ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଉଚ୍ଚଡିଆଁ ଟି୬୩ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଶୈଳେଶ କୁମାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 23rd, 12:55 pm

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଉଚ୍ଚଡିଆଁ ଟି୬୩ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଶୈଳେଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।