ଏସ୍ଏଏଫ୍ଏଫ୍ ମହିଳା ଚାମ୍ପିଅନ୍ସିପ୍ ୨୦୨୬ ଜିତିଥିବାରୁ ଭାରତୀୟ ମହିଳା ଫୁଟବଲ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

June 07th, 01:58 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ମହିଳା ଫୁଟବଲ ଦଳକୁ ଏସ୍. ଏ. ଏଫ୍. ଏଫ୍. ମହିଳା ଚାମ୍ପିଅନସିପ୍ ୨୦୨୬ ଜିତିବା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ସେମାନେ ଏହି ଟୁର୍ଣ୍ଣାମେଣ୍ଟରେ ଚମତ୍କାର ପ୍ରଦର୍ଶନ କରିଛନ୍ତି।

ସାଫ ଚାମ୍ପିଅନସିପ ୨୦୨୩ର ବିଜେତା ଭାରତୀୟ ଫୁଟବଲ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

July 05th, 02:35 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସାଫ ଚାମ୍ପିଅନସିପ ୨୦୨୩ର ବିଜେତା ଭାରତୀୟ ଫୁଟବଲ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।