ଶ୍ରୀ ମଦନ ଦାସ ଦେବୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

July 24th, 09:27 am

ଏକ ଟୁଇଟରେ ଶ୍ରୀ ମୋଦୀ କହିଛନ୍ତି ଯେ, ଶ୍ରୀ ମଦନ ଦାସ ଦେବୀ ନିଜ ଜୀବନକୁ ଦେଶ ସେବାରେ ଉତ୍ସର୍ଗ କରିଥିଲେ । ପ୍ରଧାନମନ୍ତ୍ରୀ ଦିବଗଂତ ନେତାଙ୍କ ସହ ନିଜ ବ୍ୟକ୍ତିଗତ ସମ୍ପର୍କକୁ ମଧ୍ୟ ମନେପକାଇ କହିଛନ୍ତି ଯେ, ତାଙ୍କଠାରୁ ସେ ବହୁତ କିଛି ଶିଖିଛନ୍ତି ।