ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିହାରର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ
December 22nd, 03:33 pm
ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
November 20th, 01:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ନୀତିଶ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ଯେ, ଶ୍ରୀ ନୀତିଶ କୁମାର ଜଣେ ଅଭିଜ୍ଞ ପ୍ରଶାସକ ଯାହାଙ୍କର ବହୁ ବର୍ଷ ଧରି ସୁଶାସନର ପ୍ରମାଣିତ ରେକର୍ଡ ରହିଛି । ତାଙ୍କର ଆଗାମୀ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭକାମନା ।Bihar has defeated lies and upheld the truth: PM Modi from BJP HQ post NDA’s major victory
November 14th, 07:30 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.After NDA’s landslide Bihar victory, PM Modi takes the centre stage at BJP HQ
November 14th, 07:00 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.ବିହାରର ଦରଭଙ୍ଗାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 13th, 11:00 am
ରାଜ ଜନକ, ମାତା ସୀତା, କବିରାଜ ବିଦ୍ୟାପତିଙ୍କର ଏହି ପବିତ୍ର ମିଥିଲା ଭୂମିକୁ ପ୍ରଣାମ କରୁଛି । ଜ୍ଞାନ-ଧ୍ୟାନ-ପାନ୍-ମାଖନ...ଏହି ସମୃଦ୍ଧ ଗୌରବମୟ ଭୂମିରେ ଆପଣମାନେ ସମସ୍ତଙ୍କୁ ଅଭିନନ୍ଦନ ଦିଅନ୍ତୁ ।ପ୍ରଧାନମନ୍ତ୍ରୀ ବିହାରରେ ୧୨,୧୦୦ କୋଟି ଟଙ୍କାର ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ
November 13th, 10:45 am
ବିହାରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ସ୍ୱାସ୍ଥ୍ୟ, ରେଳ, ସଡ଼କ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ସମ୍ବନ୍ଧିତ ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିହାର ଉପମୁଖ୍ୟମନ୍ତ୍ରୀ
February 05th, 05:15 pm
ବିହାର ଉପମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ କୁମାର ସିହ୍ନା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
January 28th, 06:35 pm
ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ସେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ ସିହ୍ନାଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।