ସର୍ବିଆ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 18th, 03:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏଆଇ ଇମ୍ପାକ୍ସ ଶିଖର ସମ୍ମିଳନୀ ଅବସରରେ ସର୍ବିଆର ରାଷ୍ଟ୍ରପତି ଆଲେକ୍‌ଜାଣ୍ଡର ବୁସିକ୍‌ଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି ।

୧୬ ଫେବୃଆରୀରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 15th, 02:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ଫେବୃଆରୀ ୨୦୨୬ ସନ୍ଧ୍ୟା ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ ଉଦ୍‌ଘାଟନ କରିବେ ।