India-Mauritius Joint Vision for an Enhanced Strategic Partnership
March 12th, 02:13 pm
PM Modi, during his visit to Mauritius, held productive talks with PM Dr. Navinchandra Ramgoolam, reaffirming the deep-rooted ties between India and Mauritius, built on shared history, culture, and values. They acknowledged the growing Comprehensive Strategic Partnership across trade, infrastructure, climate, and healthcare, committed to fostering prosperity, sustainable development, and regional stability.Our vision for the Global South will go beyond SAGAR-it will be MAHASAGAR: PM Modi
March 12th, 12:30 pm
During his visit to Mauritius, PM Modi emphasized the deep-rooted ties between the two nations, announcing an 'Enhanced Strategic Partnership' with PM Ramgoolam. India will assist in building a new Parliament, modernizing infrastructure, and strengthening security. With a focus on digital innovation, trade, and cultural ties, PM Modi reaffirmed India’s commitment to regional growth and cooperation.ମରିସସ୍ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ନୈଶ୍ୟଭୋଜିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 06:15 am
ସର୍ବପ୍ରଥମେ ପ୍ରଧାନମନ୍ତ୍ରୀଙ୍କ ଆବେଗପୂର୍ଣ୍ଣ ଏବଂ ପ୍ରେରଣାଦାୟୀ ଚିନ୍ତାଧାରା ପାଇଁ ମୁଁ ତାଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ଏହି ଭବ୍ୟ ସ୍ୱାଗତ ଏବଂ ଆତିଥ୍ୟ ପାଇଁ ମୁଁ ପ୍ରଧାନମନ୍ତ୍ରୀ, ମରିସସ୍ ସରକାର ଏବଂ ଏହାର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଉଛି । ମରିସସ୍ ଗସ୍ତ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପାଇଁ ସବୁବେଳେ ବିଶେଷ ହୋଇଥାଏ। ଏହା କେବଳ ଏକ କୂଟନୈତିକ ଗସ୍ତ ହୋଇନଥାଏ, ବରଂ ପରିବାରକୁ ଭେଟିବାର ସୁଯୋଗ ହୋଇଥାଏ। ମରିସସ୍ ମାଟିରେ ପାଦ ରଖିବା କ୍ଷଣି ହିଁ ମୁଁ ଏହି ଆତ୍ମୀୟତା ଅନୁଭବ କରିଥିଲି। ସବୁଆଡ଼େ ନିଜର ଭାବନା ଦେଖିବାକୁ ମିଳୁଛି। ପ୍ରୋଟୋକଲରେ କୌଣସି ପ୍ରତିବନ୍ଧକ ନାହିଁ । ମରିସସ୍ ଜାତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ପୁଣି ଥରେ ନିମନ୍ତ୍ରିତ ହେବା ମୋ ପାଇଁ ସୌଭାଗ୍ୟର ବିଷୟ। ଏହି ଅବସରରେ ମୁଁ ୧୪୦ କୋଟି ଭାରତୀୟଙ୍କ ତରଫରୁ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।Mauritius is not just a partner country; For us, Mauritius is family: PM Modi
March 12th, 06:07 am
PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।ମରିସସ୍ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
March 10th, 06:18 pm
ମୋର ବନ୍ଧୁ, ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ନିମନ୍ତ୍ରଣ କ୍ରମେ, ମୁଁ ମରିସସର ୫୭ତମ ଜାତୀୟ ଦିବସ ସମାରୋହରେ ଭାଗ ନେବା ପାଇଁ ମରିସସକୁ ଦୁଇ ଦିନିଆ ସରକାରୀ ଗସ୍ତରେ ବାହାରିଛି।2025 ମାର୍ଚ୍ଚ 11-12 ମଧ୍ୟରେ ମରିସସ୍ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ
March 07th, 06:17 pm
ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ଡ. ନବୀନଚନ୍ଦ୍ର ରାମଗୁଲାମଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ମୋଦୀ ମାର୍ଚ୍ଚ 11-12 ରେ ମରିସସ୍ ଗସ୍ତ କରିବେ। ଏହି ଗସ୍ତ କାଳରେ ସେ ପ୍ରମୁଖ ନେତାମାନଙ୍କୁ ଭେଟିବା, ଭାରତୀୟ ବଂଶୋଦ୍ଭବ ସମ୍ପ୍ରଦାୟ ସହ ଆଲୋଚନା କରିବା ଏବଂ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରିବେ । ଏହି ଗସ୍ତ ମିଳିତ ଇତିହାସ ଏବଂ ପ୍ରଗତି ଉପରେ ଆଧାରିତ ଭାରତ-ମରିସସ୍ ଦୃଢ଼ ଭାଗିଦାରୀକୁ ଦୋହରାଇଛି।ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 15th, 11:08 am
ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ
January 15th, 10:30 am
ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।ଭାରତ-ଶ୍ରୀଲଙ୍କା ମିଳିତ ବିବୃତି: ଭାଗିଦାରୀ ଭବିଷ୍ୟତ ପାଇଁ ଭାଗିଦାରୀକୁ ପ୍ରୋତ୍ସାହିତ କରିବା
December 16th, 03:26 pm
16 ଡିସେମ୍ବର 2024 ରେ ଭାରତ ଗସ୍ତ ସମୟରେ ଶ୍ରୀଲଙ୍କାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକ ନୂଆଦିଲ୍ଲୀରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବ୍ୟାପକ ଏବଂ ଫଳପ୍ରଦ ଆଲୋଚନା କରିଥିଲେ ।ଶ୍ରୀଲଙ୍କା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଅନୁରା କୁମାର ଦିସାନାୟକେଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
September 23rd, 12:11 am
ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଅନୁରା କୁମାର ଦିସାନାୟକେଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ବହୁମୁଖୀ ସହଯୋଗକୁ ଅଧିକ ସୁଦୃଢ଼ କରିବା ଦିଗରେ ଶ୍ରୀଲଙ୍କା ସହ କାର୍ଯ୍ୟ କରିବାକୁ ଶ୍ରୀ ମୋଦୀ ଆଶା ପ୍ରକାଶ କରିଥିଲେ ।PM condoles deaths in a wall collapse in Sagar Madhya Pradesh, announces ex-gratia
August 04th, 06:47 pm
The Prime Minister Shri Narendra Modi today expressed grief over an unfortunate incident in Madhya Pradesh's Sagar district where as many as nine children were killed after a wall collapsed.Congress wants to snatch your property and impose inheritance tax: PM Modi in Sagar
April 24th, 03:00 pm
Prime Minister Narendra Modi addressed a massive public gathering today in Sagar, Madhya Pradesh, reaffirming the strong support of the people for the BJP government and emphasizing the importance of stable governance for development.PM Modi addresses public meetings in Sagar and Betul, Madhya Pradesh
April 24th, 02:50 pm
Prime Minister Narendra Modi addressed massive public gatherings in Madhya Pradesh’s Sagar and Betul, reaffirming the strong support of the people for the BJP government and emphasizing the importance of stable governance for development.ମଧ୍ୟପ୍ରଦେଶର ବିନାଠାରେ ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
September 14th, 12:15 pm
ବୁନ୍ଦେଲଖଣ୍ଡର ଏହି ଦେଶ ହେଉଛି ବୀରଙ୍କ ଭୂମି, ଯୋଦ୍ଧାଙ୍କ ଭୂମି ଅଟେ। ଏହି ଭୂମିକୁ ଉଭୟ ବିନା ଓ ବେତୱା ନଦୀର ଆଶୀର୍ବାଦ ମିଳିଛି। ଆଉ ମୋ ପାଇଁ, ଏହି ମାସରେ ଦ୍ୱିତୀୟ ଥର ପାଇଁ, ସାଗରକୁ ଆସି ଆପଣ ସମସ୍ତଙ୍କୁ ଦେଖିବାର ସୁଯୋଗ ମିଳିବା ମୋ ପାଇଁ ସୌଭାଗ୍ୟର ବିଷୟ । ମୁଁ ଶ୍ରୀ ଶିବରାଜଙ୍କ ସରକାରଙ୍କୁ ଅଭିନନ୍ଦନ ଏବଂ ଧନ୍ୟବାଦ ଜଣାଉଛି ଯେ ସେ ମୋତେ ଆଜି ଆପଣ ମାନଙ୍କ ମଧ୍ୟରେ ଆସିବାକୁ, ଆପଣମାନଙ୍କୁ ଦେଖିବାର ଅବସର ମଧ୍ୟ ଦେଇଛନ୍ତି। ଗତଥର ମୁଁ ସନ୍ଥ ରବିଦାସଜୀଙ୍କ ଭବ୍ୟ ସ୍ମାରକୀର ଶିଳାନ୍ୟାସ ଅବସରରେ ଆପଣଙ୍କ ମଧ୍ୟକୁ ଆସିଥିଲି। ଆଜି ମଧ୍ୟପ୍ରଦେଶର ବିକାଶରେ ନୂଆ ଗତି ଆଣିବା ଭଳି ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବାର ସୁଯୋଗ ପାଇଛି। ଏହି ପ୍ରକଳ୍ପଗୁଡ଼ିକ ଏହି ଅଞ୍ଚଳର ଶିଳ୍ପ ବିକାଶକୁ ନୂତନ ଶକ୍ତି ପ୍ରଦାନ କରିବ। ଏହି ସବୁ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୫୦ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ଆପଣ କଳ୍ପନା କରିପାରିବେ କି, ପଚାଶ ହଜାର କୋଟି ଅର୍ଥ କ'ଣ ହୋଇଥାଏ? ଆମ ଦେଶର ଅନେକଗୁଡ଼ିଏ ରାଜ୍ୟର ବାର୍ଷିକ ବଜେଟ୍ ଏତିକି ହୋଇ ନ ଥାଏ, ଯାହାକି ଆଜି କେବଳ ଗୋଟିଏ କାର୍ଯ୍ୟକ୍ରମ ପାଇଁ ଭାରତ ସରକାର ଏ ଖର୍ଚ୍ଚ କରୁଛନ୍ତି। ମଧ୍ୟପ୍ରଦେଶ ପ୍ରତି ଆମର ପ୍ରତିବଦ୍ଧତା କେତେ ବଡ଼ ତାହା ଏହା ଦର୍ଶାଉଛି। ଏହି ସବୁ ପ୍ରକଳ୍ପ ଆଗାମୀ ଦିନରେ ମଧ୍ୟପ୍ରଦେଶର ହଜାର ହଜାର ଯୁବକଯୁବତୀଙ୍କୁ ରୋଜଗାର ଯୋଗାଇବ। ଏହି ପ୍ରକଳ୍ପଗୁଡ଼ିକ ଗରିବ ଓ ମଧ୍ୟବିତ୍ତ ପରିବାରର ସ୍ୱପ୍ନ ପୂରଣ କରିବାକୁ ଯାଉଛି। ବିନା ରିଫାଇନାରୀର ସମ୍ପ୍ରସାରଣ ଏବଂ ଅନେକ ନୂତନ ସୁବିଧାର ଶିଳାନ୍ୟାସ ପାଇଁ ମୁଁ ମଧ୍ୟପ୍ରଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।ପ୍ରଧାନମନ୍ତ୍ରୀଙ୍କ ମଧ୍ୟପ୍ରଦେଶ ଗସ୍ତ କାଳରେ ବିଭିନ୍ନ ବିକାଶ ପ୍ରକଳ୍ପର ଶିଳାନ୍ୟାସ
September 14th, 11:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୪-୯-୨୦୨୩)ମଧ୍ୟପ୍ରଦେଶର ବୀନାଠାରେ ୫୦, ୭୦୦ କୋଟି ଟଙ୍କାର ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ସେଗୁଡିକ ମଧ୍ୟରେ ବୀନାଠାରେ ଭାରତ ପଟ୍ରୋଲିୟମ ନିଗମ ଲିମିଟେଡ(ବିପିସିଏଲ)ର ପେଟ୍ରୋ ରସାୟନ ପରିସର ରହିଛି । ଏହା ୪୯ ହଜାର କୋଟି ଟଙ୍କା ବ୍ୟୟରେ ବିକଶିତ ହେବ । ଏହା ବ୍ୟତୀତ ନର୍ମଦାପୁରମ୍ ଜିଲ୍ଲାରେ ଶକ୍ତି ଓ ଅକ୍ଷୟଶକ୍ତି ନିର୍ମାଣ ଅଞ୍ଚଳ, ଇନ୍ଦୋରରେ ଦୁଇଟି ଆଇଟି ଉଦ୍ୟାନ, ରତଲାମ୍ରେ ଗୋଟିଏ ବୃହତ ଶିଳ୍ପ ଉଦ୍ୟାନ ଓ ମଧ୍ୟପ୍ରଦେଶର ବିଭିନ୍ନ ସ୍ଥାନରେ ଛଅଟି ନୂତନ ଶିଳ୍ପାଞ୍ଚଳ ଅନ୍ତର୍ଭୁକ୍ତ । ସମବେତ ଜନତାଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ବୁନ୍ଦେଲଖଣ୍ଡ ହେଉଛି ଯୋଦ୍ଧାଙ୍କ ଭୂମି । ସେ ମଧ୍ୟପ୍ରଦେଶର ସାଗରକୁ ମାସକ ମଧ୍ୟରେ ଆସିଥିବାର ସୁଯୋଗ ପାଇଥିବାରୁ ସେଠାକାର ସରକାରଙ୍କୁ ଧନ୍ୟବାଦ ଦେଇଥିଲେ । ସେ ମଧ୍ୟ ସନ୍ଥ ରବିଦାସଜୀଙ୍କ ସ୍ମାରକୀସ୍ଥଳର ଶିଳାନ୍ୟାସ ପାଇଁ ଆସିଥିବାର ସ୍ମୃତିଚାରଣ କରିଥିଲେ ।Prime Minister Narendra Modi to Visit Gujarat
October 18th, 11:25 am
Prime Minister Narendra Modi will visit Gujarat on 19-20 October and dedicate and lay the foundation stone of projects worth around Rs 15,670 crore. He will inaugurate the DefExpo22 in Gandhinagar, launch the Mission Schools of Excellence at Adalaj, inaugurate India Urban Housing Conclave 2022 at Rajkot. The PM will also launch Mission LiFE from Kevadia and later take part in an event at Vyara.ଶ୍ରୀଲଙ୍କାର ଅର୍ଥମନ୍ତ୍ରୀ, ମହାମହିମ ବାସିଲ୍ ରାଜପକ୍ଷ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ସାକ୍ଷାତ କରିଛନ୍ତି
March 16th, 07:04 pm
ଶ୍ରୀଲଙ୍କାର ଅର୍ଥମନ୍ତ୍ରୀ, ମାନ୍ୟବର ବାସିଲ୍ ରାଜପକ୍ଷ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ନୂଆ ଦିଲ୍ଲୀ ଠାରେ ସାକ୍ଷାତ କରିଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ତାଙ୍କ ମରିସସ୍ ପ୍ରତିପକ୍ଷ ପ୍ରବିନ୍ଦ ଜଗନ୍ନାଥଙ୍କ ଦ୍ୱାରା ମିଳିତଭାବେ ଆଭାସୀ ବ୍ୟବସ୍ଥାରେ ମରିସସ୍ରେ ସାମାଜିକ ଆବାସ ପ୍ରକଳ୍ପର ଉଦ୍ଘାଟନ ଦୁଇ ପ୍ରଧାନମନ୍ତ୍ରୀ ମରିସସ୍ରେ ସିଭିଲ ସର୍ଭିସ କଲେଜ ଓ ଆଠ ମେଗାୱାଟର ସୋଲାର ପିଭି ପ୍ରକଳ୍ପର ଶୁଭ ଦେଲେ
January 20th, 06:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ମରିସସ୍ର ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ ଆଜି ମିଳିତିଭାବେ ଆଭାସୀ ବ୍ୟବସ୍ଥାରେ ମରିସସ୍ରେ ନବନିର୍ମିତ ଏକ ସାମାଜିକ ଆବାସ ପ୍ରକଳ୍ପକୁ ଉଦ୍ଘାଟନ କରିଛନ୍ତି । ଭାରତର ଅଂଶୀଦାରୀରେ ମରିସସ୍ରେ ଏହି ପ୍ରକଳ୍ପଟି କାର୍ଯ୍ୟକାରୀ ହୋଇଛି । ଏହି ଅବସରରେ ଦୁଇ ପ୍ରଧାନମନ୍ତ୍ରୀ ମଧ୍ୟ ଆଭାସୀ ବ୍ୟବସ୍ଥାରେ ମରିସସ୍ରେ ଏକ ସିଭିଲି ସର୍ଭିସ କଲେଜ ଓ ଆଠ ମେଗାୱାଟ କ୍ଷମତା ବିଶିଷ୍ଟ ଏକ ସୋଲାର ପିଭି ପ୍ରକଳ୍ପର ଶିଳାନ୍ୟାସ ମିଳିତଭାବେ କରିଛନ୍ତି ।ମରିସସ୍ରେ ମିଳିତ ବିକାଶ କାର୍ଯ୍ୟକ୍ରମ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
January 20th, 04:49 pm
ଭାରତରେ ସମସ୍ତେ ୧୩୦କୋଟି ଜନସାଧାରଣଙ୍କ ପକ୍ଷରୁ ମରିସସ୍ର ସମସ୍ତ ଭାଇ-ଭଉଣୀଙ୍କୁ ନମସ୍କାର ଓ ଥାଇପୁରମ କାବଡିର ଶୁଭକାମନା