ନଭେମ୍ବର ୨୮ରେ ପ୍ରଧାନମନ୍ତ୍ରୀଙ୍କ କର୍ଣ୍ଣାଟକ ଓ ଗୋଆ ଗସ୍ତ
November 27th, 12:04 pm
ପ୍ରଧାନମନ୍ତ୍ରୀ ନଭେମ୍ବର ୨୮ରେ କର୍ଣ୍ଣାଟକ ଓ ଗୋଆ ଗସ୍ତରେ ଯିବେ । ପୂର୍ବାହ୍ନ ପ୍ରାୟ ୧୧ଟା ୩୦ରେ ପ୍ରଧାନମନ୍ତ୍ରୀ କର୍ଣ୍ଣାଟକର ଉଡୁପି ସ୍ଥିତ ଶ୍ରୀ କୃଷ୍ଣ ମଠକୁ ଗସ୍ତ କରିବେ । ପରେ ସେ ଗୋଆ ଯିବେ, ଯେଉଁଠାରେ ଅପରାହ୍ନ ୩ଟା ୧୫ରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ ବର୍ଷପୂର୍ତ୍ତି ଅବସରରେ ଅନୁଷ୍ଠିତ ‘ଶ୍ରାଦ୍ଧ ପଞ୍ଚଶତମନୋତ୍ସବ’ ପରିଦର୍ଶନ କରିବେ'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ
August 31st, 11:30 am
ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।Amazing, incomparable and unimaginable! Many congratulations to the people of Ayodhya for the grand and divine Deepotsav:PM
October 30th, 10:45 pm
Prime Minister Shri Narendra Modi has extended warm congratulations and heartfelt wishes to the people of Ayodhya and the entire nation on the occasion of the grand and pine Deepotsav celebrations.ଶ୍ରୀ ରାମ ଜନ୍ମଭୂମି ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହକୁ ନେଇ ଭାରତର ରାଷ୍ଟ୍ରପତିଙ୍କ ଚିଠିର ଉତ୍ତର ଦେଲେ ପ୍ରଧାନମନ୍ତ୍ରୀ
January 23rd, 06:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ରାମ ଜନ୍ମଭୂମି ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହକୁ ନେଇ ଭାରତର ରାଷ୍ଟ୍ରପତିଙ୍କ ଚିଠିର ଉତ୍ତର ଦେଇଛନ୍ତି ।ରାମ ସେତୁ ଆରମ୍ଭ ସ୍ଥାନ ଅରିଚଲ ମୁନାଇ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
January 21st, 03:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାମସେତୁର ଆରମ୍ଭ ସ୍ଥାନ ଅରିଚଲ ମୁନାଇ ପରିଦର୍ଶନ କରିଛନ୍ତି ।ଅଯୋଧ୍ୟା ଦୀପୋତ୍ସବର ଶକ୍ତିକୁ ପ୍ରଣାମ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
November 12th, 08:14 pm
ଅଯୋଧ୍ୟା ଦୀପୋତ୍ସବର ଶକ୍ତି ଦେଶରେ ନୂତନ ସ୍ପନ୍ଦନ ସୃଷ୍ଟି କରିବ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି । ଭଗବାନ ଶ୍ରୀ ରାମ ସମସ୍ତ ଦେଶବାସୀଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ସମସ୍ତଙ୍କ ପାଇଁ ପ୍ରେରଣା ହୁଅନ୍ତୁ ବୋଲି ସେ କାମନା କରିଛନ୍ତି ।