The fact sheet on India's growth is a success story of the Reform-Perform-Transform mantra: PM Modi in Rajkot
January 11th, 02:45 pm
PM Modi inaugurated the Vibrant Gujarat Regional Conference for the Kutch and Saurashtra region in Rajkot. Recalling the devastating earthquake in Kutch and drought in Saurashtra, the PM said these regions are now emerging as major drivers of Aatmanirbhar Bharat and India’s rise as a global manufacturing hub. He highlighted the achievements India has made over the past 11 years.PM Narendra Modi inaugurates Vibrant Gujarat Regional Conference for Kutch and Saurashtra Region in Rajkot
January 11th, 02:30 pm
PM Modi inaugurated the Vibrant Gujarat Regional Conference for the Kutch and Saurashtra region in Rajkot. Recalling the devastating earthquake in Kutch and drought in Saurashtra, the PM said these regions are now emerging as major drivers of Aatmanirbhar Bharat and India’s rise as a global manufacturing hub. He highlighted the achievements India has made over the past 11 years.ନୂଆଦିଲ୍ଲୀ ଏନଡିଟିଭି ୱାର୍ଲଡ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 17th, 11:09 pm
ମହାମହିମ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ହାରିନି ଅମରସୂର୍ଯ୍ୟାଜୀ, ମହାମହିମ ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ମୋ ବନ୍ଧୁ ଟୋନି ଆବଟ୍ଟଜୀ, ମହାମହିମ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକଜୀ, ଅନ୍ୟାନ୍ୟ ବନ୍ଧୁଗଣ, ନମସ୍କାର ।ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୫ରେ ପ୍ରଧାମନ୍ତ୍ରୀଙ୍କ ଉଦବୋଧନ
October 17th, 08:00 pm
ନୂଆଦିଲ୍ଲୀ,୧୭.୧୦.୨୦୧୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ‘ଏନଡିଟିଭି ବିଶ୍ବ ସମ୍ମିଳନୀ ୨୦୨୫’ରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ସମ୍ବୋଧନ କରି ସେ ଉପସ୍ଥିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଲୋକମାନଙ୍କୁ ଦୀପାବଳୀର ଅଭିନନ୍ଦନ ଜଣାଇ ସେ କହିଥିଲେ ଯେ, ଏନଡିଟିଭି ବିଶ୍ବ ସମ୍ମିଳନୀ ପାର୍ବଣର ଉତ୍ସବମୁଖର ସମୟରେ ଆୟୋଜିତ ହୋଇଛି । ସେ ଅଧିବେଶନର ବିଷୟବସ୍ତୁ ଅଜେୟ ଭାରତକୁ ପ୍ରଶଂସା କରିଥିଲେ ଏବଂ କହିଥିଲେ ଯେ, ଏହା ଯଥେଷ୍ଟ ଉପଯୁକ୍ତ, କାରଣ ଆଜିର ଭାରତ ବନ୍ଦ ହେବାର ମନୋଭାବରେ ନାହିଁ। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତ ବନ୍ଦ ହେବ ନାହିଁ, ଏହା ବନ୍ଦ ହେବ ନାହିଁ, ୧୪୦ କୋଟି ଭାରତୀୟ ଏକତ୍ର ଦ୍ରୁତ ଗତିରେ ଆଗକୁ ବଢ଼ୁଛନ୍ତି।”ଝାରସୁଗୁଡାରେ ବିକାଶ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 27th, 11:45 am
ଏଠାକାର କିଛି ଯୁବ ବନ୍ଧୁ ଅନେକ କଳାକୃତି ସାଥିରେ ନେଇ ଆସିଛନ୍ତି। ଓଡ଼ିଶାବାସୀଙ୍କ କଳା ପ୍ରତି ଥିବା ଅନୁରାଗ ବିଶ୍ୱ ପ୍ରସିଦ୍ଧ। ମୁଁ ଆପଣ ସମସ୍ତଙ୍କଠାରୁ ଏହି ଉପହାର ଗ୍ରହଣ କରୁଛି ଏବଂ ମୋର ଏସ୍ପିଜି ସହକର୍ମୀମାନଙ୍କୁ ଅନୁରୋଧ କରୁଛି ଯେ, ସେମାନେ ସେଗୁଡ଼ିକୁ ଆପଣଙ୍କଠାରୁ ସଂଗ୍ରହ କରିନିଅନ୍ତୁ। ଯଦି ଆପଣମାନେ ପଛରେ ଆପଣଙ୍କର ନାମ ଏବଂ ଠିକଣା ଲେଖିଥିବେ, ତେବେ ଆପଣ ନିଶ୍ଚିତ ଭାବରେ ମୋଠାରୁ ଏକ ଚିଠି ପାଇବେ। ସେଠାରେ, ପଛରେ ମଧ୍ୟ ଏକ ପିଲା କିଛି ଧରି ଠିଆ ହୋଇଛି; ତାଙ୍କ ହାତ ଯନ୍ତ୍ରଣା କରୁଥିବ। ସେ ବହୁ ସମୟ ହେଲା ଏହାକୁ ଧରି ଠିଆ ହୋଇଛି। ଦୟାକରି ତାହା ମଧ୍ୟ ସଂଗ୍ରହ କରିନିଅନ୍ତୁ, ଭାଇ। ଦୟାକରି ତାଙ୍କୁ ସାହାଯ୍ୟ କରନ୍ତୁ। ଯଦି ଆପଣ ପଛରେ ଆପଣଙ୍କର ନାମ ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଚିଠି ଲେଖିବି। ଆପଣ ଆତ୍ମୀୟତାର ସହିତ ଏହି କଳାକୃତି ସୃଷ୍ଟି କରିଥିବାରୁ ମୁଁ ସମସ୍ତ ଯୁବକ, ମହିଳା ଏବଂ ଛୋଟ ପିଲାମାନଙ୍କୁ ମୋର ଆନ୍ତରିକ କୃତଜ୍ଞତା ଜଣାଉଛି।ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 27th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରି ସେଠାରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ବର୍ତ୍ତମାନ ନବରାତ୍ରି ପର୍ବ ପାଳନ କରାଯାଉଛି । ଏହି ପବିତ୍ର ଦିନରେ ମା’ ସମଲେଇ ଏବଂ ମା’ ରାମଚଣ୍ଡୀଙ୍କ ପବିତ୍ର ଭୂମିକୁ ଆସିବା ଏବଂ ଆଜିର କାର୍ଯ୍ୟକ୍ରମରେ ସମବେତ ଲୋକମାନଙ୍କୁ ଭେଟିବାର ସୌଭାଗ୍ୟ ତାଙ୍କୁ ମିଳିଛି। ସେ କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ମା’ ଏବଂ ଭଉଣୀଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରି କହିଥିଲେ, ସେମାନଙ୍କର ଆଶୀର୍ବାଦ ହିଁ ଶକ୍ତିର ପ୍ରକୃତ ଉତ୍ସ। ଏହି ଅବସରରେ ସବୁ ଲୋକମାନଙ୍କୁ ସେ ପ୍ରଣାମ ଜଣାଇଥିଲେ।ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କର ପ୍ରେସ ବିବୃତ୍ତି
August 29th, 03:59 pm
ଆଜି ଆମର ଆଲୋଚନା ଫଳପ୍ରଦ ଏବଂ ଉଦ୍ଦେଶ୍ୟମୂଳକ ଥିଲା। ଆମେ ଦୁହେଁ ଏକମତ ଯେ, ବିଶ୍ୱର ଦୁଇଟି ବୃହତ ଅର୍ଥ ବ୍ୟବସ୍ଥା ଏବଂ ସ୍ପନ୍ଦନଶୀଳ ଗଣତନ୍ତ୍ର ଭାବେ, ଆମର ସହଭାଗୀତା କେବଳ ଆମ ଦୁଇ ଦେଶ ପାଇଁ ନୁହେଁ ବରଂ ବିଶ୍ୱ ଶାନ୍ତି ଏବଂ ସ୍ଥିରତା ପାଇଁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ।ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 15th, 11:08 am
ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ
January 15th, 10:30 am
ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।