ଅରୁଣାଚଳ ପ୍ରଦେଶର ଇଟାନଗରରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 11:36 am
ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ କେ.ଟି ପରନାୟକ ଜୀ, ରାଜ୍ୟର ଲୋକପ୍ରିୟ ଏବଂ ଯୁବ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, କିରେନ ରିଜିଜୁ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ମୋର ସାଥୀ ସାଂସଦ ନବମ ରେବିଆ ଜୀ ଏବଂ ତାପିର ଗାଓ ଜୀ, ସମସ୍ତ ବିଧାୟକଗଣ, ଅନ୍ୟ ଜନ ପ୍ରତିନିଧିଗଣ, ଏବଂ ଅରୁଣାଚଳ ପ୍ରଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ !ଅରୁଣାଚଳ ପ୍ରଦେଶ ଇଟାନଗରରେ ୫୧୦୦ କୋଟିରୁ ଅଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 22nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ଅରୁଣାଚଳ ପ୍ରଦେଶର ଇଟାନଗରରେ ପ୍ରାୟ ୫୧୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧନ କରି, ସେ ପରମାତ୍ମା ଡୋନୟି ପୋଲୋଙ୍କୁ ସ୍ମରଣ କରିବା ସହ ସମସ୍ତଙ୍କ ଉପରେ ତାଙ୍କର କୃପା ରହୁ ବୋଲି ପ୍ରାର୍ଥନା କରିଥିଲେ।ରାଜସ୍ଥାନର ବିକାନେରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 22nd, 12:00 pm
ରାଜସ୍ଥାନର ରାଜ୍ୟପାଳ ହରିଭାଉ ବାଗଡେ ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସାଥି ଅଶ୍ୱିନୀ ବୈଷ୍ଣବ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଜୀ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥି ମଦନ ରାଠୋର ଜୀ, ଅନ୍ୟ ସାଂସଦମାନେ ଏବଂ ବିଧାୟକଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ରାଜସ୍ଥାନର ବିକାନେର ଠାରେ 26,000 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 22nd, 11:30 am
ରାଜସ୍ଥାନର ବିକାନେର ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 26,000 କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶକୁ ସମର୍ପଣ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ, ସେ କାର୍ଯ୍ୟକ୍ରମରେ ଉପସ୍ଥିତ ବିଶାଳ ସମାବେଶକୁ ସ୍ୱାଗତ କରିଥିଲେ, ଏବଂ 18ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ଅନଲାଇନରେ ଯୋଗ ଦେଇଥିବା ଲୋକଙ୍କ ଗୁରୁତ୍ୱପୂର୍ଣ୍ଣ ଅଂଶଗ୍ରହଣକୁ ସ୍ୱୀକାର କରିଥିଲେ। ସେ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ଅନ୍ୟାନ୍ୟ ଜନପ୍ରତିନିଧିଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ସମସ୍ତ ସମ୍ମାନିତ ବ୍ୟକ୍ତି ଏବଂ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଥିଲେ।