ସେଶେଲ୍ସର ନ୍ୟାସନାଲ ଆସେମ୍ବ୍ଲିରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
June 28th, 05:00 pm
ଏହି ଜାତୀୟ ସଭାକୁ ସମ୍ବୋଧିତ କରିବା ଏକ ବିରଳ ସୌଭାଗ୍ୟ। ଏହି ସ୍ୱତନ୍ତ୍ର ସମ୍ମାନ ପାଇଁ ଧନ୍ୟବାଦ। ଏହି ଅଷ୍ଟମ ଜାତୀୟ ସଭାର ନବନିର୍ବାଚିତ ସଦସ୍ୟମାନଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ । ଏହି ଗରିମାମୟ ଗୃହର ପ୍ରଥମ ମହିଳା ବାଚସ୍ପତି ହୋଇଥିବାରୁ ମାନ୍ୟବର ବାଚସ୍ପତି, ମୁଁ ଆପଣଙ୍କୁ ମଧ୍ୟ ମୋର ଅଭିନନ୍ଦନ ଜଣାଉଛି।ପଶ୍ଚିମବଙ୍ଗ ଦିବସ ଅବସରରେ ଶୁଭେଚ୍ଛା ଜଣାଇବା ସହିତ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଅବଦାନକୁ ସ୍ମରଣ କରିଛନ୍ତି ପ୍ରଧାନମନ୍ତ୍ରୀ
June 20th, 08:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମ ବଙ୍ଗ ଦିବସ ଅବସରରେ ପଶ୍ଚିମବଙ୍ଗର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।PM shares a Sanskrit Subhashitam highlighting that Nari Shakti is the cornerstone of nation-building and the true embodiment of power
June 12th, 12:39 pm
PM Modi shared a Sanskrit Subhashitam highlighting Nari Shakti as the cornerstone of nation-building and the true embodiment of power. Reflecting on 12 years of women-led development, he noted the growing role of women across sectors such as financial inclusion, entrepreneurship, education, healthcare, sanitation, housing, science, innovation and governance.Prime Minister lauds designation of Jai Prakash Narayan Bird Sanctuary as India's 100th Ramsar site
June 05th, 11:58 am
Prime Minister Shri Narendra Modi today expressed great happiness over India achieving a century of Ramsar sites, following the designation of the Jai Prakash Narayan Bird Sanctuary (Surha Tal) in Ballia, Uttar Pradesh, as the nation's 100th Ramsar site.ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି
May 22nd, 09:31 pm
ସାଇପ୍ରସ୍ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀ ନିକୋସ୍ କ୍ରିଷ୍ଟୋଡୋଲିଡେସ୍, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୨୦ - ୨୩ ମେ’ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି। ଏହା ସାଇପ୍ରସର ୟୁରୋପୀୟ ସଂଘ ପରିଷଦର ସଭାପତିତ୍ୱ ସମୟରେ ଅନୁଷ୍ଠିତ ହେଉଥିବାରୁ ଏହି ଗସ୍ତର ବିଶେଷ ଗୁରୁତ୍ୱ ରହିଛି।ଭାରତ-ଇଟାଲୀ ମିଳିତ ଘୋଷଣା
May 20th, 10:28 pm
ଉଭୟ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ଆଦାନପ୍ରଦାନର ଦୃଢ଼ ଗତିକୁ ସ୍ୱାଗତ କରିଥିଲେ ଏବଂ ବହୁପାକ୍ଷିକ କାର୍ଯ୍ୟକ୍ରମର ପାର୍ଶ୍ଵରେ ନେତାମାନଙ୍କ ବାର୍ଷିକ ବୈଠକ, ନିୟମିତ ମନ୍ତ୍ରୀସ୍ତରୀୟ ଏବଂ ପ୍ରତିଷ୍ଠାନସ୍ତରୀୟ ବୈଠକ ଆୟୋଜନ କରିବାକୁ ରାଜି ହୋଇଥିଲେ।ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି
May 17th, 03:45 am
ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।Prime Minister extends greetings to the people of Maharashtra on Maharashtra Day
May 01st, 09:14 am
Prime Minister Shri Narendra Modi today extended his best wishes to the people of Maharashtra on the occasion of Maharashtra Day.ମନ କୀ ବାତରେ ଡିଜିଟାଲ ଜନଗଣନା 2027 ରେ ଭାଗ ନେବାକୁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
April 26th, 11:30 am
ଚଳିତ ମାସର ମନ୍ କୀ ବାତ୍ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ ଆଣବିକ ଏବଂ ପବନ ଶକ୍ତି କ୍ଷେତ୍ରରେ ଭାରତର ଅଗ୍ରଗତି ଉପରେ ଆଲୋକପାତ କରିଥିଲେ । ସେ ଭଗବାନ୍ ବୁଦ୍ଧଙ୍କ ଶିକ୍ଷା, ବିଟିଂ ରିଟ୍ରିଟ୍ ସମାରୋହ, ପ୍ରକୃତି ସଂରକ୍ଷଣ, ବାଉଁଶ କ୍ଷେତ୍ର, ପ୍ରାଚୀନ ଗ୍ରନ୍ଥ ଏବଂ ଗାଣିତିକ ଅଲିମ୍ପିଆଡ୍ କାର୍ଯ୍ୟକ୍ରମ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମଧ୍ୟ ଆଲୋକପାତ କରିଥିଲେ । ଚାଲିଥିବା ଡିଜିଟାଲ ଜନଗଣନା ଅଭିଯାନ ବିଷୟରେ ମଧ୍ୟ ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଏହି ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।Prime Minister congratulates Prof. Gobardhan Das on his Appointment
April 25th, 10:47 pm
The Prime Minister, Shri Narendra Modi has congratulated Prof. Gobardhan Das on his appointment as the member of NITI Aayog and extended his best wishes for a successful tenure. Shri Modi said that Prof. Das’s journey, marked by tireless dedication and humility, is truly inspiring. He highlighted Prof. Das’s invaluable contributions in the fields of public health, science, and innovation, noting that the entire nation takes pride in his achievements.ଏପ୍ରିଲ ୧୩ରେ ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’ରେ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ
April 12th, 04:43 pm
ଆସନ୍ତାକାଲି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଜାତୀୟ ସ୍ତରର ‘‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’’ ଆୟୋଜନ କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ। ସେ ମଧ୍ୟ ଏକ ଜନସଭାକୁ ସମ୍ବୋଧିତ କରିବେ।ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି
March 29th, 11:30 am
ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।ଜାତୀୟ ବିଜ୍ଞାନ ଦିବସ ଅବସରରେ ଜାତୀୟ ବିକାଶ ଏବଂ ବିଶ୍ୱ କଲ୍ୟାଣ ପାଇଁ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟାର ଉପଯୋଗ ଲାଗି ପ୍ରଧାନମନ୍ତ୍ରୀଙ୍କ ସଂକଳ୍ପ
February 28th, 10:08 am
ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ, ଜାତୀୟ ବିଜ୍ଞାନ ଦିବସରେ, ଆମେ ଗବେଷଣା, ନବସୃଜନ ଏବଂ ବୈଜ୍ଞାନିକ କୌତୁହଳର ଉତ୍ସାହକୁ ପାଳନ କରୁ ଯାହା ଆମ ଦେଶକୁ ଆଗକୁ ନେଉଛି।Prime Minister shares Sanskrit Subhashitam highlighting the limitless potential of students and the spirit of ‘Pariksha Pe Charcha’
February 09th, 09:06 am
PM Modi shared a Sanskrit verse conveying that a person who possesses knowledge, logic, science, memory, promptness and activity can overcome any challenge and that nothing is impossible for such an inpidual. He added that the objective of Pariksha Pe Charcha is to guide students on how to meaningfully use their abilities and skills for personal growth and success.ଭାରତ-ଜର୍ମାନୀ ମିଳିତ ବିବୃତି
January 12th, 03:50 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଜର୍ମାନୀ ଚାନ୍ସେଲର, ମହାମହିମ ଶ୍ରୀ ଫ୍ରେଡ୍ରିକ ମର୍ଜ 12-13 ଜାନୁଆରୀ 2026ରେ ଭାରତକୁ ସରକାରୀ ଗସ୍ତରେ ଆସିଥିଲେ । ଚାନ୍ସେଲରଙ୍କ ସହିତ 23ଜଣ ଅଗ୍ରଣୀ ଜର୍ମାନ ସିଇଓ ଏବଂ ଶିଳ୍ପପତିଙ୍କ ସମେତ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ ଆସିଥିଲେ।ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ
January 03rd, 12:00 pm
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।'ବିକଶିତ ଭାରତ'ର ସଂକଳ୍ପ ନିଶ୍ଚିତ ଭାବରେ ପୂରଣ ହେବ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
December 28th, 11:30 am
ବର୍ଷର ଶେଷ ମନ କୀ ବାତ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ 2025ରେ ଭାରତ ଜାତୀୟ ସୁରକ୍ଷା, କ୍ରୀଡା, ବିଜ୍ଞାନ ପ୍ରୟୋଗଶାଳା ଏବଂ ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ନିଜର ଛାପ ସୃଷ୍ଟି କରିଥିଲା। ସେ ଆଶା ପ୍ରକାଶ କରିଥିଲେ ଯେ ଦେଶ 2026 ରେ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାକୁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ମଧ୍ୟ ଯୁବ-କୈନ୍ଦ୍ରିକ ପଦକ୍ଷେପ ଯେପରିକି ବିକଶିତ ଭାରତ ଯୁବ ନେତା ସଂଳାପ, କୁଇଜ୍ ପ୍ରତିଯୋଗିତା, ସ୍ମାର୍ଟ ଇଣ୍ଡିଆ ହାକାଥନ୍ 2025 ଏବଂ ଫିଟ୍ ଇଣ୍ଡିଆ ଆନ୍ଦୋଳନ ଉପରେ ଆଲୋକପାତ କରିଥିଲେ।