ପ୍ରଧାନମନ୍ତ୍ରୀ କିସ୍ତୱାରରେ ବାଦଲଫଟା ବର୍ଷା ଓ ବନ୍ୟା ଯୋଗୁ ଉପୁଜିଥିବା ପରିସ୍ଥିତି ସମ୍ପର୍କରେ ଜମ୍ମୁ-କାଶ୍ମୀର ଉପରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ
August 15th, 12:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ-କାଶ୍ମୀରରଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଉମରଅବଦୁଲ୍ଲାଙ୍କ ସହ କିସ୍ତୱାରରେ ବାଦଲଫଟା ବର୍ଷା ଓ ବନ୍ୟା ଯୋଗୁଉପୁଜିଥିବା ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ
October 24th, 12:55 pm
ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।