ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।RJD and Congress are pushing Bihar’s youth towards crime and ‘rangdari’: PM Modi in Bettiah, Bihar
November 08th, 11:30 am
Addressing a massive rally in Bettiah, PM Modi accused the RJD and Congress of pushing the state’s youth towards crime and ‘rangdari’. Speaking about the GST Bachat Utsav, the PM highlighted that today, essential items carry either zero or minimal GST, making everyday goods much more affordable. Urging the crowd to take out their phones and switch on the flashlight, he said, “This light in your hands shows the path to a Viksit Bihar.”Unstoppable wave of support as PM Modi addresses rallies in Sitamarhi and Bettiah, Bihar
November 08th, 11:00 am
PM Modi today addressed large and enthusiastic gatherings in Sitamarhi and Bettiah, Bihar, seeking blessings in the sacred land of Mata Sita and highlighting the deep connection between faith and nation-building. Recalling the events of November 8, 2019, when he had prayed for a favourable Ayodhya verdict before heading for an inauguration the following day, he said he had now come to Sitamarhi to seek the people’s blessings for a Viksit Bihar.NDA freed Bihar from Naxalism and Maoist terror — now you can live and vote fearlessly: PM Modi in Begusarai
October 24th, 12:09 pm
Addressing a massive public rally in Begusarai, PM Modi stated, On one side, there is the NDA, an alliance with mature leadership, and on the other, there is the 'Maha Lathbandhan'. He highlighted that nearly 90% of purchases in the country are of Swadeshi products, benefiting small businesses. The PM remarked that the NDA has freed Bihar from Naxalism and Maoist terror, and that every vote of the people of Bihar will help build a peaceful, prosperous state.We’re connecting Bihar’s heritage with employment, creating new opportunities for youth: PM Modi in Samastipur
October 24th, 12:04 pm
Ahead of the Bihar Assembly elections, PM Modi kickstarted the NDA’s campaign by addressing a grand public meeting in Samastipur, Bihar. He said, “The trumpet of the grand festival of democracy has sounded. The entire Bihar is saying, ‘Phir Ek Baar NDA Sarkar!’” Remembering Bharat Ratna Jan Nayak Karpoori Thakur ji, the PM said, “It is only due to his blessings that people like us, who come from humble and backward families, are able to stand on this stage today.”PM Modi addresses enthusiastic crowds in Bihar’s Samastipur and Begusarai
October 24th, 12:00 pm
Ahead of the Bihar Assembly elections, PM Modi kickstarted the NDA’s campaign by addressing massive gatherings in Samastipur and Begusarai, Bihar. He said, “The trumpet of the grand festival of democracy has sounded. The entire Bihar is saying, ‘Phir Ek Baar NDA Sarkar!’” Remembering Bharat Ratna Jan Nayak Karpoori Thakur ji, the PM remarked, “It is only due to his blessings that people like us, who come from humble and backward families, are able to stand on this stage today.”କର୍ଣ୍ଣାଟକର ବେଙ୍ଗଲୁରରେ ବିଭିନ୍ନ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 10th, 01:30 pm
କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାଓ୍ୱରଚନ୍ଦ ଗହଲୋଟ ଜୀ, ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜୀ, କେନ୍ଦ୍ରରେ ମୋର ସହଯୋଗୀ ମନୋହରଲାଲ ଖଟ୍ଟର ଜୀ, ଏଚ୍ ଡି କୁମାରସ୍ୱାମୀ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ବି. ସୋମନ୍ନା ଜୀ, ସୁଶ୍ରୀ ଶୋଭା ଜୀ, ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଜୀ, କର୍ଣ୍ଣାଟକ ସରକାରଙ୍କ ମନ୍ତ୍ରୀ ବି.ସୁରେଶ ଜୀ, ବିରୋଧୀ ଦଳ ନେତା ଆର୍. ଅଶୋକ ଜୀ, ସାଂସଦ ତେଜସ୍ୱୀ ସୂର୍ଯ୍ୟା ଜୀ, ଡାକ୍ତର ମଂଜୁନାଥ ଜୀ, ଏମଏଲଏ ବିଜୟେନ୍ଦ୍ର ୟେଡିୟୁରପ୍ପା ଜୀ ଓ କର୍ଣ୍ଣାଟକର ମୋର ଭାଇ ଓ ଭଉଣୀମାନେ,କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୨୨,୮୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 10th, 01:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବାଙ୍ଗାଲୋର ମେଟ୍ରୋ ପର୍ଯ୍ୟାୟ - ୩ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେ ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ତିନୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ, , କର୍ଣ୍ଣାଟକର ଭୂମିରେ ପାଦ ଦେବା ପରେ ଏହି ସ୍ଥାନରେ ସେ ଆପଣାର ଭାବନାକୁ ଅନୁଭବ କରିଥିଲେ। କର୍ଣ୍ଣାଟକ ସଂସ୍କୃତିର ସମୃଦ୍ଧି, ଏହାର ଲୋକଙ୍କ ସ୍ନେହ ଏବଂ କନ୍ନଡ ଭାଷାର ମଧୁରତା, ଯାହା ହୃଦୟକୁ ଗଭୀର ଭାବରେ ସ୍ପର୍ଶ କରେ, ସେସବୁ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ବେଙ୍ଗାଲୁରୁର ଅଧିଷ୍ଠାତ୍ରୀ ଦେବୀ ଆନ୍ନାମ୍ମା ଥାଇଙ୍କ ଚରଣରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଶହ ଶହ ବର୍ଷ ପୂର୍ବେ ନାଦପ୍ରଭୁ କେମ୍ପେଗୌଡ଼ା ବେଙ୍ଗାଲୁରୁ ସହରର ମୂଳଦୁଆ ସ୍ଥାପନ କରିଥିଲେ । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ କେମ୍ପେଗୌଡ଼ା ପରମ୍ପରାକୁ ମୂଳରେ ରଖି ଏକ ସହରର କଳ୍ପନା କରିଥିଲେ ଏବଂ ପ୍ରଗତିର ନୂତନ ଶିଖରରେ ପହଞ୍ଚିଥିଲେ। ବେଙ୍ଗାଲୁରୁ ସର୍ବଦା ସେହି ଭାବନାକୁ ବଞ୍ଚାଇ ରଖିଛି ଏବଂ ଏହାକୁ ସଂରକ୍ଷଣ କରିଆସିଛି ଏବଂ ଆଜି, ବେଙ୍ଗାଲୁରୁ ସେହି ସ୍ୱପ୍ନକୁ ସାକାର କରୁଛି,ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।ଜମ୍ମୁ ଏବଂ କଶ୍ମୀରର କଟରାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 06th, 12:50 pm
ଜମ୍ମୁ ଏବଂ କଶ୍ମୀରର ଲେଫ୍ଟନାଣ୍ଟ ରାଜ୍ୟପାଳ ମନୋଜ ସିହ୍ନା, ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ଜିତେନ୍ଦ୍ର ସିଂହ, ଭି ସୋମନ୍ନା, ଉପମୁଖ୍ୟମନ୍ତ୍ରୀ ସୁରେନ୍ଦ୍ର କୁମାର, ଜମ୍ମୁ ଏବଂ କଶ୍ମୀର ବିଧାନସଭା ବିରୋଧୀ ଦଳ ନେତା ସୁନୀଲ, ସଂସଦରେ ମୋର ସହଯୋଗୀ ଯୁଗଳ କିଶୋର, ଅନ୍ୟାନ୍ୟ ଜନପ୍ରତିନିଧି ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ । ଏହା ବୀର ଜୋରାୱର ସିଂହଙ୍କ ଭୂମି, ମୁଁ ଏହି ଭୂମିକୁ ପ୍ରଣାମ ଜଣାଉଛି ।ଜାମ୍ମୁ ଏବଂ କାଶ୍ମୀରରେ 46,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 06th, 12:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାମ୍ମୁ ଏବଂ କାଶ୍ମୀରର କଟରା ଠାରେ 46,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ସାହସୀ ବୀର ଜୋରାୱାର ସିଂହଙ୍କ ଭୂମିକୁ ପ୍ରଣାମ କରି ସେ କହିଛନ୍ତି ଯେ, ଆଜିର କାର୍ଯ୍ୟକ୍ରମ ଭାରତର ଏକତା ଏବଂ ସଂକଳ୍ପର ଏକ ମହାନ ଉତ୍ସବ। ମାତା ବୈଷ୍ଣୋ ଦେବୀଙ୍କ ଆଶୀର୍ବାଦରେ, କାଶ୍ମୀର ଉପତ୍ୟକା ଏବେ ଭାରତର ବିଶାଳ ରେଳ ନେଟୱାର୍କ ସହିତ ସଂଯୁକ୍ତ ବୋଲି ଶ୍ରୀ ମୋଦୀ କହିଛନ୍ତି। ଆମେ ସର୍ବଦା ଗଭୀର ଶ୍ରଦ୍ଧାର ସହିତ ମାଆ ଭାରତୀଙ୍କୁ 'କାଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ' ଡାକି ଆସିଛୁ, ବୋଲି ଉଲ୍ଲେଖ କରି , ଆଜି ଏହା ଆମର ରେଳ ନେଟୱାର୍କରେ ମଧ୍ୟ ବାସ୍ତବତାରେ ପରିଣତ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ଜୋର ଦେଇ କହିଥିଲେ ଯେ, ଉଧମପୁର – ଶ୍ରୀନଗର - ବାରମୂଳା ରେଳ ଲାଇନ ପ୍ରକଳ୍ପ କେବଳ ଏକ ନାମ ନୁହେଁ , ବରଂ ଜାମ୍ମୁ ଏବଂ କାଶ୍ମୀରର ନୂତନ ଶକ୍ତିର ପ୍ରତୀକ ଏବଂ ଭାରତର ବର୍ଦ୍ଧିତ କ୍ଷମତାର ପ୍ରମାଣ। ଏହି କ୍ଷେତ୍ରରେ ରେଳ ଭିତ୍ତିଭୂମି ଏବଂ ସଂଯୋଗୀକରଣକୁ ବୃଦ୍ଧି କରିବାର ପ୍ରତିବଦ୍ଧତା ସହିତ, ସେ ଚେନାବ ଏବଂ ଅଞ୍ଜି ରେଳ ସେତୁର ଉଦଘାଟନ କରିଥିଲେ ଏବଂ ବନ୍ଦେ ଭାରତ ଟ୍ରେନଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ, ଯାହା ଜାମ୍ମୁ ଏବଂ କାଶ୍ମୀର ମଧ୍ୟରେ ସଂଯୋଗୀକରଣକୁ ବୃଦ୍ଧି କରିବ। ଏହା ସହିତ, ଶ୍ରୀ ମୋଦୀ ଜାମ୍ମୁରେ ଏକ ନୂତନ ମେଡିକାଲ କଲେଜର ଶିଳାନ୍ୟାସ ମଧ୍ୟ କରିଥିଲେ, ଯାହା ଏହି ଅଞ୍ଚଳରେ ସ୍ୱାସ୍ଥ୍ୟସେବା ସୁବିଧାକୁ ସୁଦୃଢ଼ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଆହୁରି ଦୃଢ଼ କରୁଛି। ସେ ଆହୁରି ମଧ୍ୟ କହିଥିଲେ, 46,000 କୋଟି ଟଙ୍କାର ପ୍ରକଳ୍ପ ଜାମ୍ମୁ ଏବଂ କାଶ୍ମୀରରେ ବିକାଶକୁ ତ୍ୱରାନ୍ୱିତ କରିବ, ପ୍ରଗତି ଏବଂ ସମୃଦ୍ଧିକୁ ଆଗେଇ ନେବ। ପ୍ରଧାନମନ୍ତ୍ରୀ ଅଭିବୃଦ୍ଧି ଏବଂ ପରିବର୍ତ୍ତନର ଏହି ନୂତନ ଯୁଗ ପାଇଁ ଲୋକମାନଙ୍କୁ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଥିଲେ।Our government is making the vision of women-led development the axis of development: PM Modi in Bhopal, Madhya Pradesh
May 31st, 11:00 am
PM Modi participated in the Devi Ahilyabai Mahila Sashaktikaran Mahasammelan and launched multiple projects in Bhopal, Madhya Pradesh. Quoting Devi Ahilyabai, he reiterated that true governance means serving the people and improving their lives. Emphasising the government’s commitment to increasing women's participation in policymaking, the PM highlighted the progressive steps taken over the past decade.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପ୍ରଦେଶର ଭୋପାଳ ଠାରେ ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ ଅବସରରେ ମହିଳା ସଶକ୍ତୀକରଣ ମହାସମ୍ମେଳନକୁ ସମ୍ବୋଧିତ କରିଛନ୍ତି
May 31st, 10:27 am
ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ ଅବସରରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଭୋପାଳରେ ଲୋକମାତା ଦେବୀ ଅହିଲ୍ୟାବାଇ ମହିଳା ସଶକ୍ତୀକରଣ ମହାସମ୍ମେଳନକୁ ସମ୍ବୋଧିତ କରିଥିଲେ। ସେ ଭୋପାଳରେ ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ମଧ୍ୟ କରିଥିଲେ। ଏହି କାର୍ଯ୍ୟକ୍ରମରେ ସେ 'ମା ଭାରତୀ'ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏବଂ ଭାରତର ମହିଳାମାନଙ୍କ ଶକ୍ତିକୁ ସ୍ୱୀକାର କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଶୀର୍ବାଦ ଦେବାକୁ ଆସିଥିବା ଭଉଣୀ ଏବଂ ଝିଅମାନଙ୍କର ବିଶାଳ ସମାବେଶ ପାଇଁ ସେ କୃତଜ୍ଞତା ପ୍ରକାଶ କରିଥିଲେ, କହିଥିଲେ ଯେ ସେମାନଙ୍କ ଉପସ୍ଥିତିରେ ସେ ସମ୍ମାନିତ ଅନୁଭବ କରୁଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ, ଆଜି ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ, 140 କୋଟି ଭାରତୀୟଙ୍କ ପାଇଁ ପ୍ରେରଣାର ଏକ ଅବସର ଏବଂ ରାଷ୍ଟ୍ର ନିର୍ମାଣର ସ୍ମାରକୀ ପ୍ରୟାସରେ ଯୋଗଦାନ ଦେବାର ଏକ ମୁହୂର୍ତ୍ତ। ଦେବୀ ଅହିଲ୍ୟାବାଇଙ୍କ ଉଦ୍ଧୃତି ଦେଇ, ସେ ପୁନର୍ବାର କହିଥିଲେ ଯେ, ପ୍ରକୃତ ଶାସନ ଅର୍ଥ ହେଉଛି ଲୋକଙ୍କ ସେବା କରିବା ଏବଂ ସେମାନଙ୍କ ଜୀବନକୁ ଉନ୍ନତ କରିବା। ସେ ମନ୍ତବ୍ୟ ଦେଇଥିଲେ ଯେ, ଆଜିର କାର୍ଯ୍ୟକ୍ରମ ତାଙ୍କ ଦୃଷ୍ଟିକୋଣକୁ ପ୍ରତିଫଳିତ କରେ ଏବଂ ତାଙ୍କ ଆଦର୍ଶକୁ ଆଗକୁ ବଢ଼ାଏ। ପ୍ରଧାନମନ୍ତ୍ରୀ ଇନ୍ଦୋର ମେଟ୍ରୋର ଶୁଭାରମ୍ଭ ଏବଂ ଦାତିଆ ଏବଂ ସତନା ପାଇଁ ବିମାନ ସଂଯୋଗୀକରଣ ସମ୍ପର୍କରେ ଉଲ୍ଲେଖ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ, ଏହି ପ୍ରକଳ୍ପଗୁଡ଼ିକ ମଧ୍ୟପ୍ରଦେଶରେ ଭିତ୍ତିଭୂମିକୁ ବୃଦ୍ଧି କରିବ, ବିକାଶକୁ ତ୍ୱରାନ୍ୱିତ କରିବ ଏବଂ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ସେ ଉପସ୍ଥିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ।Peace, security, education and development will reach every village without any hindrance: PM Modi in Karakat, Bihar
May 30th, 11:29 am
PM Modi laid the foundation and dedicated projects worth ₹48,520 crore in Karakat, Bihar, calling it a step towards fast-tracking the state’s development. He paid tribute to Bihar’s cultural roots, honoured the strength of Indian women, and reaffirmed India’s resolve by highlighting swift justice after the Pahalgam attack.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି
May 30th, 10:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ଉଲ୍ଲେଖ କରିଥିଲେ ଯେ, ଏହି ପବିତ୍ର ଭୂମିରେ ବିହାରର ବିକାଶକୁ ତ୍ୱରାନ୍ୱିତ କରିବାର ସୌଭାଗ୍ୟ ତାଙ୍କୁ ମିଳିଛି ଏବଂ ସେ 48,000 କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ଉପରେ ଆଲୋକପାତ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କୁ ଆଶୀର୍ବାଦ ଦେବାକୁ ଆସିଥିବା ବିଶାଳ ସମାବେଶକୁ ସ୍ୱୀକାର କରିଥିଲେ ଏବଂ ବିହାର ପ୍ରତି ସେମାନଙ୍କର ସ୍ନେହ ଏବଂ ପ୍ରେମ ପାଇଁ ଗଭୀର କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସେ ସର୍ବଦା ସେମାନଙ୍କର ସମର୍ଥନକୁ ସର୍ବୋଚ୍ଚ ସମ୍ମାନରେ ରଖିବେ ବୋଲି ଗୁରୁତ୍ୱ ଦେଇଥିଲେ। ସେ ବିହାରର ମାଆ ଏବଂ ଭଉଣୀମାନଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ।ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଏବଂ ବିହାରର ମଧୁବନିରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ
April 24th, 12:00 pm
ମୁଁ ମୋର ଭାଷଣ ଆରମ୍ଭ କରିବା ପୂର୍ବରୁ ଆପଣ ସମସ୍ତଙ୍କୁ ଅନୁରୋଧ କରିବାକୁ ଚାହେଁ, ଆପଣମାନେ ଯେଉଁଠି ବି ଅଛନ୍ତି, ସେହିଠାରେ ଆପଣଙ୍କ ସ୍ଥାନରେ ବସନ୍ତୁ, ଠିଆ ହେବାର ଆବଶ୍ୟକତା ନାହିଁ, ଆମେ ୨୨ ତାରିଖରେ ଯେଉଁ ପରିବାରବର୍ଗଙ୍କୁ ହରାଇଛୁ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ କିଛି ସମୟ ନିଜ ସ୍ଥାନରେ ବସିରହି ନିରବତା ଅବଲମ୍ବନ କରି, ନିଜ ନିଜ ଦେବତାଙ୍କୁ ସ୍ମରଣ କରି ସେ ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା। ଏହା ପରେ ମୁଁ ଆଜି ମୋର ଭାଷଣ ଆରମ୍ଭ କରିବି।ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ବିହାରର ମଧୁବନିଠାରେ ୧୩,୪୮୦ କୋଟିରୁ ଅଧିକ ଟଙ୍କାର ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 24th, 11:50 am
ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ମଧୁବନିଠାରେ ୧୩,୪୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି । ୨୨ ଏପ୍ରିଲ ୨୦୨୫ରେ ପହଲଗାମ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକମାନଙ୍କ ପାଇଁ ଏକ ମିନିଟ୍ ନୀରବତା ଅବଲମ୍ବନ କରିବା ସହ ଦିବଂଗତ ଆତ୍ମାମାନଙ୍କ ପାଇଁ ପ୍ରାର୍ଥନା କରିବାକୁ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କୁ ନିବେଦନ କରିଥିଲେ । ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ ପଞ୍ଚାୟତିରାଜ ଦିବସ ଅବସରରେ ସମଗ୍ର ଦେଶ ମିଥିଲା ଓ ବିହାର ସହ ସଂଯୁକ୍ତ ହୋଇଛି। ବିହାରର ବିକାଶ ଉଦ୍ଦେଶ୍ୟରେ ହଜାର ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ବୋଲି ସେ କହିଥିଲେ ଏବଂ ବିଦ୍ୟୁତ, ରେଳପଥ ଏବଂ ଭିତ୍ତିଭୂମି କ୍ଷେତ୍ରରେ ଏହି ପଦକ୍ଷେପ ବିହାରରେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଗୁରୁତ୍ୱାରୋପ କରିଥିଲେ। ସେ ମହାନ କବି ତଥା ଜାତୀୟ ପ୍ରତୀକ ରାମଧାରୀ ସିଂ ଦିନକରଜୀଙ୍କୁ ତାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।In the past 10 years, India has moved beyond incremental change to witness impactful transformation: PM Modi on Civil Services Day
April 21st, 11:30 am
PM Modi addressed civil servants on Civil Services Day, celebrating 75 years of the Constitution and Sardar Patel’s 150th birth anniversary. Emphasizing holistic development and next-gen reforms, he urged officers to drive impactful change and build a Viksit Bharat. He also conferred the PM’s Awards for Excellence in Public Administration.୧୭ତମ ପ୍ରଶାସନିକ ସେବା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
April 21st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 17ତମ ପ୍ରଶାସନିକ ସେବା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାସନିକ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପ୍ରଶାସନିକ ସେବା ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଚଳିତ ବର୍ଷ ଏହି ଦିବସ ପାଳନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, କାରଣ ଏହା ସମ୍ବିଧାନର 75ତମ ବର୍ଷ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150ତମ ଜନ୍ମବାର୍ଷିକୀ ବୋଲି ସେ ଉଲ୍ଲେଖ କରିଥିଲେ । ୨୧ ଏପ୍ରିଲ୍ ୧୯୪୭ରେ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ବକ୍ତବ୍ୟ, ଯେଉଁଥିରେ ସେ ସରକାରୀ କର୍ମଚାରୀମାନଙ୍କୁ 'ଭାରତର ଇସ୍ପାତ ସଂରଚନା' ବୋଲି କହିଥିଲେ, ତାହାକୁ ମନେ ପକାଇ, ଶ୍ରୀ ମୋଦୀ ପଟେଲଙ୍କର ଅମଲାତନ୍ତ୍ରକୁ ନେଇ ରହିଥିବା ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ଶୃଙ୍ଖଳା, ସଚ୍ଚୋଟତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖି ଦେଶକୁ ଅତ୍ୟନ୍ତ ସମର୍ପଣର ସହିତ ସେବା କରିବା ପାଇଁ କହିଥାଏ । ସେ ଭାରତକୁ ଏକ ବିକଶିତ ଭାରତ ହେବା ପାଇଁ ସଂକଳ୍ପ ପରିପ୍ରେକ୍ଷୀରେ ସର୍ଦ୍ଦାର ପଟେଲଙ୍କ ଆଦର୍ଶର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣ ଏବଂ ଐତିହ୍ୟକୁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ହରିୟାଣାର ହିସାର ବିମାନ ବନ୍ଦରର ନୂତନ ଟର୍ମିନାଲ ଭବନର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 14th, 11:00 am
ମୁଁ କହିବି, ବାବାସାହେବ ଆମ୍ବେଦକର, ଆପଣମାନେ ସମସ୍ତେ ଦୁଇଥର କୁହନ୍ତୁ, ଅମର ରହେ ! ଅମର ରହେ!