Viksit Haryana for Viksit Bharat, this is our resolve: PM Modi in Yamuna Nagar, Haryana
April 14th, 12:00 pm
PM Modi inaugurated and laid the foundation stone of various development projects in Yamuna Nagar, Haryana. He underlined that Haryana is witnessing the double speed of development under the Union & State governments. The PM expressed pride in advancing the vision of Dr. Ambedkar. He announced that the Thermal Power Plant will benefit Haryana. The PM honored the memory of Jallianwala Bagh patriots.ହରିୟାଣାର ଯମୁନାନଗରରେ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ତଥା ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 14th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ଯମୁନା ନଗରରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ହରିୟାଣାବାସୀଙ୍କୁ ଶୁଭେଚ୍ଛା ଜଣାଇ, ଏହାକୁ ମା' ସରସ୍ୱତୀଙ୍କ ଜନ୍ମସ୍ଥାନ, ମନ୍ତ୍ର ଦେବୀଙ୍କ ବାସସ୍ଥାନ, ପଞ୍ଚମୁଖୀ ହନୁମାନ ଜୀଙ୍କ ସ୍ଥାନ ଏବଂ କପାଳମୋଚନ ସାହିବଙ୍କ ଆଶୀର୍ବାଦପ୍ରାପ୍ତ ସ୍ଥାନ ଭାବରେ ସ୍ୱୀକାର କରି ହରିୟାଣାର ପବିତ୍ର ଭୂମିକୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ ଏହାକୁ ‘ସଂସ୍କୃତି, ଭକ୍ତି ଏବଂ ସମର୍ପଣର ସଂଗମ’ ଭାବରେ ବର୍ଣ୍ଣନା କରିଥିଲେ। ସେ ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅବସରରେ ସମସ୍ତ ନାଗରିକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ସେ ବାବାସାହେବଙ୍କ ଦୂରଦୃଷ୍ଟି ଏବଂ ପ୍ରେରଣାର ସ୍ମୃତିଚାରଣ କରିଥିଲେ, ଯାହା ଭାରତର ବିକାଶ ଯାତ୍ରାରେ ମାର୍ଗଦର୍ଶନ କରିଚାଲିଛି।ଏସସି/ଏସଟି ସାଂସଦଙ୍କ ପ୍ରତିନିଧି ଦଳକୁ ଭେଟିଲେ ପ୍ରଧାନମନ୍ତ୍ରୀ
August 09th, 01:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏସ/ଏସଟି ସାଂସଦଙ୍କ ଏକ ପ୍ରତିନିଧି ଦଳକୁ ଭେଟିବା ସହ ଏସ/ଏସଟି ସମ୍ପ୍ରଦାୟକୁ ସଶକ୍ତ କରିବା ସହ ସେମାନଙ୍କ ବିକାଶ ଦିଗରେ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ।