ପୁରୁଷ ସଟ୍ ପୁଟ୍ ଏଫ୍୫୭ ରେ ସ୍ୱର୍ଣ୍ଣ ଜିତିଥିବାରୁ ସୋମନ ରାଣାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋରେ ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ସଟ୍ ପୁଟ୍ ଏଫ୍୫୭ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ସୋମନ ରାଣାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ପୁରୁଷ ସଟ୍ ପୁଟ୍ ଏଫ୍ ୫୭ ରେ ରୌପ୍ୟ ପଦକ ଜିତିଥିବାରୁ ଶୁଭମ୍ ଜୁୟାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:50 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୬ ରେ ପୁରୁଷ ସଟ୍ ପୁଟ୍ ଏଫ୍୫୭ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ଶୁଭମ୍ ଜୁୟାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି।୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ସଟ୍ ପୁଟ୍ ଏଫ୍୫୭ ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଶିଳ୍ପା କାଞ୍ଚୁଗାରାକୋପପାଲୁ ଶାୟଲାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 28th, 02:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ସଟ୍ ପୁଟ୍ ଏଫ୍୫୭ ଫାଇନାଲରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଶିଳ୍ପା କାଞ୍ଚୁଗାରାକୋପପାଲୁ ଶାୟଲାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ସଟ୍ ପୁଟ୍ ଏଫ୍୫୭ ରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଶର୍ମିଲାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 28th, 02:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ସଟ୍ ପୁଟ୍ ଏଫ୍୫୭ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଶର୍ମିଲାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।