Ganga Expressway to become new lifeline of Uttar Pradesh’s development: PM Modi in Hardoi
April 29th, 11:35 am
PM Modi inaugurated the 594-km access-controlled Ganga Expressway in Hardoi, calling it a new lifeline for Uttar Pradesh’s development that will boost connectivity, support farmers and create industrial opportunities across multiple districts. He said the expressway will also bring the possibilities of the NCR closer and strengthen the state’s role in the journey towards Viksit Bharat.ଉତ୍ତରପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଦୀର୍ଘ ଆକ୍ସେସ୍ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 29th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଭଗବାନ ନରସିଂହଙ୍କ ପବିତ୍ର ଭୂମି ଏବଂ ମାତ୍ର କିଛି କିଲୋମିଟର ଦୂରରେ ପ୍ରବାହିତ ମା ଗଙ୍ଗାଙ୍କ ଦିବ୍ୟ ଉପସ୍ଥିତିକୁ ପ୍ରଣିପାତ କରି ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ ଦୃଢ଼ ଭାବରେ କହିଥିଲେ ଯେ ଏ ସମଗ୍ର ଅଞ୍ଚଳ ଗଙ୍ଗାନଦୀର ଆଧ୍ୟାତ୍ମିକ ଏବଂ ପୁଷ୍ଟିକର କୃପାପ୍ରାପ୍ତ ଏକ ତୀର୍ଥସ୍ଥଳ। ଏହି ଏକ୍ସପ୍ରେସୱେ କିଛି ଘଣ୍ଟା ମଧ୍ୟରେ ପବିତ୍ର ସ୍ଥାନକୁ ଯାତ୍ରାକୁ ରୂପାନ୍ତରିତ କରିବ ବୋଲି ଉଲ୍ଲେଖ କରି ମୋଦୀ କହିଥିଲେ,ଉତ୍ତର ପ୍ରଦେଶକୁ ଏକ୍ସପ୍ରେସୱେ ମଧ୍ୟ ମା ଗଙ୍ଗାଙ୍କ ଆଶୀର୍ବାଦ।Prime Minister condoles the loss of lives in an accident in Sambhal, Uttar Pradesh
July 05th, 10:17 am
Prime Minister Shri Narendra Modi today condoled the loss of lives in an accident in Sambhal, Uttar Pradesh. He announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.ଉତ୍ତରପ୍ରଦେଶର ସମ୍ବଲଠାରେ କଳକୀଧାମର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 19th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ସମ୍ବଲଠାରେ ଶ୍ରୀକଳ୍କୀଧାମର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ ବିଶାଳ ଜନସାଧାରଣଙ୍କୁ ସମ୍ବୋଧନ ଓ ଉଦ୍ବୋଧନ ଦେଇଛନ୍ତି । ଏହି ଅବସରରେ ଉପସ୍ଥିତ ସାଧୁସନ୍ଥମାନଙ୍କୁ ସମ୍ବୋଧନ କରି କହିଛନ୍ତି ‘ଜୟ ମା’ କେଲା ଦେବୀ, ଜୟ ବୁଢେ ବାବାକୀ ଜୟ, ଭାରତ ମାତା କି ଜୟ ସମସ୍ତ ସଭ୍ୟମାନଙ୍କୁ ନିଜ ନିଜ ସ୍ଥାନ ଗ୍ରହଣ କରିବା ପାଇଁ ଅନୁରୋଧ କରୁଛି ।’ ଏହା ପରେ ଉତ୍ତରପ୍ରଦେଶର ଶକ୍ତିଶାଳୀ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଯୋଗୀ ଆଦିତ୍ୟନାଥ ଜୀ, ପୂଜ୍ୟ ଶ୍ରୀ ଅବଧେଷାନନ୍ଦ ଗିରିଜୀ, କଳ୍କୀଧାମର ମୁଖ୍ୟ ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ୍ଜୀ, ପୂଜ୍ୟ ସ୍ୱାମୀ କୈଳାସ ନନ୍ଦ ବ୍ରହ୍ମଚାରୀ ଜୀ, ପୂଜ୍ୟ ଜଗତ୍ଗୁରୁ ଶ୍ରୀ ରିତେଶ୍ୱର ଜୀ, ଭାରତର ବିଭିନ୍ନ ପ୍ରାନ୍ତରରୁ ଆସିଥିବା ପୂଜ୍ୟ ସନ୍ଥଗଣ ଏବଂ ପ୍ରିୟ ଶ୍ରଦ୍ଧାବାନ ଭାଇ ଓ ଭଉଣୀମାନେ, ଆପଣମାନେ ନିଜ ନିଜ ସ୍ଥାନ ଗ୍ରହଣ କରନ୍ତୁ କହି ନିଜର ବକ୍ତବ୍ୟ ଉପସ୍ଥାପନ କରିଛନ୍ତି।ଉତ୍ତର ପ୍ରଦେଶର ସମ୍ଭାଲ ଠାରେ ଶ୍ରୀ କଳ୍କୀ ଧାମ ମନ୍ଦିରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
February 19th, 10:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ସମ୍ଭାଲ ଜିଲ୍ଲାରେ ଶ୍ରୀ କଳ୍କୀ ଧାମ ମନ୍ଦିରର ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ କଳ୍କୀ ଧାମ ମନ୍ଦିରର ମଡେଲକୁ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ କଳ୍କୀ ଧାମ ନିର୍ମାଣ ଟ୍ରଷ୍ଟ ଦ୍ୱାରା ଶ୍ରୀ କଳ୍କୀ ଧାମ ନିର୍ମାଣ କରାଯାଉଛି ଯାହାର ଅଧ୍ୟକ୍ଷ ହେଉଛନ୍ତି ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍ । ଏହି କାର୍ଯ୍ୟକ୍ରମରେ ବହୁ ସାଧୁସନ୍ଥ, ଧାର୍ମିକ ନେତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଛନ୍ତି ।ଫେବ୍ରୁଆରୀ ୧୯ରେ ଶ୍ରୀ କଲ୍କି ଧାମର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
February 01st, 09:10 pm
ଶ୍ରୀ କଲ୍କି ଧାମର ଶିଳାନ୍ୟାସ ପାଇଁ ଶ୍ରୀ ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣନ୍ଙ୍କ ନିମନ୍ତ୍ରଣ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କୁ ଧନ୍ୟବାଦ ଦେଇଛନ୍ତି ।