India - Oman Joint Statement during the visit of Prime Minister of India, Shri Narendra Modi to Oman
December 18th, 05:28 pm
Prime Minister Narendra Modi visited Oman from 17–18 December 2025 at the invitation of Sultan Haitham bin Tarik, marking 70 years of diplomatic ties. The visit strengthened the India Oman strategic partnership with the signing of CEPA, key MoUs and adoption of a Joint Vision on Maritime Cooperation.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଜୋର୍ଡାନ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି
December 16th, 03:56 pm
ଜୋର୍ଡାନ ହାସେମାଇଟ୍ ରାଜ୍ୟର ମହାମହିମ ରାଜା ଅବଦୁଲ୍ଲା ଦ୍ୱିତୀୟ ଇବନ୍ ଅଲ୍ ହୁସେନଙ୍କ ନିମନ୍ତ୍ରଣ କ୍ରମେ, ଭାରତୀୟ ଗଣରାଜ୍ୟର ମାନ୍ୟବର ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୫-୧୬, ୨୦୨୫ରେ ଜୋର୍ଡାନ ହାସେମାଇଟ୍ ରାଜ୍ୟ ଗସ୍ତ କରିଥିଲେ।Prime Minister Pays Tribute to the Martyrs of the 2001 Parliament Attack
December 13th, 11:46 am
In line with his commitment to the security forces, PM Modi today paid solemn tribute to the brave security personnel who sacrificed their lives while defending the Parliament of India during the heinous terrorist attack on 13 December 2001. He noted that their courage, alertness, and unwavering sense of responsibility continue to serve as an enduring inspiration for every citizen.ପ୍ରଧାନମନ୍ତ୍ରୀଙ୍କ ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ
December 11th, 08:43 pm
ରାଜା ଅବଦୁଲ୍ଲା ଦ୍ୱିତୀୟ ବିନ ଅଲ ହୁସେନଙ୍କ ନିମନ୍ତ୍ରଣରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୫ରୁ ୧୬ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଜୋର୍ଡାନର ହାସେମାଇଟ ରାଜ୍ୟ ଗସ୍ତ କରିବେ । ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ଭାରତ-ଜୋର୍ଡାନ ମଧ୍ୟରେ ସମ୍ପର୍କର ସମସ୍ତ ଦିଗ ଉପରେ ସମୀକ୍ଷା କରିବା ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ଦୃଷ୍ଟିକୋଣ ଆଦାନପ୍ରଦାନ କରିବା ପାଇଁ ରାଜା ଅବଦୁଲ୍ଲା ଦ୍ୱିତୀୟ ବିନ ଅଲ ହୁସେନଙ୍କୁ ଭେଟିବେ । ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ସ୍ଥାପନର ୭୫ତମ ବାର୍ଷିକୀ ଅବସରରେ ଆୟୋଜିତ ଏହି ଗସ୍ତ ଭାରତ ଓ ଜୋର୍ଡାନ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା, ପାରସ୍ପରିକ ଅଭିବୃଦ୍ଧି ଏବଂ ସମୃଦ୍ଧି ପାଇଁ ସହଯୋଗର ନୂତନ ମାର୍ଗ ଅନୁସନ୍ଧାନ କରିବା ତଥା ଆଞ୍ଚଳିକ ଶାନ୍ତି, ସମୃଦ୍ଧି, ସୁରକ୍ଷା ଏବଂ ସ୍ଥିରତାକୁ ପ୍ରୋତ୍ସାହିତ କରିବା ଦିଗରେ ଆମର ପ୍ରତିବଦ୍ଧତାକୁ ଦୋହରାଇବାର ଏକ ସୁଯୋଗ ପ୍ରଦାନ କରିବ ।ଜ୍ଞାନ, ସଂଯମ ଏବଂ ସମୟୋଚିତ କାର୍ଯ୍ୟାନୁଷ୍ଠାନକୁ ଏକ ସଂସ୍କୃତ ଶ୍ଲୋକ ଜରିଆରେ ଜାତୀୟ ଶକ୍ତିର ସ୍ତମ୍ଭ ଭାବେ ଗୁରୁତ୍ୱାରୋପ କରିଛନ୍ତି ପ୍ରଧାନମନ୍ତ୍ରୀ
December 11th, 10:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ସ୍ୱାର୍ଥର ସୁରକ୍ଷା ତଥା ଭାରତର ଦୀର୍ଘକାଳୀନ ସୁରକ୍ଷା ଏବଂ ବିକାଶ ଲକ୍ଷ୍ୟକୁ ଆଗକୁ ନେବାରେ ରଣନୈତିକ ଜ୍ଞାନ, ସଂଯମତା ଏବଂ ନିର୍ଣ୍ଣାୟକ କାର୍ଯ୍ୟାନୁଷ୍ଠାନର ସ୍ଥାୟୀ ମୂଲ୍ୟ ଉପରେ ଆଲୋକପାତ କରିଛନ୍ତି।ରୁଷ ରାଷ୍ଟ୍ରପତିଙ୍କ ଭାରତ ଗସ୍ତର ପରିଣାମଗୁଡ଼ିକର ତାଲିକା
December 05th, 05:53 pm
ଭାରତ ଏବଂ ରୁଷ ସରକାରଙ୍କ ମଧ୍ୟରେ ଗୋଟିଏ ଦେଶର ନାଗରିକଙ୍କ ଅନ୍ୟ ଦେଶର ଅଞ୍ଚଳରେ ଅସ୍ଥାୟୀ ଶ୍ରମ କାର୍ଯ୍ୟକଳାପ ଉପରେ ରାଜିନାମା।23ତମ ଭାରତ ରୁଷ ବାର୍ଷିକ ଶିଖର ସମ୍ମିଳନୀ ପରେ ମିଳିତ ବକ୍ତବ୍ୟ
December 05th, 05:43 pm
ଭାରତ ଏବଂ ରୁଷ ମଧ୍ୟରେ ସ୍ୱତନ୍ତ୍ର ଏବଂ ବିଶେଷାଧିକାରପ୍ରାପ୍ତ ରଣନୀତିକ ସହଭାଗିତାକୁ ଆହୁରି ମଜବୁତ କରିବା ପାଇଁ ଦୁଇ ଦେଶର ନେତାମାନେ ସେମାନଙ୍କର ସମର୍ଥନକୁ ଦୋହରାଇଛନ୍ତି। ଚଳିତ ବର୍ଷ ଭାରତ ଏବଂ ରୁଷ ମଧ୍ୟରେ ରଣନୀତିକ ଭାଗିଦାରୀ ଘୋଷଣାର 25ତମ ବାର୍ଷିକୀ ଯାହାକି ଅକ୍ଟୋବର 2000 ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ପ୍ରଥମ ଭାରତ ଗସ୍ତ ସମୟରେ ପ୍ରତିଷ୍ଠା କରାଯାଇଥିଲା।ରାୟପୁରଠାରେ ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ 60ତମ ସର୍ବଭାରତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
November 30th, 05:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାୟପୁରର ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟଠାରେ ପୁଲିସ ମହାନିର୍ଦ୍ଦେଶକ/ ମହାନିରୀକ୍ଷକଙ୍କ 60ତମ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଇଛନ୍ତି। ଏହି ତିନି ଦିନିଆ ସମ୍ମିଳନୀର ବିଷୟବସ୍ତୁ ‘ବିକଶିତ ଭାରତ: ସୁରକ୍ଷା ପରିଦୃଶ୍ୟ’।ଜି-୨୦ ନେତାମାନଙ୍କ ଶିଖର ସମ୍ମିଳନୀ ଅବସରରେ ଜାପାନର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 23rd, 09:46 pm
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗଠାରେ ଜି-୨୦ ନେତାମାନଙ୍କ ଶିଖର ସମ୍ମିଳନୀ ଅବସରରେ ଜାପାନର ପ୍ରଧାନମନ୍ତ୍ରୀ ମାନ୍ୟବର ସାନାଏ ତାକାଇଚିଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ୨୯ ଅକ୍ଟୋବର ୨୦୨୫ରେ ସେମାନଙ୍କ ଟେଲିଫୋନ୍ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ତାକାଇଚିଙ୍କ ସହ ଏହା ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ବୈଠକ ଥିଲା ।ଜି-୨୦ ଶିଖର ସମ୍ମିଳନୀ ୨୦୨୫ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 23rd, 09:44 pm
ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ଜର୍ଜିଆ ମେଲୋନିଙ୍କୁ ଭେଟିଛନ୍ତି। ଚଳିତ ବର୍ଷ ଜୁନ୍ ମାସରେ କାନାଡାର କାନାନାସ୍କିସରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଉଭୟ ନେତା ସଂକ୍ଷିପ୍ତ ଭାବେ ମତ ବିନିମୟ କରିଥିଲେ।ଜି୨୦ ନେତାମାନଙ୍କ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 21st, 10:43 pm
ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆନ୍ଥୋନୀ ଆଲବାନିଜ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଜି୨୦ ନେତାଙ୍କ ଶିଖର ସମ୍ମିଳନୀ ଅବସରରେ ସାକ୍ଷାତ କରିଛନ୍ତି । ୨୦୨୦ରେ ସମ୍ପର୍କକୁ ବ୍ୟାପକ ରଣନୈତିକ ସହଭାଗୀତା ସ୍ତରରେ ପହଞ୍ଚାଇବା ପରେ, ଗତ ପାଞ୍ଚ ବର୍ଷ ମଧ୍ୟରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସହଯୋଗର ଗଭୀରତା ଏବଂ ବିବିଧତା ଉପରେ ଉଭୟ ନେତା ସନ୍ତୋଷ ପ୍ରକାଶ କରିଛନ୍ତି । ସମ୍ପ୍ରତି ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ପ୍ରତି ସମବେଦନା ପ୍ରକାଶ କରିବା ସହ ପ୍ରଧାନମନ୍ତ୍ରୀ ଆଲବାନିଜ ଭାରତ ପ୍ରତି ତାଙ୍କର ଏକତା ଭାବନା ପ୍ରକାଶ କରିଛନ୍ତି । ଦୁଇ ନେତା ଆତଙ୍କବାଦ ବିରୁଦ୍ଧରେ ବିଶ୍ୱସ୍ତରୀୟ ଲଢ଼େଇକୁ ଅଧିକ ସଶକ୍ତ କରିବା ପାଇଁ ନିଜର ପ୍ରତିବଦ୍ଧା ଦୋହରାଇଥିଲେ ।ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।ରାଷ୍ଟ୍ରୀୟ ଗୀତ'ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ବର୍ଷବ୍ୟାପୀ ସମାରୋହର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 07th, 10:00 am
ବନ୍ଦେ ମାତରମ୍, ଏହି ଶବ୍ଦଗୁଡ଼ିକ ହେଉଛି ଏକ ମନ୍ତ୍ର, ଏକ ଶକ୍ତି, ଏକ ସ୍ୱପ୍ନ, ଏକ ସଂକଳ୍ପ। ବନ୍ଦେ ମାତରମ୍, ଏହି ଗୋଟିଏ ଶବ୍ଦ ହେଉଛି ମା’ ଭାରତୀଙ୍କ ସାଧନା, ମା’ଭାରତୀଙ୍କ ଆରାଧନା । ବନ୍ଦେ ମାତରମ୍, ଏହି ଗୋଟିଏ ଶବ୍ଦ ଆମକୁ ଇତିହାସ ଭିତରକୁ ନେଇଯାଇଥାଏ। ଏହା ଆମର ଆତ୍ମବିଶ୍ୱାସକୁ, ଆମର ବର୍ତ୍ତମାନକୁ, ଆତ୍ମବିଶ୍ୱାସରେ ଭରି ଦେଇଥାଏ, ଏବଂ ଆମ ଭବିଷ୍ୟତକୁ ଏକ ନୂତନ ସାହସ ଦେଇଥାଏ ଯେ ଏମିତି କୌଣସି ସଂକଳ୍ପ ନାହିଁ, ଯାହା ପୂରଣ ହୋଇପାରିବ ନାହିଁ। ଏପରି କୌଣସି ଲକ୍ଷ୍ୟ ନାହିଁ ଯାହା ଆମେ ଭାରତବାସୀ ହାସଲ କରିପାରିବୁ ନାହିଁ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ଗୀତ "ବନ୍ଦେ ମାତରମ୍"ର ୧୫୦ତମ ବାର୍ଷିକୀ ଉପଲକ୍ଷେ ବର୍ଷବ୍ୟାପୀ ସ୍ମାରକୀ ଉତ୍ସବର ଉଦଘାଟନ କରିଛନ୍ତି
November 07th, 09:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ରାଷ୍ଟ୍ରୀୟ ଗୀତ ‘ବନ୍ଦେ ମାତରମ୍’ର ୧୫୦ତମ ବାର୍ଷିକୀ ପାଳନ ଲାଗି ଏକ ବର୍ଷବ୍ୟାପୀ ସମାରୋହର ଶୁଭାରମ୍ଭ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ବନ୍ଦେ ମାତରମ୍ କେବଳ ଏକ ଶବ୍ଦ ନୁହେଁ - ଏହା ଏକ ମନ୍ତ୍ର, ଏକ ଶକ୍ତି, ଏକ ସ୍ୱପ୍ନ ଏବଂ ଏକ ପବିତ୍ର ସଂକଳ୍ପ। ସେ ଏହା ମଧ୍ୟ କହିଛନ୍ତି ଯେ ‘ବନ୍ଦେ ମାତରମ୍’ ଭାରତ ମାତାଙ୍କ ପ୍ରତି ଭକ୍ତି ଏବଂ ଆଧ୍ୟାତ୍ମିକ ସମର୍ପଣର ପ୍ରତୀକ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଶବ୍ଦ ଆମକୁ ଆମର ଇତିହାସ ସହିତ ଯୋଡେ, ଆମର ବର୍ତ୍ତମାନକୁ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ କରେ ଏବଂ ଆମର ଭବିଷ୍ୟତକୁ ଏହି ବିଶ୍ୱାସ କରିବାର ସାହସ ଦିଏ ଯେ, କୌଣସି ସଂକଳ୍ପ ପୂରଣ କରିବା ଅସମ୍ଭବ ନୁହେଁ, କୌଣସି ଲକ୍ଷ୍ୟ ଆମ ପାଇଁ ଅପହଞ୍ଚ ନୁହେଁ।ନୟା ରାୟପୁରରେ ଛତିଶଗଡ଼ ବିଧାନ ସଭାର ନୂତନ ଭବନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 01st, 01:30 pm
ଛତିଶଗଡ଼ର ରାଜ୍ୟପାଳ ରମଣ ଡେକା ଜୀ, ଲୋକସଭା ବାଚସ୍ପତି ଓମ ବିର୍ଲା ଜୀ, ଛତିଶଗଡ଼ ବିଧାନସଭାର ଅଧ୍ୟକ୍ଷ ମୋର ବନ୍ଧୁ ରମଣ ସିଂହ ଜୀ, ରାଜ୍ୟର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ଜୀ, କେନ୍ଦ୍ର ସରକାରରେ ଥିବା ମୋର ସହଯୋଗୀ ମନ୍ତ୍ରୀ ତୋଖନ ସାହୁ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଜୀ, ଅରୁଣ ସାୱ ଜୀ, ରାଜ୍ୟ ବିଧାନସଭାରେ ବିରୋଧୀ ଦଳ ନେତା ଚରଣ ଦାସ ମହନ୍ତ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନ ପ୍ରତିନିଧିଗଣ ଏବଂ ଏଠାରେ ଥିବା ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡର ନୟା ରାୟପୁରରେ ଛତିଶଗଡ ବିଧାନସଭାର ନୂତନ ଭବନକୁ ଉଦଘାଟନ କରିଛନ୍ତି
November 01st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ନୟା ରାୟପୁରରେ ରାଜ୍ୟ ବିଧାନସଭାର ନୂତନ କୋଠା ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଛତିଶଗଡ଼ର ବିକାଶ ଯାତ୍ରା ପାଇଁ ଏକ ସୁବର୍ଣ୍ଣ ଆରମ୍ଭ। ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ, ବ୍ୟକ୍ତିଗତ ଭାବର ଏହା ତାଙ୍କ ପାଇଁ ଏକ ଅତ୍ୟନ୍ତ ଆନନ୍ଦଦାୟକ ଏବଂ ଗୁରୁତ୍ୱପୂର୍ଣ୍ଣ ଦିନ। ଏହି ଭୂମି ସହିତ ତାଙ୍କର ଗଭୀର ଭାବପ୍ରବଣ ସମ୍ପର୍କ ଉପରେ ମତ ଦେଇଥିଲେ, ଯାହା ଦଶନ୍ଧି ଧରି ପାଳିତ ହୋଇଥିଲା। ଜଣେ ଦଳୀୟ କର୍ମୀ ଭାବରେ ତାଙ୍କ ସମୟକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ସେ ଛତିଶଗଡ଼ରେ ବହୁତ ସମୟ ବିତାଇଥିଲେ ଏବଂ ବହୁତ କିଛି ଶିଖିଥିଲେ। ସେ ଛତିଶଗଡ଼ର ଦୃଷ୍ଟିକୋଣ, ଏହାର ସୃଷ୍ଟି ପାଇଁ ସଂକଳ୍ପ ଏବଂ ସେହି ସଂକଳ୍ପର ପୂରଣକୁ ଆହୁରି ମନେ ପକାଇ କହିଥିଲେ ଛତିଶଗଡ଼, ପରିବର୍ତ୍ତନର ପ୍ରତ୍ୟେକ ମୁହୂର୍ତ୍ତର ସେ ସାକ୍ଷୀ ଅଛନ୍ତି। ରାଜ୍ୟ ଏହାର ୨୫ ବର୍ଷର ଯାତ୍ରାରେ ଏକ ପ୍ରମୁଖ ମାଇଲଖୁଣ୍ଟରେ ପହଞ୍ଚିବା ସହିତ, ଏହି ମୁହୂର୍ତ୍ତର ଅଂଶ ହେବାର ସୁଯୋଗ ପାଇଁ ସେ କୃତଜ୍ଞତା ପ୍ରକାଶ କରିଥିଲେ। ରୌପ୍ୟ ଜୟନ୍ତୀ ପାଳନ ଅବସରରେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟବାସୀଙ୍କ ପାଇଁ ନୂତନ ବିଧାନସଭା କୋଠା ଉଦଘାଟନ କରିବାର ସୁଯୋଗ ତାଙ୍କୁ ମିଳିଛି। ଏହି ଅବସରରେ ସେ ଛତିଶଗଡ଼ର ଜନସାଧାରଣ ଏବଂ ରାଜ୍ୟ ସରକାରଙ୍କୁ ତାଙ୍କର ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଥିଲେ।ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ; ଭାରତ-ଜାପାନ ବିଶ୍ୱସ୍ତରୀୟ ସହଭାଗିତା ଆଗକୁ ବଢ଼ାଇବାକୁ ଆଲୋଚନା
October 29th, 01:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କ ସହ କଥା ହୋଇଛନ୍ତି ।ଆନ୍ଧ୍ର ପ୍ରଦେଶ କୁର୍ଣ୍ଣୁଲରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 16th, 03:00 pm
ଆନ୍ଧ୍ର ପ୍ରଦେଶର ମହାମହିମ ରାଜ୍ୟପାଳ ଏସ. ଅବଦୁଲ ନଜିରଜୀ, ଲୋକପ୍ରିୟ ଓ କର୍ମଠ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରମନ୍ତ୍ରୀ କେ. ରାମମୋହନ ନାଇଡୁଜୀ, ଚନ୍ଦ୍ରଶେଖର ପ୍ରେମାସାନିଜୀ, ଭୂପତିରାଜୁ ଶ୍ରୀନିବାସ ବର୍ମାଜୀ, ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଜୀ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀ ନାରା ଲୋକେଶଜୀ, ସମସ୍ତ ମନ୍ତ୍ରୀ, ରାଜ୍ୟ ବିଜେପି ସଭାପତି ପି.ଭି.ଏନ ମାଧବଜୀ, ସମସ୍ତ ସାଂସଦ, ବିଧାୟକଗଣ ଓ ଏଠାରେ ଆମକୁ ଆଶୀର୍ବାଦ କରିବାକୁ ଆସିଥିବା ମୋର ସମସ୍ତ ପ୍ରିୟ ଭାଇ ଓ ଉଭଣୀମାନେ ।ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲରେ 13,430 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 16th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲଠାରେ ପ୍ରାୟ 13,430 କୋଟି ଟଙ୍କାର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଅହୋବିଲମର ଭଗବାନ ନରସିଂହ ସ୍ୱାମୀ ଏବଂ ମହାନନ୍ଦିର ଶ୍ରୀ ମହାନନ୍ଦିଶ୍ୱର ସ୍ୱାମୀଙ୍କୁ ପ୍ରଣାମ କରିଥିଲେ। ସେ ସମସ୍ତଙ୍କ ମଙ୍ଗଳ ପାଇଁ ମନ୍ତ୍ରାଳୟମର ଗୁରୁ ଶ୍ରୀ ରାଘବେନ୍ଦ୍ର ସ୍ୱାମୀଙ୍କଠାରୁ ଆଶୀର୍ବାଦ ମଧ୍ୟ ଲୋଡ଼ିଥିଲେ।