ଚୀନର ତିଆନଜିନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
August 30th, 04:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ଚୀନରେ ପହଞ୍ଚିଥିଲେ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନିମନ୍ତ୍ରଣକ୍ରମେ ତିଆନଜିନରେ ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀରେ ଯୋଗଦେବେ । ସେ ଶିଖର ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଜି ଜିନପିଙ୍ଗ, ରାଷ୍ଟ୍ରପତି ପୁଟିନ ଏବଂ ଅନ୍ୟ ନେତାମାନଙ୍କୁ ସାକ୍ଷାତ କରିବେ।ଉଜବେକିସ୍ତାନ ଗସ୍ତରେ ପ୍ରସ୍ଥାନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
September 15th, 02:15 pm
ଉଜବେକିସ୍ତାନ ରାଷ୍ଟ୍ରପତି ମହାମହିମ ଶ୍ରୀ ସୱକତ ମୀର୍ଜିୟୋୟେଭଙ୍କ ଆମନ୍ତ୍ରଣ କ୍ରମେ ସାଙ୍ଘାଇ ସହଯୋଗ ସଂଗଠନ (ଏସସିଓ)ର ରାଷ୍ଟ୍ରମୁଖ୍ୟ ପରିଷଦର ବୈଠକରେ ଯୋଗ ଦେବାକୁ ମୁଁ ସମରକନ୍ଦ ଗସ୍ତ କରିବି ।