ଶ୍ରୀ କେ କାମରାଜଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ
July 15th, 09:28 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ କେ କାମରାଜଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ସ୍ମରଣ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ ଶ୍ରୀ କେ.କମରାଜ ଭାରତର ସ୍ୱାଧୀନତା ସଂଗ୍ରାମରେ ଏକ ଅବିସ୍ମରଣୀୟ ଅବଦାନ ରଖିଛନ୍ତି ଏବଂ ଜଣେ ଦରଦୀ ପ୍ରଶାସକ ଭାବରେ ପରିଚିତ ହୋଇଛନ୍ତି ।ଶ୍ରୀ କେ କାମରାଜଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
July 15th, 11:49 am
ଶ୍ରୀ କେ କାମରାଜଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।