ଭାରତ ସିଙ୍ଗାପୁର ମିଳିତ ବିବୃତ୍ତି
September 04th, 08:04 pm
ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଶ୍ରୀ ଲରେନ୍ସ ୱଙ୍ଗଙ୍କ ଭାରତକୁ ସରକାରୀ ଗସ୍ତ ଅବସରରେ, ଭାରତ ଓ ସିଙ୍ଗାପୁର ମଧ୍ୟରେ ବ୍ୟାପକ ରଣନୈତିକ ସହଭାଗୀତା ପାଇଁ ରୋଡମ୍ୟାପ ଉପରେ ମିଳିତ ବିବୃତ୍ତିସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 04th, 12:45 pm
ଦାୟିତ୍ୱ ଗ୍ରହଣ କରିବା ପରେ, ପ୍ରଧାନମନ୍ତ୍ରୀ ୱଙ୍ଗଙ୍କ ପ୍ରଥମ ଭାରତ ଗସ୍ତ ପାଇଁ, ମୁଁ ତାଙ୍କୁ ସହୃଦୟ ସ୍ୱାଗତ କରୁଛି। ଏହି ଗସ୍ତ ଆହୁରି ସ୍ୱତନ୍ତ୍ର, କାରଣ ଏହି ବର୍ଷ ଆମେ ଆମର ସମ୍ପର୍କର ୬୦ତମ ବାର୍ଷିକୀ ପାଳନ କରୁଛୁ ।ସେମିକନ୍ ଇଣ୍ଡିଆ ୨୦୨୫ରେ ଅଗ୍ରଣୀ ସିଇଓଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ
September 03rd, 08:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେମିକନ୍ ଇଣ୍ଡିଆ ୨୦୨୫ ଅବସରରେ ବିଶ୍ୱ ସେମିକଣ୍ଡକ୍ଟର ଶିଳ୍ପର ଅଗ୍ରଣୀ ସିଇଓଙ୍କ ସହିତ ମତ ବିନିମୟ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ‘‘ଏହି କ୍ଷେତ୍ରରେ ଭାରତର ନିରନ୍ତର ସଂସ୍କାର ଯାତ୍ରା ବିଷୟରେ ମୁଁ କଥା ହୋଇଛି। ଦୃଢ଼ ଭିତ୍ତିଭୂମି ନିର୍ମାଣ ଏବଂ ନବୋନ୍ମେଷ ସହିତ ଦକ୍ଷତା ବିକାଶ ଉପରେ ଗୁରୁତ୍ୱ ବିଷୟ ଆଲୋଚନାରେ ସାମିଲ ଥିଲା।’’ଦିଲ୍ଲୀର ଯଶୋଭୂମିରେ ‘ସେମିକନ୍ ଇଣ୍ଡିଆ -୨୦୨୫’ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 02nd, 10:40 am
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ, ସେମି’ର ଅଧ୍ୟକ୍ଷ ଅଜିତ ମନୋଚା, ଭାରତ ଏବଂ ବିଦେଶର ସେମିକଣ୍ଡକ୍ଟର ଶିଳ୍ପର ସିଇଓ ଏବଂ ସେମାନଙ୍କ ସହଯୋଗୀ, ବିଭିନ୍ନ ଦେଶରୁ ଏଠାରେ ଉପସ୍ଥିତ ଆମର ଅତିଥି, ଷ୍ଟାର୍ଟ-ଅପ୍ ସହିତ ସମ୍ପୃକ୍ତ ଉଦ୍ୟୋଗୀ, ବିଭିନ୍ନ ରାଜ୍ୟର ମୋର ଯୁବ ଛାତ୍ର ବନ୍ଧୁ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ନୂଆଦିଲ୍ଲୀରେ ସେମିକନ୍ ଇଣ୍ଡିଆ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 02nd, 10:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଆଜି ନୂଆଦିଲ୍ଲୀର ଯଶୋଭୂମିଠାରେ ସେମିକନ୍ ଇଣ୍ଡିଆ - ୨୦୨୫ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବା ପାଇଁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଏବଂ ବିଦେଶର ସେମିକଣ୍ଡକ୍ଟର ଶିଳ୍ପର ସିଇଓ ଏବଂ ସେମାନଙ୍କ ସହଯୋଗୀଙ୍କ ଉପସ୍ଥିତିକୁ ସ୍ୱୀକାର କରିଛନ୍ତି। ସେ ବିଭିନ୍ନ ଦେଶରୁ ଆସିଥିବା ବିଶିଷ୍ଟ ଅତିଥି, ଷ୍ଟାର୍ଟ-ଅପ୍ ସହ ଜଡିତ ଉଦ୍ୟୋଗୀ ଏବଂ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିଛନ୍ତି।ପ୍ରଧାନମନ୍ତ୍ରୀ ୨ ସେପ୍ଟେମ୍ବରରେ ନୂଆଦିଲ୍ଲୀର ଯଶୋଭୂମିରେ 'ସେମିକନ୍ ଇଣ୍ଡିଆ – ୨୦୨୫'ର ଉଦଘାଟନ କରିବେ
September 01st, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨ ସେପ୍ଟେମ୍ବର ସକାଳ ପ୍ରାୟ ୧୦ ଟାରେ ନୂଆଦିଲ୍ଲୀର ଯଶୋଭୂମି ଠାରେ ‘ସେମିକନ ଇଣ୍ଡିଆ - ୨୦୨୫’ର ଉଦ୍ଘାଟନ କରିବେ, ଯାହା ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମ୍କୁ ପ୍ରୋତ୍ସାହିତ କରିବାକୁ ଲକ୍ଷ୍ୟ ରଖିଛି। ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୩ ସକାଳ ପ୍ରାୟ ୯:୩୦ ରେ ମଧ୍ୟ ଏହି ସମ୍ମିଳନୀରେ ଅଂଶଗ୍ରହଣ କରି ସିଇଓ ରାଉଣ୍ଡଟେବୁଲରେ ଅଂଶଗ୍ରହଣ କରିବେ।