Today, India is placing strong emphasis on multi-modal connectivity and green mobility: PM Modi in Singur, West Bengal
January 18th, 03:30 pm
During the launch of multiple development projects at Singur, West Bengal, PM Modi said the past 24 hours have been unprecedented for the state’s rail connectivity. Launching projects linked to ports and river waterways, he said West Bengal has the potential to emerge as a major hub for manufacturing, trade and logistics, with ports, waterways, highways and airports being interconnected for seamless transport.PM Modi launches various development projects worth around ₹830 crore in Singur, West Bengal
January 18th, 03:00 pm
During the launch of multiple development projects at Singur, West Bengal, PM Modi said the past 24 hours have been unprecedented for the state’s rail connectivity. Launching projects linked to ports and river waterways, he said West Bengal has the potential to emerge as a major hub for manufacturing, trade and logistics, with ports, waterways, highways and airports being interconnected for seamless transport.କ୍ରୋଏସିଆ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 09:56 pm
ଐତିହାସିକ ଏବଂ ସୁନ୍ଦର ସହର ଜାଗ୍ରେବରେ ମୋତେ ଯେଉଁ ଭବ୍ୟ ସ୍ବାଗତ, ଉତ୍ସାହ ଏବଂ ସ୍ନେହ ମିଳିଛି, ସେଥିପାଇଁ ମୁଁ ପ୍ରଧାନମନ୍ତ୍ରୀ ଏବଂ କ୍ରୋଏସିଆ ସରକାରଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି।କେରଳର ତିରୁବନନ୍ତପୁରମଠାରେ ଭିଝିଞ୍ଜମ ଅନ୍ତର୍ଜାତୀୟ ବନ୍ଦରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
May 02nd, 02:06 pm
କେରଳର ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ପି. ବିଜୟନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀଗଣ, ମଞ୍ଚରେ ଉପସ୍ଥିତ ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ଏବଂ କେରଳର ମୋର ଭାଇ ଓ ଭଉଣୀମାନେ।କେରଳରେ ୮୮୦୦ କୋଟି ଟଙ୍କା ମୂଲ୍ୟର ଭିଜିଞ୍ଜାମ ଅନ୍ତର୍ଜାତୀୟ ବନ୍ଦରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 02nd, 01:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ତିରୁଅନନ୍ତପୁରମରେ ୮,୮୦୦ କୋଟି ଟଙ୍କା ମୂଲ୍ୟର ଭିଜିଞ୍ଜାମ ଅନ୍ତର୍ଜାତୀୟ ଗଭୀର ଜଳ ବହୁମୁଖୀ ବନ୍ଦରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଭଗବାନ ଆଦି ଶଙ୍କରାଚାର୍ଯ୍ୟଙ୍କ ଜନ୍ମବାର୍ଷିକୀର ପବିତ୍ର ଅବସରରେ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ତିନି ବର୍ଷ ପୂର୍ବେ ସେପ୍ଟେମ୍ବର ମାସରେ, ସେ ଆଦି ଶଙ୍କରାଚାର୍ଯ୍ୟଙ୍କ ପୂଜ୍ୟ ଜନ୍ମସ୍ଥାନ ପରିଦର୍ଶନ କରିବାର ସୌଭାଗ୍ୟ ଲାଭ କରିଥିଲେ। ତାଙ୍କ ସଂସଦୀୟ କ୍ଷେତ୍ର କାଶୀର ବିଶ୍ୱନାଥ ଧାମ ପରିସରରେ ଆଦି ଶଙ୍କରାଚାର୍ଯ୍ୟଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ପ୍ରତିଷ୍ଠିତ ହୋଇଥିବାରୁ ସେ ଆନନ୍ଦ ପ୍ରକାଶ କରିଥିଲେ। ଏହି ପ୍ରତିଷ୍ଠାନ ଆଦି ଶଙ୍କରାଚାର୍ଯ୍ୟଙ୍କ ବ୍ୟାପକ ଆଧ୍ୟାତ୍ମିକ ଜ୍ଞାନ ଏବଂ ଶିକ୍ଷା ପ୍ରତି ଏକ ଶ୍ରଦ୍ଧାଞ୍ଜଳିର ସ୍ୱରୂପ ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ସେ ଆହୁରି ମଧ୍ୟ ଉଲ୍ଲେଖ କରିଥିଲେ ଯେ ତାଙ୍କୁ ଉତ୍ତରାଖଣ୍ଡର ପବିତ୍ର କେଦାରନାଥ ଧାମରେ ଆଦି ଶଙ୍କରାଚାର୍ଯ୍ୟଙ୍କ ଦିବ୍ୟ ପ୍ରତିମା ଉନ୍ମୋଚନ କରିବାର ଗୌରବ ମଧ୍ୟ ମିଳିଥିଲା। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଆଉ ଏକ ସ୍ୱତନ୍ତ୍ର ଅବସର, କାରଣ ଆଜି କେଦାରନାଥ ମନ୍ଦିରର ଦ୍ୱାର ଭକ୍ତମାନଙ୍କ ପାଇଁ ଖୋଲାଯାଇଛି। କେରଳରୁ ଜନ୍ମିତ ଆଦି ଶଙ୍କରାଚାର୍ଯ୍ୟ ଦେଶର ବିଭିନ୍ନ କୋଣରେ ମଠ ପ୍ରତିଷ୍ଠା କରିଥିଲେ, ଯାହା ଦ୍ୱାରା ଜାତୀୟ ଚେତନା ଜାଗ୍ରତ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ। ସେ କହିଥିଲେ, ଆଦି ଶଙ୍କରଙ୍କ ପ୍ରୟାସ ଏକ ସୁସଂହତ ଏବଂ ଆଧ୍ୟାତ୍ମିକ ଭାବରେ ପ୍ରବୁଦ୍ଧ ଭାରତ ପାଇଁ ମୂଳଦୁଆ ସ୍ଥାପନ କରିଥିଲା।People of 'rich' Odisha remained poor due to Congress and BJD: PM Modi in Berhampur
May 06th, 09:41 pm
Prime Minister Narendra Modi today addressed a mega public meeting in Odisha’s Berhampur. Addressing a huge gathering, the PM said, “Today, our Ram Lalla is enshrined in the magnificent Ram Temple. This is the wonder of your one vote... which has ended a 500-year wait. I congratulate all the people of Odisha.PM Modi addresses public meetings in Odisha’s Berhampur and Nabarangpur
May 06th, 10:15 am
Prime Minister Narendra Modi today addressed two mega public meetings in Odisha’s Berhampur and Nabarangpur. Addressing a huge gathering, the PM said, “Today, our Ram Lalla is enshrined in the magnificent Ram Temple. This is the wonder of your one vote... which has ended a 500-year wait. I congratulate all the people of Odisha.Today, the benefits of every scheme related to the poor, farmers, women and youth are reaching the southern corner of India: PM Modi
February 28th, 12:15 pm
Prime Minister Narendra Modi addressed an enthusiastic crowd in Tirunelveli, Tamil Nadu. The PM thanked each and every one for their presence, love, respect and affection. The PM also expressed his happiness from the core to be surrounded by so many people.PM Modi's address at a public gathering in Tirunelveli, Tamil Nadu
February 28th, 12:03 pm
Prime Minister Narendra Modi addressed an enthusiastic crowd in Tirunelveli, Tamil Nadu. The PM thanked each and every one for their presence, love, respect and affection. The PM also expressed his happiness from the core to be surrounded by so many people.ତାମିଲନାଡୁର ଥୁଥୁକୁଡ଼ି (ଟୁଟିକୋରିନ) ଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 28th, 10:00 am
ମଞ୍ଚରେ ଉପସ୍ଥିତ ଥିବା ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆରଏନ ରବି ଜୀ, ମୋର ସହଯୋଗୀ ସର୍ବାନନ୍ଦ ସୋନୋୱାଲ ଜୀ, ଶ୍ରୀପଦ ନାଏକ ଜୀ, ଶାନ୍ତନୁ ଠାକୁର ଜୀ, ଏଲ ମୁରୁଗାନ ଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀ, ଏଠାକାର ସାଂସଦ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନଙ୍କୁ ନମସ୍କାର!ପ୍ରଧାନମନ୍ତ୍ରୀଙ୍କ ତାମିଲନାଡୁ ଗସ୍ତ
February 28th, 09:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୮.୦୨.୨୦୨୪) ତାମିଲନାଡୁର ଟୁଥୁକୁଡିଠାରେ ୧୭, ୩୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଭି.ଓ ଚିଦାମ୍ବରନାର ବନ୍ଦର ବାହ୍ୟ ପୋତାଶ୍ରୟ କଂଟେନର ରହଣୀସ୍ଥଳର ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଭାରତର ପ୍ରଥମ ସ୍ବଦେଶୀ ସବୁଜ ଉଦ୍ଯାନ ଇନ୍ଧନସେଲ ଇନ୍ଲ୍ୟାଣ୍ଡ ଜଳପଥ ପୋତ ଚାଳନାର ଶୁଭାରମ୍ଭ ହରିତ ନୌକା ପଦକ୍ଷେପ ଯୋଜନା ଅଧୀନରେ କରିଛନ୍ତି । ସେ ମଧ୍ୟ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୭୫ଟି ବତୀଘର ପର୍ଯ୍ୟଟକ ସୁବିଧା ସୁଯୋଗ ସ୍ଥଳୀର ଉଦ୍ଘାଟନ କରିଛନ୍ତି । ସେ ମଧ୍ୟ ଭାଞ୍ଚି ମାନୀୟାଛି-ନାଗର କୋଏଲ, ରେଳପଥର ଦୋହରୀକରଣ ଉଦ୍ଘାଟନ କରିଛନ୍ତି । ଏଥିରେ ଭାଞ୍ଚି -ମାନିୟାଛି-ତିରୁନେଲଭାଲୀ ସେକ୍ସନ ଓ ମାଲାପାଲାୟମ-ଆରାଲଭୟାମୋଳି ସେକ୍ସନ ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀ ୪୫୮୬ କୋଟି ଟଙ୍କାରେ ନିର୍ମିତ ତାମିଲନାଡୁର ଚାରିଟି ସଡକ ପ୍ରକଳ୍ପକୁ ମଧ୍ୟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।ତାମିଲନାଡୁର ତିରୁଚିରାପଲ୍ଲୀରେ ଶିଳାନ୍ୟାସ ଏବଂ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 02nd, 12:30 pm
ତାମିଲନାଡୁ ର ରାଜ୍ୟପାଳ ଶ୍ରୀ ଆରଏନ ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଜ୍ୟୋତିରାଦିତ୍ୟ ସିନ୍ଧିୟା ଜୀ ଏବଂ ଏହି ମାଟିର ସନ୍ତାନ ମୋର ସହଯୋଗୀ ଏଲ ମୁରୁଗନ ଜୀ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ତାମିଲନାଡୁର ମୋ ପରିବାର ସଦସ୍ୟ!ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ତାମିଲନାଡୁର ତିରୁଚିରାପଲ୍ଲୀରେ ୨୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଓ ଶିଳାନ୍ୟାସ
January 02nd, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ତିରୁଚିରାପଲ୍ଲୀଠାରେ ୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ତାମିଲନାଡୁରେ ରେଳ, ସଡକ, ତୈଳ, ଓଗ୍ୟାସ ଏବଂ ଜାହାଜ ଚଳାଚଳ୍ ଆଦି କ୍ଷେତ୍ରକୁ ଏହି ବିକାଶ ପ୍ରକଳ୍ପରେ ଅନ୍ତର୍ଭୁକ୍ତ କରାଯାଇଛି ।ମହାରାଷ୍ଟ୍ରର ସିନ୍ଧୁଦୁର୍ଗରେ ନୌସେନା ଦିବସ 2023 ପଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 04th, 04:35 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀମାନ ରମେଶ ମହୋଦୟ, ମୁଖ୍ୟମନ୍ତ୍ରୀ ଏକନାଥ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ରାଜନାଥ ସିଂହ ମହାଶୟ, ନାରାୟଣ ରାଣେ ମହାଶୟ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଣବୀସ ମହାଶୟ, ଅଜିତ ପୱାର ମହାଶୟ, ସିଡିଏସ ଜେନରାଲ ଅନୀଲ ଚୌହାନ ମହାଶୟ, ନୌସେନା ପ୍ରମୁଖ ଆଡମିରାଲ ଆର. ହରିକୁମାର, ନୌସେନାର ସମସ୍ତ ସାଥୀ, ଏବଂ ମୋର ସମସ୍ତ ପରିବାରଜନ!ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଠାରେ ପ୍ରଧାନମନ୍ତ୍ରୀଙ୍କ ନୌସେନା ଦିବସ ୨୦୨୩ କାର୍ଯ୍ୟକ୍ରମରେ ଯୋଗଦାନ
December 04th, 04:30 pm
ସିନ୍ଧୁଦୁର୍ଗରେ ନୌସେନା ଦିବସ ୨୦୨୩ ପାଳନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ । ସେ ମଧ୍ୟ ଭାରତୀୟ ନୌସେନାର ଜାହାଜ, ବୁଡ଼ାଜାହାଜ ଓ ସଶସ୍ତ୍ର ବଳର ପରୀକ୍ଷାମୂଳ ଯୁଦ୍ଧ କୌଶଳ ସିନ୍ଧୁଦୁର୍ଗର ତାରକାର୍ଲିର୍ ବେଳାଭୂମିରୁ ଅବଲୋକନ କରିବା ସହ ଗାର୍ଡ ଅଫ୍ ଅନରର ନିରୀକ୍ଷଣ କରିଥିଲେ ।ଗ୍ଲୋବାଲ୍ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 17th, 11:10 am
ନମସ୍କାର, ସମଗ୍ର ବିଶ୍ୱରୁ ଆସିଥିବା ସମସ୍ତ ଅତିଥିଗଣ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ, ମହାରାଷ୍ଟ୍ର, ଗୋଆର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେବିଶ୍ୱ ସାମୁଦ୍ରିକ ଭାରତ ଶିଖର ସମ୍ମିଳନୀ ୨୦୨୩ କୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
October 17th, 10:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁମ୍ବାଇ ଠାରେ ଅନୁଷ୍ଠିତ ବିଶ୍ୱ ସାମୁଦ୍ରିକ ଭାରତ ଶିଖର ସମ୍ମିଳନୀ ୨୦୨୩ର ତୃତୀୟ ସଂସ୍କରଣକୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଭାରତୀୟ ସାମୁଦ୍ରିକ ନୀଳ ଅର୍ଥନୀତି ପାଇଁ ଏକ ବ୍ଲୁ ପ୍ରିଣ୍ଟ 'ଅମୃତ କାଳ ଭିଜନ ୨୦୪୭' କୁ ଉନ୍ମୋଚନ କରିଥିଲେ । ଆଗାମୀ ଭବିଷ୍ୟତରେ ଭାରତରେ ସାମୁଦ୍ରିକ ଅର୍ଥନୀତିର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ‘ଅମୃତ କାଳ ଭିଜନ ୨୦୪୭' ସହିତ ସଂଯୁକ୍ତ ୨୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପ ଗୁଡିକର ଉଦ୍ଘାଟନ କରିବା ସହ ତାହାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ l ଦେଶର ସାମୁଦ୍ରିକ କ୍ଷେତ୍ରରେ ପୁଞ୍ଜିନିବେଶ ଆକୃଷ୍ଟ କରିବା ପାଇଁ ଏହି ଶିଖର ସମ୍ମିଳନୀ ଏକ ଉତ୍କୃଷ୍ଟ ମଞ୍ଚ ପ୍ରଦାନ କରୁଛି ।କର୍ଣ୍ଣାଟକର ମାଣ୍ଡ୍ୟା ଠାରେ ବିକାଶ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ମୂଳ ପାଠ
March 12th, 12:35 pm
ମୁଁ ଆଦି ଚୁନଚୁନାଗିରୀ ଏବଂ ମେଲୁକୋଟେର ଗୁରୁମାନଙ୍କ ସମ୍ମୁଖରେ ମଧ୍ୟ ପ୍ରଣାମ କରୁଛି, ସେମାନଙ୍କର ଆଶୀର୍ବାଦ କାମନାକରୁଛି ।କର୍ଣ୍ଣାଟକର ମାଣ୍ଡ୍ୟା ଠାରେ ପ୍ରମୁଖ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
March 12th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ମାଣ୍ଡ୍ୟା ଠାରେ ପ୍ରମୁଖ ବିକାଶମୂଳକ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଏବଂ ଲୋକାର୍ପିତ କରିଛନ୍ତି । ଯେଉଁ ପ୍ରକଳ୍ପ ଗୁଡ଼ିକ ସେ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି, ସେଗୁଡିକ ମଧ୍ୟରେ ବେଙ୍ଗାଲୁରୁ – ମହୀଶୂର ଏକ୍ସପ୍ରେସୱେ ଅନ୍ତର୍ଭୁକ୍ତ ଏବଂ ସେ ମଧ୍ୟ ମହୀଶୂର – କୁଶାଲନଗର ୪ - ଲେନ ବିଶିଷ୍ଟ ରାଜପଥର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।We stamped out terrorism in the last eight years with resolute actions: PM Modi in Jamnagar
November 28th, 02:15 pm
Addressing his third public meeting of the day, The Prime Minister said, “It is equally important for a developed India to be a self-reliant India. And that's why Gujarat's industries, MSMEs-small scale industries have a huge role to play. Jamnagar's brass industry and bandhani art have received a lot of support over the years. Today, Jamnagar produces everything from pins to aeroplane parts”.