ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:10 pm
ଆମ ଓଡ଼ିଶାରେ ଏବେ ଉତ୍ସବର ଆନନ୍ଦ ଚାଲିଛି। ଏଠାକାର ଗଣପର୍ବ ‘ରଜ’ ଗତ ସପ୍ତାହରେ ହିଁ ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ମୟୂରଭଞ୍ଜର ବାରିପଦା ମଧ୍ୟ ରଥଯାତ୍ରାକୁ ନେଇ ଉତ୍ସାହର ପରିବେଶ ଜମୁଛି। ଏବଂ, ଏସବୁ ଭିତରେ ଗଣତନ୍ତ୍ରର ବିକାଶର ଉତ୍ସବ ମଧ୍ୟ ଚାଲିଛି। ଓଡ଼ିଶାର ବିଜେପି ସରକାର ନିଜର ୨ ବର୍ଷ ମଧ୍ୟ ପୂର୍ଣ୍ଣ କରିଛନ୍ତି। ଏହି ଅବସରରେ ଆପଣମାନଙ୍କ ଗହଣକୁ ଆସିବା, ମୟୂରଭଞ୍ଜ ଆସିବାର ଏହି ସୌଭାଗ୍ୟ ଏବଂ ଏତେ ବଡ଼ ସଂଖ୍ୟାରେ ଆପଣମାନଙ୍କ ଉପସ୍ଥିତି, ମୋ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର। ଆପଣମାନଙ୍କର ଏହି ଆପଣାପଣ ମୋତେ ବାରମ୍ବାର ଏଠାକୁ ଟାଣି ଆଣେ। ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି। ଏବଂ ଓଡ଼ିଶାର ଜନସାଧାରଣଙ୍କୁ ଡବଲ୍ ଇଞ୍ଜିନ ସରକାରରେ ବିକାଶ ଯାତ୍ରାର ମଧ୍ୟ ବଧେଇ ଜଣାଉଛି, ଶୁଭକାମନା ଜଣାଉଛି। ଏଥିସହିତ, ଏହି ଅବସରରେ ମୁଁ ପଣ୍ଡିତ ରଘୁନାଥ ମୁର୍ମୁ, ଡକ୍ଟର ଦମୟନ୍ତୀ ବେଶ୍ରା ଏବଂ ଶ୍ରୀ ଚରଣ ହେମ୍ବ୍ରମଙ୍କ ଭଳି ମହାନ ବ୍ୟକ୍ତିତ୍ୱମାନଙ୍କୁ ମଧ୍ୟ ପ୍ରଣାମ କରୁଛି। ଶ୍ରୀ ରଘୁନାଥ ମୁର୍ମୁ ସନ୍ଥାଳୀ ଭାଷା ପାଇଁ ‘ଅଲ୍ ଚିକି’ ଲିପିର ସୃଷ୍ଟି କରିଥିଲେ। ଆମ ସରକାର ସନ୍ଥାଳୀ ଭାଷାରେ ଭାରତର ସମ୍ବିଧାନକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶାର ସନ୍ତାନମାନଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ବିଗତ ୨ ବର୍ଷ ମଧ୍ୟରେ ଓଡ଼ିଶା ସରକାର ମଧ୍ୟ ଏହି ସମସ୍ତ ମହାନୁଭବଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଦିନରାତି ପରିଶ୍ରମ କରୁଛନ୍ତି।ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
June 20th, 01:00 pm
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୟୂରଭଞ୍ଜ ଜିଲ୍ଲାର ପାହାଡପୁର ଗ୍ରାମ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେର ଏବଂ ହୋ ଜାହେରରେ ପୂଜାର୍ଚ୍ଚନା କରିଛନ୍ତି । ସେମାନେ ମଧ୍ୟ ପାହାଡ଼ପୁରଠାରେ ଦକ୍ଷତା କେନ୍ଦ୍ର ଏବଂ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମର ବିଷୟବସ୍ତୁ ଥିଲା- ‘ବିକାଶ ର ଧାରା, ଓଡ଼ିଶା ସାରା’। ଏହି କାର୍ଯ୍ୟକ୍ରମରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।The trust of 140 crore Indians is our greatest strength and responsibility: PM Modi at the NDA Leaders’ Conclave
June 10th, 06:33 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.PM Modi addresses NDA Leaders' Conclave, reaffirms commitment to Viksit Bharat
June 10th, 06:30 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.PM Modi’s interaction with the BJP Karyakartas from Tamil Nadu
April 13th, 04:00 pm
PM Modi interacted with BJP Karyakartas from Tamil Nadu during the ‘Mera Booth, Sabse Mazboot Samvaad’, acknowledging their relentless grassroots efforts in strengthening the NDA’s outreach across the state.Fulfilling public aspirations is the core objective of this budget and the resolution of this government: PM Modi
March 09th, 10:30 am
PM Modi addressed the post-budget webinars today, focusing on the theme “Sabka Saath Sabka Vikas-Fulfilling Aspirations of People”. In his remarks, the PM highlighted India’s prowess in the past decade in health, education, sports and tourism. He emphasised the importance of synergy between various stakeholders to accelerate national progress and solidify the foundation of a Viksit Bharat.‘ସବ୍କା ସାଥ୍ ସବ୍କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ବଜେଟ୍ ପରବର୍ତ୍ତୀ ଓ୍ବେବିନାର୍ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 09th, 10:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବଜେଟ୍ ପରବର୍ତ୍ତୀ ୱେବିନାର ସିରିଜର ଚତୁର୍ଥ ୱେବିନାରରେ ସବକା ସାଥ ସବକା ବିକାଶ - ଲୋକଙ୍କ ଆକାଂକ୍ଷା ପୂରଣ ବିଷୟ ଉପରେ ଆଲୋଚନା କରିଥିଲେ। ଶିକ୍ଷା, ଦକ୍ଷତା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ, କ୍ରୀଡା ଏବଂ ସଂସ୍କୃତି କ୍ଷେତ୍ରକୁ ଏହି ଲକ୍ଷ୍ୟ ହାସଲ ପାଇଁ ପ୍ରମୁଖ ମାଧ୍ୟମ ଭାବରେ ବର୍ଣ୍ଣନା କରି, ଶ୍ରୀ ମୋଦୀ ବଜେଟ୍ ଘୋଷଣାଗୁଡ଼ିକର ପ୍ରଭାବୀ କାର୍ଯ୍ୟାନ୍ୱୟନ ବିଷୟରେ ଆଲୋଚନା କରିବାକୁ ବିଶେଷଜ୍ଞ ଏବଂ ନୀତି ନିର୍ଦ୍ଧାରକମାନଙ୍କୁ ଆମନ୍ତ୍ରଣ କରିଥିଲେ। ସେ କହିଥିଲେ, ଜନତାଙ୍କ ଆକାଂକ୍ଷା ପୂରଣ କରିବା କେବଳ ଏକ ବିଷୟ ନୁହେଁ; ଏହା ଏହି ବଜେଟର ମୂଳ ଲକ୍ଷ୍ୟ ଏବଂ ଏହି ସରକାରଙ୍କ ସଂକଳ୍ପ।ଏଆଇ ସଫଳତା ଠାରୁ ଆରମ୍ଭ କରି ଟି-20 ବିଶ୍ୱକପ୍ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ କି ବାତରେ ଭାରତର ଉତ୍ଥାନକୁ ଦର୍ଶାଇଛନ୍ତି
February 22nd, 11:30 am
ଚଳିତ ମାସର 'ମନ୍ କି ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରେ ଆୟୋଜିତ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ନିଜର ଅନୁଭୂତି ବିଷୟରେ କହିଥିଲେ। ସେ ଭାରତୀୟ ବଂଶୋଦ୍ଭବ କ୍ରିକେଟର, ଅଙ୍ଗଦାନ, ନଦୀ ମହୋତ୍ସବ, ଡିଜିଟାଲ ସୁରକ୍ଷା, ପରୀକ୍ଷା ପେ ଚର୍ଚ୍ଚା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋକପାତ କରିଥିଲେ । ସେ ଦର୍ଶାଇଛନ୍ତି ଯେ 23 ଫେବୃଆରୀରେ ରାଷ୍ଟ୍ରପତି ଭବନରେ 'ରାଜାଜୀ ଉତ୍ସବ' ପାଳନ କରାଯିବ । ପ୍ରଧାନମନ୍ତ୍ରୀ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତା ଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନାରୀ ଶକ୍ତି ସହ ତାଙ୍କର ଗଭୀର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି ।ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 04:16 pm
ଓଡ଼ିଶାର ରାଜ୍ୟପାଳ ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଜୀ, ପ୍ରଭାତୀ ପରିଡା ଜୀ, ରାଜ୍ୟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀ, ସାଂସଦ ଏବଂ ବିଧାୟକ ତଥା ଓଡ଼ିଶାର ମୋର ସମସ୍ତ ଭାଇ ଓ ଭଉଣୀମାନେ!ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 04:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ରାଜ୍ୟସ୍ତରୀୟ ସମାରୋହରେ ଅଧ୍ୟକ୍ଷତା କରିଛନ୍ତି। ଓଡ଼ିଶାର ସାମଗ୍ରିକ ବିକାଶ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ପାନୀୟ ଜଳ, ଜଳସେଚନ, କୃଷି ଭିତ୍ତିଭୂମି, ସ୍ୱାସ୍ଥ୍ୟ ଭିତ୍ତିଭୂମି, ଗ୍ରାମୀଣ ରାସ୍ତା ଏବଂ ସେତୁ, ଜାତୀୟ ରାଜପଥର କେତେକ ଖଣ୍ଡ ଏବଂ ଏକ ନୂତନ ରେଳ ଲାଇନ ସମେତ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକରେ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ।The people of Delhi have suffered greatly because of AAP-da: PM Modi during Mera Booth Sabse Mazboot programme
January 22nd, 01:14 pm
Prime Minister Narendra Modi, under the Mera Booth Sabse Mazboot initiative, engaged with BJP karyakartas across Delhi through the NaMo App, energizing them for the upcoming elections. He emphasized the importance of strengthening booth-level organization to ensure BJP’s continued success and urged workers to connect deeply with every voter.PM Modi Interacts with BJP Karyakartas Across Delhi under Mera Booth Sabse Mazboot via NaMo App
January 22nd, 01:00 pm
Prime Minister Narendra Modi, under the Mera Booth Sabse Mazboot initiative, engaged with BJP karyakartas across Delhi through the NaMo App, energizing them for the upcoming elections. He emphasized the importance of strengthening booth-level organization to ensure BJP’s continued success and urged workers to connect deeply with every voter.ସୁପ୍ରିମକୋର୍ଟରେ ସମ୍ବିଧାନ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 26th, 08:15 pm
ଆପଣ ସମସ୍ତଙ୍କୁ ସମଗ୍ର ଦେଶବାସୀଙ୍କୁ ସମ୍ବିଧାନ ଦିବସ ଅବସରରେ ବହୁତ ବହୁତ ଶୁଭକାମନା । ଭାରତର ସମ୍ବିଧାନ ଦିବସର ଏହି ୭୫ ତମ ବର୍ଷ, ସମଗ୍ର ଦେଶ ପାଇଁ ଗର୍ବର ବିଷୟ । ଆଜି ମୁଁ ଭାରତର ସମ୍ବିଧାନକୁ, ସମ୍ବିଧାନ ସଭାର ସମସ୍ତ ସଦସ୍ୟଙ୍କୁ ଆଦର ପୂର୍ବକ ପ୍ରଣାମ କରୁଛି ।ସୁପ୍ରିମକୋର୍ଟରେ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 26th, 08:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ସର୍ବୋଚ୍ଚ ନ୍ୟାୟାଳୟ ପ୍ରଶାସନିକ ଭବନ ଠାରେ ଆୟୋଜିତ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭାରତର ପ୍ରଧାନ ବିଚାରପତି ଶ୍ରୀ ସଞ୍ଜୀବ ଖନ୍ନା, ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଶ୍ରୀ ବି. ଆର. ଗାଭାଇ ଏବଂ ବିଚାରପତି ଶ୍ରୀ ସୂର୍ଯ୍ୟକାନ୍ତ, ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ, ଭାରତର ଆଟର୍ଣ୍ଣି ଜେନେରାଲ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଓ ଦାରିଦ୍ର୍ୟ ମୁକାବିଲା ଉପରେ ଜି୨୦ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବିବୃତି
November 18th, 08:00 pm
ପ୍ରାରମ୍ଭରେ, ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ଜି-୨୦ ଶିଖର ସମ୍ମିଳନୀର ଆୟୋଜନ ଏବଂ ତାଙ୍କର ସଫଳ ଜି-୨୦ ଅଧ୍ୟକ୍ଷତା ପାଇଁ କରାଯାଇଥିବା ଭବ୍ୟ ବ୍ୟବସ୍ଥା ପାଇଁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି ।ପ୍ରଧାନମନ୍ତ୍ରୀ ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ ଉପରେ ଜି-୨୦ ଅଧିବେଶନକୁ ସମ୍ବୋଧିତ କରିଛନ୍ତି
November 18th, 07:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ' ଶୀର୍ଷକ ଜି-୨୦ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ବ୍ରାଜିଲ ରାଷ୍ଟ୍ରପତି ମହାମହିମ ଲୁଇସ ଇନାସିଓ ଲୁଲା ଡା ସିଲଭାଙ୍କୁ ଶିଖର ସମ୍ମିଳନୀ ଆୟୋଜନ କରିଥିବାରୁ ଏବଂ ତାଙ୍କର ଉଦାର ଆତିଥ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ । ନିରନ୍ତର ବିକାଶ ଲକ୍ଷ୍ୟ ଉପରେ ଗୁରୁତ୍ୱ ଦେଇ ବ୍ରାଜିଲର ଜି-୨୦ ଏଜେଣ୍ଡାକୁ ସେ ପ୍ରଶଂସା କରି କହିଥିଲେ ଯେ ଏହି ଆଭିମୁଖ୍ୟ ଦକ୍ଷିଣ ବିଶ୍ୱର ସମସ୍ୟାଗୁଡିକ ଉପରେ ଆଲୋକପାତ କରିଛି ଏବଂ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ଲୋକାଭିମୁଖୀ ନିଷ୍ପତ୍ତିକୁ ଆଗେଇ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତୀୟ ଜି-୨୦ ଅଧ୍ୟକ୍ଷତାରେ 'ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ' ଆହ୍ୱାନ ରିଓ ଆଲୋଚନାରେ ପ୍ରତିଫଳିତ ହେଉଛି।ବରିଷ୍ଠ ନାଗରିକଙ୍କ ପେନସନ ପାଇବା ପ୍ରକ୍ରିୟାକୁ ସହଜ କରିଛି ଡିଜିଟାଲ ଇଣ୍ଡିଆ: ପ୍ରଧାନମନ୍ତ୍ରୀ
October 09th, 06:18 pm
ଡିଜିଟାଲ ଇଣ୍ଡିଆ ବରିଷ୍ଠ ନାଗରିକମାନଙ୍କ ପେନସନ ପାଇବା ପ୍ରକ୍ରିୟାକୁ ସହଜ କରିବା ସହ ଦେଶବ୍ୟାପୀ ବରିଷ୍ଠ ନାଗରିକମାନଙ୍କର ବହୁତ କାମରେ ଆସୁଥିବାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସନ୍ତୋଷ ବ୍ୟକ୍ତ କରିଛନ୍ତି ।PM pays tributes to Pingali Venkayya on his birth anniversary
August 02nd, 02:02 pm
Prime Minister Narendra Modi paid tributes to Pingali Venkayya on his birth anniversary, honoring his contribution in designing the Indian national flag. PM Modi also urged citizens to support the Har Ghar Tiranga movement by hoisting the Tricolour between August 9 and 15, and sharing their selfies.ମହାରାଷ୍ଟ୍ରରେ ୫୧୧ ପ୍ରମୋଦ ମହାଜନ ଗ୍ରାମୀଣ କୌଶଳ ବିକାଶ କେନ୍ଦ୍ରର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 19th, 05:00 pm
ନବରାତ୍ରୀର ପବିତ୍ର ପର୍ବ ଚାଲିଛି । ଆଜି ହେଉଛି ମା'ଙ୍କ ପଞ୍ଚମ ସ୍ବରୂପ, ସ୍କନ୍ଦମାତାଙ୍କ ପୂଜାର ଦିନ ଅଟେ। ପ୍ରତ୍ୟେକ ମା' ଚାହିଁଥାଏ ଯେ ତାଙ୍କ ସନ୍ତାନକୁ ସୁଖ ଓ ସଫଳତା ମିଳୁ। ଏହି ସୁଖ ଓ ସଫଳତା କେବଳ ଶିକ୍ଷା ଓ ଦକ୍ଷତା ମାଧ୍ୟମରେ ସମ୍ଭବ । ଏଭଳି ଏକ ପବିତ୍ର ସମୟରେ ମହାରାଷ୍ଟ୍ରର ଆମର ପୁଅ ଝିଅମାନଙ୍କର ଦକ୍ଷତା ବିକାଶ ପାଇଁ ଏତେ ବଡ଼ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଉଛି। ଆଉ ଯେଉଁ ଲକ୍ଷ ଲକ୍ଷ ଯୁବକ ମୋ ସାମ୍ନାରେ ବସିଛନ୍ତି ଏବଂ ଯେଉଁମାନେ ଦକ୍ଷତା ବିକାଶର ଏହି ମାର୍ଗରେ ଆଗକୁ ବଢିବା ପାଇଁ ସଂକଳ୍ପବଦ୍ଧ, ମୁଁ କହିବି ଯେ ଆଜିର ଏହି ସକାଳ ସେମାନଙ୍କ ଜୀବନରେ ମଙ୍ଗଳ ପ୍ରଭାତ ପାଲଟିଛି । ମହାରାଷ୍ଟ୍ରରେ ୫୧୧ଟି ଗ୍ରାମୀଣ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା ହେବାକୁ ଯାଉଛି।ମହାରାଷ୍ଟ୍ରରେ ୫୧୧ଟି ପ୍ରମୋଦ ମହାଜନ ଗ୍ରାମୀଣ କୌଶଲ୍ୟ ବିକାଶ କେନ୍ଦ୍ରର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
October 19th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୫୧୧ଟି ପ୍ରମୋଦ ମହାଜନ ଗ୍ରାମୀଣ କୌଶଲ୍ୟ ବିକାଶ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି । ମହାରାଷ୍ଟ୍ରର ୩୪ଟି ଗ୍ରାମୀଣ ଜିଲ୍ଲାରେ ସ୍ଥାପିତ ଏହି କେନ୍ଦ୍ରଗୁଡ଼ିକ ଗ୍ରାମୀଣ ଯୁବକ ମାନଙ୍କୁ ନିଯୁକ୍ତି ସୁଯୋଗ ପ୍ରଦାନ କରିବା ପାଇଁ ବିଭିନ୍ନ କ୍ଷେତ୍ରରେ ଦକ୍ଷତା ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରିଚାଳନା କରିବେ ।