ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା ସମୟରେ ଛାତ୍ରଛାତ୍ରୀ ଏବଂ ଟ୍ରେନ୍ ଲୋକୋ ପାଇଲଟମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

January 05th, 08:50 pm

ହମ୍ ତୋଡ ରହେ ହେଁ ଜୀ ଜୀଉରେଁ , ହମ ବଦଲ ରହେ ହେଁ, ତକଦିରେଁ

ନମୋ ଭାରତ ଟ୍ରେନରେ ଛାତ୍ରଛାତ୍ରୀ ଏବଂ ଲୋକୋ ପାଇଲଟ୍‌ଙ୍କ ସହ ଭାବ ବିନିମୟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

January 05th, 08:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସାହିବାବାଦ ଆରଆରଟିଏସ୍ ଷ୍ଟେସନ୍‌ରୁ ନ୍ୟୁ ଅଶୋକ ନଗର ଆରଆରଟିଏସ୍ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା କରିଥିଲେ । ତାଙ୍କର ଏହି ଯାତ୍ରା ସମୟରେ ସେ ଯୁବ ବନ୍ଧୁମାନଙ୍କ ସହିତ ଭାବ ବିନିମୟ କରିଥିଲେ, ଯେଉଁମାନେ ତାଙ୍କୁ ଅନେକ ପେଣ୍ଟିଂ ଏବଂ କଳାକୃତି ଉପହାର ଦେଇଥିଲେ ।

ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 05th, 12:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା କରିଥିଲେ ପ୍ରଧାନମନ୍ତ୍ରୀ । ଆଞ୍ଚଳିକ ଯୋଗାଯୋଗ ବୃଦ୍ଧି ଏବଂ ଯାତ୍ରାକୁ ସହଜ କରିବା ଏହି ପ୍ରକଳ୍ପଗୁଡ଼ିକର ମୁଖ୍ୟ ଲକ୍ଷ୍ୟ ରହିଛି ।

ନୂଆଦିଲ୍ଲୀରେ ଜାନୁଆରୀ ୫ ତାରିଖରେ ୧୨ ହଜାର ୨୦୦ କୋଟିର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

January 04th, 05:00 pm

ନୂଆଦିଲ୍ଲୀରେ ଜାନୁଆରୀ ୫ ତାରିଖରେ ୧୨ ହଜାର ୨୦୦ କୋଟି ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିବେ । ପୂର୍ବାହ୍ନ ୧୧ଟା ୧୫ ମିନିଟ ବେଳକୁ ନମୋ ଭାରତ ଟ୍ରେନରେ ପ୍ରଧାନମନ୍ତ୍ରୀ ମୋଦୀ ସାହିବାବାଦ ଆରଆରଟିଏସ ଷ୍ଟେସନଠାରୁ ନ୍ୟୁ ଅଶୋକନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ଯାତ୍ରା କରିବେ । ପ୍ରାୟ ୪ ହଜାର ୬ ଶହ କୋଟି ଟଙ୍କାର ୧୩ କିଲୋମିଟର ବ୍ୟାପୀ ଦିଲ୍ଲୀ-ଗାଜିଆବାଦ-ମିରଟ ନମୋ ଭାରତ କରିଡରକୁ ପ୍ରଧାନମନ୍ତ୍ରୀ ମୋଦୀ ଉଦଘାଟନ କରିବେ ।