Prime Minister pays tributes to Shri Atal Bihari Vajpayee ji at ‘Sadaiv Atal’

December 25th, 11:21 am

On the occasion of birth anniversary of former PM Vajpayee, PM Modi paid tributes at Sadaiv Atal. He stated that Atal ji’s life was dedicated to public service and national service, and that he will always continue to inspire the people of the country.

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥିରେ ତାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମେଦୀଙ୍କ ଶ୍ରଦ୍ଧାଞ୍ଜଳି

August 16th, 10:10 am

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ପୂଣ୍ୟତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ‘ସଦୈବ ଅଟଳ’ ସ୍ମାରକୀରେ ପ୍ରଧାନମନ୍ତ୍ରୀଙ୍କ ପୁଷ୍ପମାଲ୍ୟ ଅର୍ପଣ

December 25th, 07:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ‘ସଦୈବ ଅଟଳ’ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ପୁଷ୍ପ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

August 16th, 12:54 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ‘ସଦୈବ ଅଟଳ’ ସମାଧି ସ୍ଥଳରେ ପୂଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

ଅଟଳ ଜୀଙ୍କୁ "ସଦୈଭ ଅଟଳ” ଏବଂ ସଂସଦ ଭବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

December 25th, 08:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ‘ସଦୈଭ ଅଟଳ’ ଏବଂ ସଂସଦ ଭବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟ ତିଥି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

August 16th, 09:32 am

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟ ତିଥି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।