ଫଳାଫଳ ତାଲିକା: ଷୋଡଶ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଜାପାନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
July 02nd, 10:39 pm
ଏହି ସେମିକଣ୍ଡକ୍ଟର, ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ, ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା ସମେତ ଏଆଇ, ସ୍ୱଚ୍ଛ ଶକ୍ତି ଏବଂ ଔଷଧ ସମେତ ପ୍ରମୁଖ କ୍ଷେତ୍ରଗୁଡିକରେ ମିଳିତ ସ୍ଥିରତା ବୃଦ୍ଧି ପାଇଁ ପ୍ରକଳ୍ପ-ଆଧାରିତ ସହଯୋଗକୁ ପ୍ରୋତ୍ସାହିତ କରିବ । ଭାରତ-ଜାପାନ ତଥ୍ୟ ପତ୍ର ୨.୦ ଏହି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ବର୍ଦ୍ଧିତ ଭାରତ-ଜାପାନ ମଧ୍ୟରେ ଜି୨ଜି ଏବଂ ବି୨ବି ସମ୍ପର୍କର ବର୍ଦ୍ଧିତ ପରିସରକୁ ରେଖାଙ୍କିତ କରୁଛି।16th India-Japan Annual Summit Joint Statement
July 02nd, 10:22 pm
At the 16th India–Japan Annual Summit, PM Modi and Japanese Prime Minister Sanae Takaichi reaffirmed their commitment to advancing the India–Japan Special Strategic and Global Partnership through deeper cooperation in defence, economic security, clean energy, AI, technology, investment and people-to-people ties. The Joint Statement also sets the stage for celebrating the 75th anniversary of India–Japan diplomatic relations next year.India-Japan Joint Statement on cooperation in the field of Artificial Intelligence (AI)
July 02nd, 10:14 pm
PM Modi and Japanese Prime Minister Sanae Takaichi agreed to deepen India-Japan cooperation in Artificial Intelligence with a shared vision for a safe, trusted and human-centric AI ecosystem. The partnership will drive collaboration in AI governance, digital infrastructure, research, innovation and talent development, while supporting resilient AI growth across the Indo-Pacific and the Global South.ଉର୍ଜ୍ଜା ସ୍ଥିରତା ସମ୍ପର୍କରେ ଭାରତର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ଓ ଜାପାନର ଅର୍ଥ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ମଧ୍ୟରେ ମିଳିତ ଘୋଷଣାନାମା
July 02nd, 10:04 pm
୨୦୨୬ ଜୁଲାଇ ୨ ତାରିଖରେ, ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଜାପାନର ପ୍ରଧାନମନ୍ତ୍ରୀ ମାନ୍ୟବର ତାକାଇଚି ସାନାଏ ନୂଆଦିଲ୍ଲୀଠାରେ ସାକ୍ଷାତ କରିଥିଲେ। ଏହି ଅବସରରେ ବର୍ତ୍ତମାନର ଭୂ-ରାଜନୈତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏସିଆର ଦାୟିତ୍ୱବାନ ଶକ୍ତି ଏବଂ ପ୍ରମୁଖ ଶକ୍ତି-ଉପଭୋକ୍ତା ଦେଶ ଭାବରେ ମିଳିତ ହୋଇ ଉର୍ଜ୍ଜା ସ୍ଥିରତାକୁ ସୁଦୃଢ଼ କରିବା ପାଇଁ ଉଭୟ ନେତା ନିଜର ଆଗ୍ରହ ପ୍ରକାଶ କରିଥିଲେ।ଭାରତ-ଜାପାନ ବିଜନେସ୍ ଫୋରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
July 02nd, 03:35 pm
କିଛି ସମୟ ପୂର୍ବରୁ, ଆମେ ହରିୟାଣାର ଖରଖୋଦାରେ ମାରୁତି ସୁଜୁକିର ନୂତନ ମାନୁଫାକ୍ଚରିଂ ପ୍ଲାଣ୍ଟର ଉଦ୍ଘାଟନ କରିଥିଲୁ । ଆଜି, ବିଶ୍ୱବ୍ୟାପୀ ସୁଜୁକିର ପ୍ରାୟ ଦୁଇ-ତୃତୀୟାଂଶ କାର ଭାରତରେ ତିଆରି ହେଉଛି ଏବଂ ୧୦୦ରୁ ଅଧିକ ଦେଶକୁ ରପ୍ତାନି କରାଯାଉଛି ।ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
July 02nd, 01:30 pm
ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ତାକାଇଚିଙ୍କୁ ଭାରତରେ ସ୍ୱାଗତ ଜଣାଇ ମୁଁ ଅତ୍ୟନ୍ତ ଆନନ୍ଦିତ। ଏହା ତାଙ୍କର ପ୍ରଥମ ଭାରତ ଗସ୍ତ।ଜାପାନର ପ୍ରତିନିଧି ସଭା ନିର୍ବାଚନରେ ଐତିହାସିକ ବିଜୟ ପାଇଁ ସାନାଇ ତାକାଇଚିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
February 08th, 09:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପ୍ରତିନିଧି ସଭା ନିର୍ବାଚନରେ ଉଲ୍ଲେଖନୀୟ ବିଜୟ ପାଇଁ ମହାମହିମ ସାନାଇ ତାକାଇଚିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ଜି-୨୦ ନେତାମାନଙ୍କ ଶିଖର ସମ୍ମିଳନୀ ଅବସରରେ ଜାପାନର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 23rd, 09:46 pm
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗଠାରେ ଜି-୨୦ ନେତାମାନଙ୍କ ଶିଖର ସମ୍ମିଳନୀ ଅବସରରେ ଜାପାନର ପ୍ରଧାନମନ୍ତ୍ରୀ ମାନ୍ୟବର ସାନାଏ ତାକାଇଚିଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ୨୯ ଅକ୍ଟୋବର ୨୦୨୫ରେ ସେମାନଙ୍କ ଟେଲିଫୋନ୍ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ତାକାଇଚିଙ୍କ ସହ ଏହା ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ବୈଠକ ଥିଲା ।ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ; ଭାରତ-ଜାପାନ ବିଶ୍ୱସ୍ତରୀୟ ସହଭାଗିତା ଆଗକୁ ବଢ଼ାଇବାକୁ ଆଲୋଚନା
October 29th, 01:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କ ସହ କଥା ହୋଇଛନ୍ତି ।ଜାପାନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ସାନେ ତାକାଇଚିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 21st, 11:24 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜାପାନର ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀମତୀ ସାନେ ତାକାଇଚିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ଏକ୍ସରେ ତାଙ୍କ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ମୋଦୀ ଭାରତ-ଜାପାନ ସ୍ୱତନ୍ତ୍ର ରଣନୈତିକ ଏବଂ ବିଶ୍ୱ ସହଭାଗିତାକୁ ଆହୁରି ମଜବୁତ କରିବା ପାଇଁ ପ୍ରତିବଦ୍ଧତା ପ୍ରକାଶ କରିଛନ୍ତି ।