Cabinet approves 4-lane road project in Bihar worth Rs.3,822.31 crore
September 24th, 03:07 pm
The Cabinet Committee on Economic Affairs, chaired by PM Modi, has approved the 4-lane Sahebganj-Areraj-Bettiah road project in Bihar at Rs. 3,822.31 crore. The project will improve access to key heritage and Buddhist sites, strengthening the Buddhist circuit and tourism in Bihar. It will also improve employment opportunities, boosting regional growth.କିଷାନ ମାନ ଧନ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
September 09th, 05:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡଖଣ୍ଡର ରାଞ୍ଚିଠାରେ ସେପ୍ଟେମ୍ବର 12, 2019ରେ କିଷାନ ମାନ ଧନ ଯୋଜନାର ଶୁଭାରମ୍ଭ କରିବେ ।ଝାଡଖଣ୍ଡର ସାହେବଗଞ୍ଜଠାରେ ଏକାଧିକ ବିକାଶ ପ୍ରକଳ୍ପର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
April 06th, 12:59 pm
ଆଜି ଏକ ବହୁତ ବଡ଼ ମହତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ଯାହା ଝାଡଖଣ୍ଡ ଏବଂ ବିହାରକୁ ଯୋଡୁ ଅଛି । ଗଙ୍ଗା ଉପରେ ଦୁଇଟି ରାଜ୍ୟକୁ ଯୋଡୁଥିବା ସବୁଠାରୁ ବଡ଼ ସେତୁ 2,200 କୋଟି ଟଙ୍କାରୁ ଅଧିକ ବିନିଯୋଗ ଏବଂ ଏହା କେବଳ ଦୁଇଟି ରାଜ୍ୟକୁ ଯୋଡୁଛି ତାହା ନୁହେଁ ଏହା ବିକାଶର ନୂଆ ଦ୍ୱାରକୁ ଉନ୍ମୁକ୍ତ କରୁଛି । ଆପଣ ଏହିଠାରୁ ପୂର୍ବ ଭାରତର ବିଶାଳ ଦୃଷ୍ଟିଭଙ୍ଗି ସହିତ ନିଜକୁ ସିଧା ଯୋଡିବା ପାଇଁ ଏହି ସେତୁ ନିର୍ମାଣ ହେବା ଦ୍ୱାରା ଆପଣ ମାନଙ୍କୁ ସୁଯୋଗ ମିଳୁଛି । ମୁଁ ବିହାରବାସୀଙ୍କୁ ଅଭିନନ୍ଦନ ଦେଉଛି ।ଝାଡଖଣ୍ଡରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
April 06th, 12:58 pm
ଦ୍ଵିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଜାତୀୟ ରାଜପଥର ଗୋବିନ୍ଦପୁର-ଜାମତରା-ଦୁମକା-ସାହେବଗଞ୍ଜ ସେକ୍ସନରେ 311 କିଲୋମିଟର ସଡକର ଉଦ୍ଘାଟନ କରିଥିଲେ । ସେହିପରି ସାହେବଗଞ୍ଜ ଜିଲ୍ଲା କୋର୍ଟ ଏବଂ ସଦର ମହକୁମା ହସ୍ପିଟାଲ ପରିସରରେ ସୌରଶକ୍ତି ପ୍ରକଳ୍ପକୁ ଲୋକାର୍ପଣ କରିଥିଲେ ।