଡ ଚାଲୁଥାଏ। ଏମିତି ସମୟରେ ଆମେ ଭ୍ରମିତ ହୋଇଯାଉଛୁ ଯେ, ପ୍ରକୃତରେ କେଉଁ ଢାଞ୍ଚା ଗ୍ରହଣ କରିବୁପରୀକ୍ଷା ପେ ଚର୍ଚ୍ଚା 2026ରେ ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 06th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପରୀକ୍ଷା ପେ ଚର୍ଚ୍ଚା (ପିପିସି)ର ନବମ ସଂସ୍କରଣରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ଏକଜାମ୍ ୱାରିୟର୍ସମାନଙ୍କ ସହ ଏକ ଅନୌପଚାରିକ ଆଲୋଚନା କରିଥିଲେ।ଗୁଜରାଟର ଡେଡିଆପଡ଼ାରେ 'ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 03:15 pm
ମା’ ନର୍ମଦାର ଏହି ପବିତ୍ର ଭୂମି ଆଜି ପୁଣି ଥରେ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି। ଠିକ୍ ଅକ୍ଟୋବର ୩୧ ତାରିଖରେ ଆମେ ଏଠାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ କରିଥିଲୁ। ଆମର ଏକତା ଏବଂ ବିବିଧତାକୁ ପାଳନ ପାଇଁ ଭାରତ ପର୍ବ ଆରମ୍ଭ ହୋଇଛି ଏବଂ ଆଜି, ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଏହି ଭବ୍ୟ ସମାରୋହ ସହିତ, ଆମେ ଭାରତ ପର୍ବର ପୂର୍ଣ୍ଣତାର ସାକ୍ଷୀ ହୋଇ ରହିଛି । ଏହି ପବିତ୍ର ଅବସରରେ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କୁ ପ୍ରଣାମ କରୁଛି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଜନ ଜାତୀୟ କ୍ଷେତ୍ରରେ, ସ୍ୱାଧୀନତାର ଅଗ୍ନି ପ୍ରଜ୍ଵଳିତ କରିଥିବା ଗୋବିନ୍ଦ ଗୁରୁଙ୍କ ଆର୍ଶୀବାଦ ମଧ୍ୟ ଆମ ସମସ୍ତଙ୍କ ସହ ଯୋଡି ହୋଇଛି। ମୁଁ ଏହି ମଞ୍ଚରୁ ଗୋବିନ୍ଦ ଗୁରୁଙ୍କୁ ମଧ୍ୟ ପ୍ରଣାମ କରୁଛି। କିଛି ସମୟ ପୂର୍ବରୁ ମୋତେ ମଧ୍ୟ ଦେବମୋଗରା ମାତାଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ମୁଁ ମା’ଙ୍କ ଚରଣରେ ମଧ୍ୟ ପ୍ରଣାମ କରୁଛି। ଖୁବ ଲୋକ ଜାଣିଥିବେ, କାଶୀ ବିଶ୍ୱନାଥ କରିଡର, ଉଜ୍ଜୈନ ମହାକାଳ କରିଡର, ଅଯୋଧ୍ୟା ରାମ ମନ୍ଦିର, କେଦାରନାଥ ଧାମ ବିଷୟରେ ଆଲୋଚନା ହୋଇଥାଏ । ଗତ ଦଶନ୍ଧି ମଧ୍ୟରେ ଏଭଳି ଅନେକ ଧାର୍ମିକ ଏବଂ ଐତିହାସିକ ସ୍ଥାନ ବିକଶିତ ହୋଇଛି। କିନ୍ତୁ ଖୁବ୍ କମ୍ ଲୋକ ଜାଣିଥିବେ ଯେ ୨୦୦୩ ମସିହାରେ ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଝିଅମାନଙ୍କ ଶିକ୍ଷା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରେଲିଆ ପାଟନଙ୍କୁ ଆସିଥିଲି, ସେତେବେଳେ ମୁଁ ମା 'ଙ୍କୁ ପ୍ରଣାମ କରିବାକୁ ଆସିଥିଲି ଏବଂ ସେହି ସମୟରେ ଏମିତି ଅବସ୍ଥା ଥିଲା ଯେ ମୁଁ ଦେଖିଥିଲି, କେବଳ ଏକ ଛୋଟ ଝୁମ୍ପୁଡ଼ି ଭଳି ସ୍ଥାନ ଥିଲା। ମୁଁ ଗର୍ବର ସହ କହିପାରିବି ଯେ ମୁଁ ମୋ ଜୀବନରେ କରିଥିବା ସମସ୍ତ ପ୍ରମୁଖ ବିକାଶ କାର୍ଯ୍ୟ ମଧ୍ୟରେ ଦେବମୋଗରା ମାତାଙ୍କ ସ୍ଥାନରୁ ବିକାଶ କାର୍ଯ୍ୟ ସହିତ ଆରମ୍ଭ ହୋଇଥିଲା। ଏବଂ ଆଜି ଯେତେବେଳେ ମୁଁ ଏହି ସ୍ଥାନ ପରିଦର୍ଶନ କଲି, ସେତେବେଳେ ମୋତେ ଏହା ଦେଖି ବହୁତ ଖୁସି ଲାଗିଲା ଯେ ଲକ୍ଷ ଲକ୍ଷ ଲୋକ, ବିଶେଷ କରି ଆମର ଆଦିବାସୀ ଭାଇ ଓ ଭଉଣୀମାନେ, ଏବେ ମା 'ଙ୍କ ପ୍ରତି ଅପାର ଭକ୍ତି ସହିତ ସେଠାକୁ ଆସୁଛନ୍ତି।ଗୁଜୁରାଟ ଡେଡିଆପଡାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଡେଡିଆପଡ଼ାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ, ସେ ୯,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମା’ ନର୍ମଦାର ପବିତ୍ର ଭୂମି ଆଜି ଆଉ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି ବୋଲି କହି ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ଯେ, ୩୧ ଅକ୍ଟୋବରରେ, ଭାରତର ଏକତା ଏବଂ ବିବିଧତାକୁ ପାଳନ କରିବା ପାଇଁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ସେହି ସ୍ଥାନରେ ପାଳନ କରାଯାଇଥିଲା, ଭାରତ ପର୍ବ ଆରମ୍ଭ ହୋଇଥିଲା। ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀର ମହାନ ଉତ୍ସବ ସହିତ, ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ, ଆମେ ଭାରତ ପର୍ବର ପରିଣାମ ଦେଖୁଛୁ। ଏହି ପବିତ୍ର ଅବସରରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଛନ୍ତି ଯେ, ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଆଦିବାସୀ ଅଞ୍ଚଳରେ ସ୍ୱାଧୀନତାର ଭାବନା ଜାଗ୍ରତ କରିଥିବା ଗୋବିନ୍ଦ ଗୁରୁଙ୍କ ଆଶୀର୍ବାଦ ମଧ୍ୟ ଏହି କାର୍ଯ୍ୟକ୍ରମ ସହିତ ଜଡିତ। ମଞ୍ଚ ଉପରୁ ସେ ଗୋବିନ୍ଦ ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ କିଛି ସମୟ ପୂର୍ବରୁ ଦେବମୋଗ୍ରା ମାତାଙ୍କ ମନ୍ଦିରକୁ ଯିବାର ସୌଭାଗ୍ୟ ମିଳିଥିଲା ଏବଂ ପୁଣି ଥରେ ତାଙ୍କ ପାଦ ତଳେ ପ୍ରଣାମ କରିଥିଲେ।The opposition is not a ‘gathbandhan’ but a ‘gharbandhan’: PM Modi during the interaction with Mahila Karyakartas of Bihar
November 04th, 10:30 pm
PM Modi interacted with spirited women karyakartas of the Bharatiya Janata Party from Bihar as part of the “Mera Booth, Sabse Mazboot” outreach initiative. The interaction was marked by warmth, humour, and conviction as PM Modi hailed the vital role of women in strengthening democracy and steering India towards a Viksit Bharat.PM Modi interacts with Mahila Karyakartas of Bihar under “Mera Booth, Sabse Mazboot” initiative
November 04th, 03:30 pm
PM Modi interacted with spirited women karyakartas of the Bharatiya Janata Party from Bihar as part of the “Mera Booth, Sabse Mazboot” outreach initiative. The interaction was marked by warmth, humour, and conviction as PM Modi hailed the vital role of women in strengthening democracy and steering India towards a Viksit Bharat.When the youth lead, the nation moves forward: PM Modi during Mera Booth Sabse Mazboot - Yuva Samvaad
October 23rd, 06:06 pm
Prime Minister Narendra Modi interacted with spirited Yuva Karyakartas from Bihar under the “Mera Booth, Sabse Mazboot – Yuva Samvaad” initiative, blending inspiration with realism as he urged the youth to be the torchbearers of a Viksit Bharat.PM Modi addresses the Yuva Karyakartas of Bihar during “Mera Booth, Sabse Mazboot – Yuva Samvaad” programme
October 23rd, 06:00 pm
Prime Minister Narendra Modi interacted with spirited Yuva Karyakartas from Bihar under the “Mera Booth, Sabse Mazboot – Yuva Samvaad” initiative, blending inspiration with realism as he urged the youth to be the torchbearers of a Viksit Bharat.The spirit of Seva, Sangathan, and Samarpan defines Bihar’s BJP cadre: PM Modi during “Mera Booth Sabse Mazboot”
October 15th, 06:30 pm
PM Modi interacted with dedicated BJP karyakartas from Bihar as part of the “Mera Booth Sabse Mazboot” initiative, reaffirming that the booth remains the foundation of the party’s success and the strength of democracy itself.PM Modi interacts with BJP Karyakartas from Bihar under “Mera Booth Sabse Mazboot” campaign
October 15th, 06:00 pm
PM Modi interacted with dedicated BJP karyakartas from Bihar as part of the “Mera Booth Sabse Mazboot” initiative, reaffirming that the booth remains the foundation of the party’s success and the strength of democracy itself.ବିହାରର ସିୱାନଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:00 pm
ରଉଆର ସମସ୍ତ ଲୋକଙ୍କୁ ମୁଁ ପ୍ରଣାମ କରୁଛି। ବାବା ମହେନ୍ଦ୍ର ନାଥ, ବାବା ହଂସନାଥ, ସୋହାଗରା ଧାମ, ମା ଥାୱେ ଭବାନୀ, ମା ଅମ୍ବିକା ଭବାନୀ, ପ୍ରଥମ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ, ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପବିତ୍ର ଭୂମିରେ ରଉଆ ର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛି ।ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସଭାରେ ଉପସ୍ଥିତ ସମସ୍ତଙ୍କୁ ଅଭିବାଦନ ଜଣାଇ ପ୍ରଧାନମନ୍ତ୍ରୀ ବାବା ମହେନ୍ଦ୍ର ନାଥ ଏବଂ ବାବା ହଂସନାଥଙ୍କୁ ଭକ୍ତିପୂତ ପ୍ରଣାମ କରିଥିଲେ ଏବଂ ପବିତ୍ର ସୋହଗରା ଧାମକୁ ସମ୍ମାନ ଜଣାଇଥିଲେ । ସେ ମା’ ଥାଓ୍ବେ ଭବାନୀ ଏବଂ ମା’ ଅମ୍ବିକା ଭବାନୀଙ୍କୁ ମଧ୍ୟ ଭକ୍ତିପୂତ ପ୍ରଣାମ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶର ପ୍ରଥମ ରାଷ୍ଟ୍ରପତି ଦେଶରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ ଓ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଦାଉଦି ବୋହରା କମ୍ୟୁନିଟି ପ୍ରତିନିଧିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
April 17th, 08:05 pm
ଗୁରୁବାର ନୂଆଦିଲ୍ଲୀର ଲୋକ କଲ୍ୟାଣ ମାର୍ଗରେ ଅବସ୍ଥିତ ବାସଭବନରେ ଦାଉଦି ବୋହରା କମ୍ୟୁନିଟି ପ୍ରତିନିଧିଙ୍କ ସହ କଥା ହେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଟିମରେ ବୋହରା କମ୍ୟୁନିଟିର କିଛି ପ୍ରତିଷ୍ଠିତ ବ୍ୟବସାୟୀ, ଚାକିରିଆ, ଡାକ୍ତର, ଶିକ୍ଷାବିତ ରହିଥିଲେ । ସେମାନଙ୍କର ଜମିକୁ ଭୁଲବଶତଃ ୱକଫ ପକ୍ଷରୁ ଦାବି କରାଯାଇ ଆସୁଥିବା କୁହାଯାଇଥିଲା । ତେବେ ୱକଫ ଆଇନରେ ସଂଶୋଧନ ଆଣିଥିବାରୁ ଏହି କମ୍ୟୁନିଟି ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା ।