ରୁଷ ରାଷ୍ଟ୍ରପତିଙ୍କ ସହ ସାକ୍ଷାତ ସମୟରେ, ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ବିବୃତ୍ତି
September 01st, 01:24 pm
ଆପଣଙ୍କୁ ସାକ୍ଷାତ କରି ବହୁତ ଖୁସି ଲାଗୁଛି ଏବଂ ମୁଁ ପ୍ରତି ମୁହୂର୍ତ୍ତରେ ଅନୁଭବ କରେ ଯେ, ଆପଣଙ୍କୁ ସାକ୍ଷାତ କରିବା ଏକ ସ୍ମରଣୀୟ ମୁହୂର୍ତ୍ତ ହୋଇଥାଏ । ଆମକୁ ଅନେକ ପ୍ରସଙ୍ଗରେ ସୂଚନା ଆଦାନପ୍ରଦାନ କରିବାର ସୁଯୋଗ ମଧ୍ୟ ମିଳିଥାଏ ।ରୁଷ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
September 01st, 01:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚୀନର ତିଆନଜିନ୍ ଠାରେ ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀ ଅବସରରେ ରୁଷ ରାଷ୍ଟ୍ରପତି ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ କରିଛନ୍ତି।ରୁଷ୍-ୟୁକ୍ରେନ୍ ବିବାଦର ଅନ୍ତ ଘଟାଇବା ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ବୟାନ
September 01st, 12:48 pm
ଚୀନର ତିଆନଜିନରେ ଏସସିଓ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଏକ ବୈଠକ କରିଥିଲେ, ଯେଉଁଠାରେ ୟୁକ୍ରେନ ବିବାଦ ଆଲୋଚନାର କେନ୍ଦ୍ରବିନ୍ଦୁ ଥିଲା । ଶାନ୍ତି ଦିଗରେ ସାମ୍ପ୍ରତିକ ପ୍ରୟାସକୁ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାଗତ କରିଥିଲେ ଏବଂ ଆଶା ବ୍ୟକ୍ତ କରିଥିଲେ ଯେ ସମସ୍ତ ପକ୍ଷ ଗଠନମୂଳକ ଭାବରେ ଆଗକୁ ବଢ଼ିବେ । ସଂଘର୍ଷକୁ ଯଥାଶୀଘ୍ର ଶେଷ କରିବା ର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିବା ସହ ସ୍ଥାୟୀ ଶାନ୍ତିର ବାଟ ଖୋଜିବା ଜରୁରୀ ବୋଲି ଗୁରୁତ୍ୱାରୋପ କରିଥିଲେ । ବୃହତ୍ତର ମାନବିକ ଦିଗ ଉପରେ ଗୁରୁତ୍ଵାରୋପ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଏହା କେବଳ ଏକ ଆଞ୍ଚଳିକ ଚିନ୍ତା ନୁହେଁ ବରଂ ମାନବିକତାର ଆହ୍ୱାନ ।୨୫ତମ ଏସସିଓ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
September 01st, 10:14 am
ମୁଁ ୨୫ତମ ଏସସିଓ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ବହୁତ ଆନନ୍ଦିତ। ଆମକୁ ପ୍ରଦାନ କରାଯାଇଥିବା ଚମତ୍କାର ସ୍ୱାଗତ ଏବଂ ଆତିଥ୍ୟ ପାଇଁ ମୁଁ ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି।ଚୀନର ତିଆନଜିନରେ ପଞ୍ଚବିଂଶତମ ଏସସିଓ ଶିଖର ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
September 01st, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୧ ଅଗଷ୍ଟରୁ ୧ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ଚୀନର ତିଆନଜିନରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ)ର ରାଷ୍ଟ୍ର ମୁଖ୍ୟମାନଙ୍କ ପରିଷଦର ପଞ୍ଚବିଂଶତମ ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏହି ଶିଖର ସମ୍ମିଳନୀରେ ଏସସିଓ ବିକାଶ ରଣନୀତି, ବିଶ୍ୱ ଶାସନ ସଂସ୍କାର, ଆତଙ୍କବାଦ ବିରୋଧୀ ପ୍ରୟାସ, ଶାନ୍ତି ଓ ସୁରକ୍ଷା, ଆର୍ଥିକ ଓ ବିତ୍ତୀୟ ସହଯୋଗ ଏବଂ ନିରନ୍ତର ବିକାଶ ଉପରେ ଫଳପ୍ରଦ ଆଲୋଚନା ହୋଇଛି।ଚୀନର ତିଆନଜିନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
August 30th, 04:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ଚୀନରେ ପହଞ୍ଚିଥିଲେ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନିମନ୍ତ୍ରଣକ୍ରମେ ତିଆନଜିନରେ ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀରେ ଯୋଗଦେବେ । ସେ ଶିଖର ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଜି ଜିନପିଙ୍ଗ, ରାଷ୍ଟ୍ରପତି ପୁଟିନ ଏବଂ ଅନ୍ୟ ନେତାମାନଙ୍କୁ ସାକ୍ଷାତ କରିବେ।ଜାପାନ ଏବଂ ଚୀନ୍ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି
August 28th, 08:40 pm
ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ନିମନ୍ତ୍ରଣରେ, ମୁଁ ୧୫ତମ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଦୁଇ ଦିନିଆ ଜାପାନ ଗସ୍ତରେ ଯାଉଛି।ପ୍ରଧାନମନ୍ତ୍ରୀଙ୍କ ଜାପାନ ଏବଂ ଚୀନ ଗସ୍ତ
August 22nd, 06:15 pm
ପ୍ରଧାନମନ୍ତ୍ରୀ ମୋଦୀ ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା ଏବଂ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନିମନ୍ତ୍ରଣରେ ଯଥାକ୍ରମେ 29-40 ଅଗଷ୍ଟ 2025 ପର୍ଯ୍ୟନ୍ତ ଜାପାନ ଏବଂ 31 ଅଗଷ୍ଟରୁ 1 ସେପ୍ଟେମ୍ବର 2025 ପର୍ଯ୍ୟନ୍ତ ଚୀନ ଗସ୍ତ କରିବେ। ଜାପାନରେ, ପ୍ରଧାନମନ୍ତ୍ରୀ 15ତମ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ ଏବଂ ଜାପାନ ପ୍ରଧାନମନ୍ତ୍ରୀ ଇଶିବାଙ୍କ ସହ ଆଲୋଚନା କରିବେ। ଚୀନରେ, ପ୍ରଧାନମନ୍ତ୍ରୀ ତିଆନଜିନରେ ସାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ଯୋଗଦେବେ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି
August 19th, 07:34 pm
ଚୀନ କମ୍ୟୁନିଷ୍ଟ ପାର୍ଟିର ପଲିଟବ୍ୟୁରୋ ସଦସ୍ୟ ଏବଂ ବିଦେଶ ମନ୍ତ୍ରୀ ଶ୍ରୀ ୱାଙ୍ଗ ୟି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।୨୨ତମ ଭାରତ-ରୁଷିଆ ବାର୍ଷିକ ଶିଖର ସମ୍ମିଳନୀର ମିଳିତ ବିବୃତ୍ତି
July 09th, 09:54 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 22ତମ ଭାରତ -ରୁଷିଆ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ରୁଷୀୟ ସଂଘର ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣକ୍ରମେ ଜୁଲାଇ 8-9, 2024 ରେ ରୁଷୀୟ ସଂଘକୁ ଏକ ସରକାରୀ ଗସ୍ତରେ ଯାଇଥିଲେ ।ଏସସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ୍ତବ୍ୟ
July 04th, 01:29 pm
ଏସସିଓର ସଦସ୍ୟ ଭାବରେ ଏହାର ସ୍ୱୀକୃତି ୨୦୧୭ କାଜାଖ ଅଧ୍ୟକ୍ଷତା ସମୟରେ ହୋଇଥିଲା ବୋଲି ଭାରତ ପ୍ରଶଂସାର ସହ ମନେ ପକାଉଛି । ସେବେଠାରୁ ଆମେ ଏସସିଓରେ ଅଧ୍ୟକ୍ଷତାର ଏକ ପୂର୍ଣ୍ଣ ଚକ୍ର ଶେଷ କରିଛୁ । ୨୦୨୦ରେ ଭାରତ ଉଭୟ ରାଷ୍ଟ୍ର ମୁଖ୍ୟଙ୍କ ବୈଠକ ଏବଂ ୨୦୨୩ରେ ରାଷ୍ଟ୍ର ମୁଖ୍ୟ ପରିଷଦ ବୈଠକ ଆୟୋଜନ କରିଥିଲା। ଏସସିଓ ଆମ ବୈଦେଶିକ ନୀତିରେ ଏକ ପ୍ରମୁଖ ସ୍ଥାନ ଅଧିକାର କରିଛି ।ଏସସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ୍ତବ୍ୟ
July 04th, 01:25 pm
ଏସସିଓର ସଦସ୍ୟ ଭାବରେ ଏହାର ସ୍ୱୀକୃତି ୨୦୧୭ କାଜାଖ ଅଧ୍ୟକ୍ଷତା ସମୟରେ ହୋଇଥିଲା ବୋଲି ଭାରତ ପ୍ରଶଂସାର ସହ ମନେ ପକାଉଛି । ସେବେଠାରୁ ଆମେ ଏସସିଓରେ ଅଧ୍ୟକ୍ଷତାର ଏକ ପୂର୍ଣ୍ଣ ଚକ୍ର ଶେଷ କରିଛୁ । ୨୦୨୦ରେ ଭାରତ ଉଭୟ ରାଷ୍ଟ୍ର ମୁଖ୍ୟଙ୍କ ବୈଠକ ଏବଂ ୨୦୨୩ରେ ରାଷ୍ଟ୍ର ମୁଖ୍ୟ ପରିଷଦ ବୈଠକ ଆୟୋଜନ କରିଥିଲା। ଏସସିଓ ଆମ ବୈଦେଶିକ ନୀତିରେ ଏକ ପ୍ରମୁଖ ସ୍ଥାନ ଅଧିକାର କରିଛି ।କାଜାଖସ୍ତାନର ରାଷ୍ଟ୍ରପତିଙ୍କ ସହ ଟେଲିଫୋନ୍ରେ କଥା ହେଲେ ପ୍ରଧାନମନ୍ତ୍ରୀ
June 25th, 06:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାଜାଖସ୍ତାନର ରାଷ୍ଟ୍ରପତି ଶ୍ରୀ କାସିମ-ଜୋମାର୍ଟ ଟୋକାୟେବ୍ଙ୍କ ସହ ଟେଲିଫୋନ୍ରେ ବର୍ତ୍ତାଳାପ କରିଛନ୍ତି ।୨୩ତମ ଏସସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
July 04th, 12:30 pm
ଆଜି ୨୩ତମ ଏସସିଓ ଶିଖର ସମ୍ମିଳନୀରେ, ଆପଣମାନଙ୍କୁ ସ୍ୱାଗତ ଜଣାଉଛି । ବିଗତ ଦୁଇ ଦଶନ୍ଧି ମଧ୍ୟରେ, ଏସସିଓ ସମଗ୍ର ଏସୀୟ କ୍ଷେତ୍ରରେ ଶାନ୍ତି, ସମୃଦ୍ଧି ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ରୂପରେ ଉଭା ହୋଇଛି । ଏହି କ୍ଷେତ୍ର ସହିତ ଭାରତର ହଜାର ହଜାର ବର୍ଷ ପୁରୁଣା ସାଂସ୍କୃତିକ ଏବଂ ନାଗରିକ ସମ୍ପର୍କ ରହିଛି । ଆମ ସହଭାଗୀ ଐତିହ୍ୟ ଏହାର ଜୀବନ୍ତ ପ୍ରମାଣ। ଆମେ ଏହି କ୍ଷେତ୍ରକୁ କେବଳ ‘‘ସମ୍ପ୍ରସାରିତ ପଡ଼ୋଶୀ’’ ବୋଲି ଗ୍ରହଣ କରି ନାହୁଁ ବରଂ ଆମେ ଏହାକୁ ‘‘ବଡ଼ ପରିବାର’’ ଭଳି ଦେଖୁଛୁ ।ଋଷ ରାଷ୍ଟ୍ରପତି ମାନ୍ୟବର ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 16th, 03:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଋଷ ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋରେ କଥା ହୋଇଛନ୍ତି ।ଏସସିଓ ଶିଖର ସମ୍ମିଳନୀ ଅବସରରେ ତୁର୍କୀ ରାଷ୍ଟ୍ରପତି ମହାମହିମ ଶ୍ରୀ ରିସେପ ତୟିପ ଏରଦୋଗାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
September 16th, 11:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୬, ୨୦୨୨ରେ ଉଜବେକିସ୍ତାନର ସମରକନ୍ଦ ଠାରେ ଏସସିଓ ଶିଖର ସମ୍ମିଳନୀ ଅବସରରେ ତୁର୍କୀ ରାଷ୍ଟ୍ରପତି ମହାମହିମ ଶ୍ରୀ ରିସେପ ତୟିପ ଏରଦୋଗାନଙ୍କୁ ଭେଟିଛନ୍ତି ।PM Modi holds bilateral talks with President Raisi of Iran in Samarkand, Uzbekistan
September 16th, 11:06 pm
PM Modi and President Raisi of Iran met in Samarkand, Uzbekistan on the sidelines of the SCO Summit. The two leaders discussed many important issues pertaining to the bilateral relationship, and expressed their desire for strengthening the India-Iran relationship further.ଉଜବେକିସ୍ତାନର ସମରକନ୍ଦ ଠାରେ ଋଷ ସଙ୍ଘ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
September 16th, 08:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉଜବେକିସ୍ତାନର ସମରକନ୍ଦ ଠାରେ ଋଷ ସଙ୍ଘ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି । ସାଙ୍ଘାଇ ସହଯୋଗ ସଂଗଠନ (ଏସସିଓ)ର ୨୨ତମ ବୈଠକ ଅବସରରେ ଏହି ଭେଟ ହୋଇଛି ।ପ୍ରଧାନମନ୍ତ୍ରୀ ଓ ଉଜବେକିସ୍ତାନ ରାଷ୍ଟ୍ରପତିଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ
September 16th, 08:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଜବେକିସ୍ତାନ ଗଣରାଜ୍ୟର ରାଷ୍ଟ୍ରପତି ମହାମହୀମ ଶ୍ରୀଯୁକ୍ତ ଶଭକତ୍ ମିର୍ଜିୟୋୟେଭଙ୍କୁ ଆଜି ସାଙ୍ଘାଇ ସହଯୋଗ ସଂଗଠନ (ଏସସିଓ) ସଦସ୍ୟ ରାଷ୍ଟ୍ରଗୁଡ଼ିକର କାଉନସିଲ ମୁଖ୍ୟମାନଙ୍କ ୨୨ତମ ବୈଠକ ଅବସରରେ ଉଜବେକିସ୍ତାନର ସମରକନ୍ଦରେ ସାକ୍ଷାତ କରିଛନ୍ତି ।ଏସ୍ସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କର ସମ୍ବୋଧନ
September 16th, 01:30 pm
ଆଜି ଯେତେବେଳେ ସମଗ୍ର ବିଶ୍ୱ ମହାମାରୀ ପରେ ଆର୍ଥିକ ପୁନରୁଦ୍ଧାର ଭଳି ଆହ୍ୱାନ ଗୁଡିକର ସମ୍ମୁଖୀନ ହେବାରେ ଲାଗିଛି, ସେଥିରେ ଏସ୍ସିଓର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ ରହିଛି । ଏସ୍ସିଓର ସଦସ୍ୟ ଦେଶ ବିଶ୍ୱ ସ୍ତରୀୟ ସମୁଦାୟ ଘରୋଇ ଉତ୍ପାଦ (ଜିଡିପି)ରେ ପ୍ରାୟ ୩୦ ପ୍ରତିଶତର ଯୋଗଦାନ ଦେଉଛନ୍ତି ଏବଂ ବିଶ୍ୱର ୪୦ ପ୍ରତିଶତ ଜନସଂଖ୍ୟା ମଧ୍ୟ ଏସ୍ସିଓ ଦେଶ ଗୁଡିକରେ ଅବସ୍ଥାନ କରୁଛନ୍ତି । ଭାରତ ଏସ୍ସିଓ ସଦସ୍ୟ ମାନଙ୍କ ମଧ୍ୟରେ ଅଧିକ ସହଯୋଗ ଏବଂ ପରସ୍ପର ମଧ୍ୟରେ ବିଶ୍ୱାସକୁ ସମର୍ଥନ କରୁଛି । ମହାମାରୀ ଏବଂ ୟୁକ୍ରେନ୍ର ସଙ୍କଟ ଯୋଗୁଁ ଅନ୍ତର୍ଜାତୀୟ ଯୋଗାଣ ଶୃଙ୍ଖଳାରେ ଅନେକ ପ୍ରତିବନ୍ଧକ ସୃଷ୍ଟି ହୋଇଛି, ଯେଉଁ କାରଣରୁ ସମଗ୍ର ବିଶ୍ୱ ଅତ୍ୟଧିକ ପରିମାଣରେ ଶକ୍ତି ଏବଂ ଖାଦ୍ୟ ସଙ୍କଟର ସମ୍ମୁଖୀନ ହେଉଛି । ଆମ କ୍ଷେତ୍ରରେ ଏସ୍ସିଓକୁ ବିଶ୍ୱସ୍ତ, ନମନୀୟ ଏବଂ ବିବିଧତାପୂର୍ଣ୍ଣ ଯୋଗାଣ ଶୃଙ୍ଖଳା ବିକଶିତ କରିବା ନିମନ୍ତେ ଚେଷ୍ଟା କରିବା ଜରୁରୀ । ଏଥି ପାଇଁ ଉନ୍ନତ ମାନର ସଂଯୋଗର ଆବଶ୍ୟକତା ନିଶ୍ଚିତ ରୂପରେ ଆବଶ୍ୟକ ହେବ, ଏହା ସହିତ ଏହା ମଧ୍ୟ ମହତ୍ୱପୂର୍ଣ୍ଣ ହେବ ଯେ, ଆମେ ସମସ୍ତେ ଯେପରି ପରସ୍ପରର ଗମନାଗମନକୁ ସମ୍ପୂର୍ଣ୍ଣ ଅଧିକାର ଦେବା ।