ଏସିଆନ୍ ପାରା ଗେମ୍ସ ୨୦୨୨ରେ ଟେବୁଲ ଟେନିସ ପୁରୁଷ ସିଙ୍ଗଲ୍ସ - ପ୍ରଥମ ଶ୍ରେଣୀ ଇଭେଣ୍ଟରେ ସନ୍ଦୀପ ଡାଙ୍ଗୀ ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

October 25th, 04:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚାଇନାର ହାଙ୍ଗଜୋଠାରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ଟେବୁଲ ଟେନିସ ପୁରୁଷ ସିଙ୍ଗଲ୍ସ - ଶ୍ରେଣୀ ୧ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ସନ୍ଦୀପ ଡାଙ୍ଗୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।