Prime Minister shares Sanskrit Subhashitam paying tribute to Shaheed Udham Singh

July 31st, 09:12 am

On the Balidan Diwas of Udham Singh, PM Modi paid heartfelt tributes to the great revolutionary martyr and shared a Sanskrit Subhashitam comparing the spirit of valour to the rising sun. He said that the saga of courage and valour embodied in Udham Singh’s life will continue to inspire every generation in the country.

ଶହୀଦ ଉଧମ ସିଂହଙ୍କ ବଳିଦାନ ଦିବସରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

July 31st, 10:55 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ମାତାର ଅମର ପୁତ୍ର ଶହୀଦ ଉଧମ ସିଂହଙ୍କ ବଳିଦା ଦିବସ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଡେରାଡୁନରୁ ଦିଲ୍ଲୀ ବଂଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

May 25th, 11:30 am

ଦିଲ୍ଲୀରୁ ଡେରାଡୁନ ମଧ୍ୟରେ ଚାଲିବାକୁ ଥିବା ଏହି ଟ୍ରେନ ଦ୍ରୁତ ଗତିରେ ଦେଶର ରାଜଧାନୀକୁ ଦେବଭୂମି ସହିତ ଯୋଡ଼ିବ, ବର୍ତ୍ତମାନ ଏହି ବଂଦେ ଭାରତ ଟ୍ରେନ ଦ୍ୱାରା ଦିଲ୍ଲୀ-ଡେରାଡୁନ ମଧ୍ୟରେ ଯାତ୍ରାର ସମୟ ମଧ୍ୟ କମ୍ ହୋଇଯିବ। ଏହି ଟ୍ରେନର ବେଗ ତା’ନିଜ ସ୍ଥାନରେ ରହିଛି, କିନ୍ତୁ ସୁବିଧାଗୁଡ଼ିକ ମଧ୍ୟ ଯାତ୍ରା ସମୟରେ ସୁଖଦ ଆଣିଦେବ ।

ଡେରାଡୁନରୁ ଦିଲ୍ଲୀ ବନ୍ଦେ ଭାରତ ଟ୍ରେନ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

May 25th, 11:00 am

ପ୍ରଧାନମନ୍ତ୍ରୀ ଆଜି (୨୫-୦୫-୨୦୨୩) ଡେରାଡୁନରୁ ଦିଲ୍ଲୀ ପର୍ଯ୍ୟନ୍ତ ବଂଦେ ଭାରତ ଏକ୍ସପ୍ରେସକୁ ଆଭାସୀ ମାଧ୍ୟମରେ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରାଇଛନ୍ତି । ସେ ମଧ୍ୟ ନୂତନ ଭାବେ ବିଦୁତକରଣ ହୋଇଥିବା ରେଳପଥର ଉଦଘାଟନ କରିବା ସହ ଉତ୍ତରାଖଣ୍ଡକୁ ଶତପ୍ରତିଶତ ରେଳ ବିଦୁତକରଣ ରାଜ୍ୟ ଘୋଷଣା କରିଛନ୍ତି ।

ଆମର ଯୁବକମାନେ ପ୍ରତ୍ୟେକ କ୍ଷେତ୍ରରେ ଦେଶକୁ ଗର୍ବିତ କରୁଛନ୍ତି: ମନ୍ କି ବାତ୍ ସମୟରେ ପିଏମ ମୋଦୀ

July 31st, 11:30 am

ବନ୍ଧୁଗଣ, ଜୁଲାଇ ୩୧ ତାରିଖ, ଅର୍ଥାତ୍ ଆଜିର ହିଁ ଦିନରେ ଆମେ ସମସ୍ତ ଦେଶବାସୀ ଶହୀଦ ଉଧମ୍ ସିଂହଙ୍କ ବଳିଦାନକୁ ପ୍ରଣାମ କରିଥାଉଁ । ମୁଁ ଏଭଳି ଅନ୍ୟ ସମସ୍ତ ମହାନ ବିପ୍ଳବୀମାନଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି, ଯେଉଁମାନେ ଦେଶ ପାଇଁ ନିଜର ସର୍ବସ୍ୱ ଉତ୍ସର୍ଗ କରିଦେଲେ ।

'Double-engine' government will help Uttarakhand reach new heights of development: PM

February 08th, 02:01 pm

Prime Minister Narendra Modi today addressed a virtual Vijay Sankalp Sabha in Uttarakhand's Udham Singh Nagar and Nainital. “First, I bow at the feet of the immortal martyr, Sardar Udham Singh Ji. Even after independence, from every village of Uttarakhand, our brave mothers have handed over their children to the nation's service, said PM Modi while addressing the virtual rally in the state.

PM Modi addresses a virtual Vijay Sankalp Sabha in Uttarakhand's Udham Singh Nagar and Nainital

February 08th, 02:00 pm

Prime Minister Narendra Modi today addressed a virtual Vijay Sankalp Sabha in Uttarakhand's Udham Singh Nagar and Nainital. “First, I bow at the feet of the immortal martyr, Sardar Udham Singh Ji. Even after independence, from every village of Uttarakhand, our brave mothers have handed over their children to the nation's service, said PM Modi while addressing the virtual rally in the state.

କୌଣସି ଦେଶ ଏହାର ଅତୀତର ଭୟାବହତାକୁ ଅଣଦେଖା କରିବା ଠିକ୍ ନୁହେଁ: ପ୍ରଧାନମନ୍ତ୍ରୀ ମୋଦୀ

August 28th, 08:48 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀକରଣ ହୋଇଥିବା ଜାଲିଆନାୱାଲା ବାଗ ସ୍ମାରାକ କମ୍ପ୍ଲେକ୍ସକୁ ଦେଶକୁ ଉତ୍ସର୍ଗ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଜାଲିଆନାୱାଲା ବାଗ ହେଉଛି ସେହି ସ୍ଥାନ ଯାହା ସର୍ଦ୍ଦାର ଉଧମ ସିଂ ଏବଂ ଭଗତ ସିଂଙ୍କ ପରି ଅଗଣିତ କ୍ରାନ୍ତିବୀରଙ୍କୁ ଦେଶର ସ୍ୱାଧୀନତା ପାଇଁ ନିଜ ଜୀବନ ବଳିଦାନ ଦେବାକୁ ସାହସ ଦେଇଥିଲା ।ଆଗକୁ ସେ ଆହୁରି କହିଛନ୍ତି, 13 ଏପ୍ରିଲ , 1919 ର ସେହି 10 ମିନିଟ୍ ଆମର ସ୍ୱାଧୀନତା ସଂଗ୍ରାମର ଅମର କାହାଣୀ ହୋଇଗଲା, ଯେଉଁଥିପାଇଁ ଆମେ ଆଜି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବାକୁ ସକ୍ଷମ ହୋଇଛୁ।

ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି

August 28th, 08:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଜଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସେ ସ୍ମାରକ ଠାରେ ସଂଗ୍ରହାଳୟ ଗ୍ୟାଲେରୀର ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ କଂପ୍ଲେକ୍ସର ନବୀକରଣ ପାଇଁ ସରକାର ନେଇଥିବା ଏକାଧିକ ବିକାଶମୂଳକ ପଦକ୍ଷେପ ପ୍ରଦର୍ଶନ କରାଯାଇଥିଲା ।

PM salutes Shaheed Udham Singh on his martyrdom day

July 31st, 12:03 pm