ଦୁବାଇର କ୍ରାଉନ ପ୍ରିନ୍ସ, ୟୁଏଇର ଉପପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ
April 08th, 05:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁବାଇର କ୍ରାଉନ ପ୍ରିନ୍ସ, ଉପପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ଶେଖ୍ ହମଦାନ ବିନ୍ ମହମ୍ମଦ ବିନ୍ ରସିଦ୍ ଅଲ୍ ମକ୍ତୁମଙ୍କୁ ସ୍ୱାଗତ କରିଥିଲେ ।